ଅପରାଧ

ମଦ ଦୋକାନ ଆଗରେ ଗଣ୍ଡଗୋଳ: ଆକ୍ରମଣରେ ୨ ପୋଲିସ ଅଧିକାରୀ ସମେତ ୭ ଗୁରୁତର

ବାହାନଗା, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା ଏକ ସରକାରୀ ମଦ ଦୋକାନ ଆଗରେ ମଙ୍ଗଳବାର ଅପରାହ୍ନରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗଣ୍ଡଗୋଳରେ ଗୋପାଳପୁର ଫାଣ୍ଡି ପୋଲିସ ପହଞ୍ଚି ଦୁଇଗୋଷ୍ଠୀଙ୍କୁ ବୁଝାଶୁଝା କରୁଥିବା ବେଳେ ଗୋଟିଏ ଗୋଷ୍ଠୀର…

ବ୍ରାଉନ୍‌ସୁଗାର ବିକି ୨ଜଣ ବନ୍ଧା ହେଲେ

ଖୋର୍ଦ୍ଧା ଅଫିସ,୧୦।୩: ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଉକ୍ତ ଥାନା ଅଧୀନ କେରଙ୍ଗ ମସିନଗର ଗ୍ରାମର ଏସ୍‌.କେ. ଅମନ(୪୨) ଏବଂ ଏସ୍‌.କେ. ହବିବ୍‌(୫୦)। ପୋଲିସଠାରୁ ମିଳିଥିବା…

ହୋଲିରେ ପୋଲିସର ଚଢାଉ: ୪ ଲକ୍ଷ ଟଙ୍କାର ମଦ ଜବତ, ୫ ଗିରଫ

ଆନନ୍ଦପୁର, ୧୦।୩(ସ୍ବ.ପ୍ର.)-ହୋଲିରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ କରାଯାଇ ଚୋରା ମଦ ବ୍ୟବସାୟୀଙ୍କ ଘରେ ଏବଂ ମଦ ବିକ୍ରି ସ୍ଥାନରେ ଚଢାଉ କରାଯାଇଛି। ରାମଚନ୍ଦ୍ରପୁର ଥାନା ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନେତୃତ୍ୱରେ ଗୋଟିଏ ସ୍ବତନ୍ତ୍ର ସ୍କ୍ବାଡ୍‌…

ଜାଲ ନୋଟ କାରବାର: ୨ଜଣଙ୍କୁ ଗିରଫ କଲା ଆଦର୍ଶ ଥାନା ପୋଲିସ

ଖୋର୍ଦ୍ଧା ଅଫିସ,୧୦।୩: ଜାଲ ନୋଟ କାରବାର ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଗତ କିଛିଦିନ ଧରି ଖୋର୍ଦ୍ଧା ସହରରେ ଜାଲ ନୋଟ କାରବାର ହେଉଥିବା ନେଇ ଅଭିଯୋଗ ହୋଇ…

ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି। ତାଙ୍କ ଶ୍ବଶୁର ଘର ନିକଟରେ ଗୁଳିମାଡ଼ରେ ମୃତ୍ୟୁ ହୋଇଥିବା ଖବରପାଇ ପରିବାର ଲୋକେ…

ଛାତ୍ରଙ୍କୁ ଭୁଜାଲିରେ ଆକ୍ରମଣ ଘଟଣା: ଜଣେ ଗିରଫ ସମେତ ୨ ନାବାଳକଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୯।୩(ବ୍ୟୁରୋ): ସାମାନ୍ୟ ବଚସାକୁ କେନ୍ଦ୍ରକରି ନୟାପଲ୍ଲୀ ଥାନା ଆଇଆରସି ଭିଲେଜ ସାଇମନ୍ଦିର ନିକଟରେ ଜଣେ ଛାତ୍ରଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଜଗତ୍‌ସିଂପୁର ତିରତୋଲ ଅଞ୍ଚଳର ସଞ୍ଜୟ କୁମାର ନାୟକ(୨୦)।…

୧୦ ଗ୍ରାମ୍‌ ବ୍ରାଉନସୁଗାର, ୧୧ହଜାର ଟଙ୍କା ଜବତ, ଅଭିଯୁକ୍ତ ନାଗା ଗିରଫ

ଭୁବନେଶ୍ୱର,୯।୩(ବ୍ୟୁରୋ): ବେଆଇନ ବ୍ରାଉନସୁଗାର କାରବାର ଚଳାଇଥିବା ସହଦେବ ବାରିକ ଓରଫ ନାଗାଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଏଥିସହ ତାଙ୍କ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର ଓ ୧୧ ହଜାର ଟଙ୍କା ଜବତ କରିଛି। ନାଗା ଅତି ଚତୁରତାର ସହ…

ମାସକ ଭିତରେ ୩ ଗୁଳିକାଣ୍ଡ: ବସ୍‌ ମାଲିକଙ୍କୁ ଗୁଳିମାଡ଼ ପରେ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୯।୩(ବ୍ୟୁରୋ): କମିଶନରେଟ ପୋଲିସ ଚାହିଁ ରହିଛି, ହେଲେ ରାଜଧାନୀରେ ତୁହାକୁ ତୁହା ଗୁଳି ଫୁଟୁଛି। ଅପରାଧିମାନେ ଦିନଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ ସେମାନଙ୍କ ଟେର୍‌ ପାଉନି। ଫଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିବାରେ ଲାଗିଛି। ବୁଧବାର…

ମ୍ୟାଜିକ୍‌ ପେନ୍‌ ମାଧ୍ୟମରେ ଟଙ୍କା ଠକେଇ

ଭୁବନେଶ୍ୱର,୯।୩ (ବ୍ୟୁରୋ): କୌଣସି ନେଣଦେଣ ପାଇଁ ବ୍ୟାଙ୍କ ଚେକ୍‌ ବ୍ୟବହାର କରିବାବେଳେ ନିଜ ପେନ୍‌ରେ ଦସ୍ତଖତ, ଟଙ୍କାର ପରିମାଣ, ‘କ୍ୟାନସଲଡ୍‌’ ଓ ଅନ୍ୟ ତଥ୍ୟ ଲେଖନ୍ତୁ। କାହା ଦ୍ୱାରା କିମ୍ବା କାହା ପେନ୍‌ରେ ଚେକ୍‌ରେ ଲେଖନ୍ତୁନାହିଁ। ଏଥିପ୍ରତି ସତର୍କ ନ ହେଲେ…

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିମାଡ଼ ଘଟଣା: ଦୁଇଜଣଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ବାଡ୍‌

ଭୁବନେଶ୍ୱର, ୮।୩(ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଷ୍ଟରେ ଗୁଳିକାଣ୍ଡ ଘଟଣାରେ ପୋଲିସ ଦନ୍ତ ଜାରି ରଖିଥିବାବେଳେ ଶନିବାର ସ୍ପେଶାଲ ସ୍କ୍ବାଡ୍‌ ସନ୍ଦେହରେ ୨ ଯୁବକଙ୍କୁ ଉଠାଇ ନେଇ ପଚରାଉଚରା କରୁଛି। ତଦନ୍ତରେ ବାଧା ସୃଷ୍ଟି କାରଣରୁ ପୋଲିସ କୌଣସି…

ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍‌ଟିଏଫ୍‌, ୩ ଗିରଫ

ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ମଙ୍ଗଲୂ ମାଲଖାର, ସୁଦର୍ଶନ ମହାନ୍ତି ଏବଂ ପ୍ରଫୁଲ୍ଲ ମେହେର। ସେମାନଙ୍କ ପାଖରୁ ୨ଲକ୍ଷ ୬ଶହ…

ଭିଜିଲାନ୍ସ ପରେ ଏବେ ଇଡି ସ୍କାନରରେ ଅନାମ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରଥମେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ଏବେ ଇଡି ସ୍କାନର୍‌ରେ। ଗତ ଜାନୁୟାରୀ ୨୩ରେ ଗିରଫ ହୋଇ ଫେବୃୟାରୀ ୨୬ରେ ସେ ଜାମିନ ପାଇଥିଲେ। ଏବେ ଯେକୌଣସି ମୁହୂର୍ତ୍ତରେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri