ଅପରାଧ

ବସ୍‌ଷ୍ଟାଣ୍ଡ୍‌ରୁ ଦାଦାବଟି ନେଉଥିଲେ ବସ୍‌ ମାଲିକ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ରେ ଦାଦାବଟି ଆଦାୟ କରୁଥିଲେ ଖୋଦ୍‌ ବସ୍‌ ମାଲିକ। ଏହା କମିଶନରେଟ ପୋଲିସର ନଜରକୁ ଆସିବା ପରେ ଆଣ୍ଟି-ଏକଷ୍ଟର୍ନଶନ ଟାସ୍କ ଫୋର୍ସ ଉକ୍ତ ବସ୍‌ ମାଲିକ ଭରତ ପ୍ରଧାନଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଅନ୍ୟ ୩ଜଣ…

ଗ୍ୟାଙ୍ଗ୍‌ଷ୍ଟର ରାଜା, ୨ ସହଯୋଗୀ ଗିରଫ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ଦାଦାବଟି ବନ୍ଦ କରିବାକୁ ପୋଲିସ ଡିଜି ଅଭୟ ଶୁକ୍ରବାର ନିର୍ଦ୍ଦେଶ ଦେବାପରେ ଶନିବାର ପଦକ୍ଷେପ ଆରମ୍ଭ କରିଛି କମିଶନରେଟ ପୋଲିସ୍‌। ‘ଦାଦାବଟିକୁ ନା’ ସ୍ପେଶାଲ ଡ୍ରାଇଭ୍‌ର ପ୍ରଥମ ଦିନରେ ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା…

ମଳଦ୍ୱାରରେ ଲୁଚାଇ ନେଉଥିଲେ ୨.୧୬ କୋଟି ଟଙ୍କାର ସୁନା

ଚେନ୍ନାଇ, ୧୭।୧୦: କଷ୍ଟମ ଏୟାର ଇଣ୍ଟେଲିଜେନ୍ସ ଅଧିକାରୀମାନେ ୪.୧୪ କେଜି ମୂଲ୍ୟର ସୁନା ଜବତ କରିଛନ୍ତି। ଯାହାର ମୂଲ୍ୟ ୨.୧୬ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଚେନ୍ନାଇ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ୩ ଜଣ ବ୍ୟକ୍ତିଙ୍କୁ ଗିରଫ…

ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ ଦୁଇଟି ଆଙ୍ଗୁଠି କଟିଯାଇଛି । ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗ୍ରାମର ଗୋଟିଏ…

ବୃଦ୍ଧଙ୍କ ଘରୁ ଉଦ୍ଧାର ହେଲା ୨୦ ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ

ସଲ୍ଟ ଲେକ ସିଟି,୧୩।୧୦-ଆମେରିକାର ହୋଲାଡେ ସହରରେ ରହୁଥିବା ଜଣେ ବୃଦ୍ଧଙ୍କ ଘରେ ପୋଲିସ ଚଢାଉ କରି ୨୦ଟି ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ ଜବତ କରିଛି। ଏହି ଘଟଣାରେ ମାର୍ଟିନ ବୋନ(୬୮) ନାମକ ଜଣେ ବୃଦ୍ଧଙ୍କୁ ପୋଲିସ ଗିରଫ…

ମୋବାଇଲ ବଦଳରେ ପଥର ଦେଇ ୧୭୦ ଲୋକଙ୍କୁ ପ୍ରତାରିତ କରିଥିବା ୨ ଠକ ଗିରଫ

ଭୋପାଳ, ୧୩।୧୦: ଆଗାମୀ ପାର୍ବଣ ଋତୁକୁ ନଜରରେ ରଖି ପାର୍ସଲ ମାଧ୍ୟମରେ ଠକେଇ ମାମଲା ବଢ଼ିବାରେ ଲାଗିଛି। ଦିଲ୍ଲୀର ୨ଜଣ ଠକ ନାମିଦାମୀ ବ୍ରାଣ୍ଡର ମୋବାଇଲକୁ ଶସ୍ତାରେ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ପାର୍ସଲରେ ପଥର ପଠାଇ ୧୭୦ ଜଣ ଲୋକଙ୍କୁ…

ବିବାହର ପ୍ରତିଶ୍ରୁତି ଦେଖାଇ ନାବାଳିକାଙ୍କୁ ବଳାତ୍କାର

ଦିଗପହଣ୍ଡି,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କୌଶଳ କ୍ରମେ ଅପହରଣ କରିବା ପରେ ବିବାହର ପ୍ରତିଶ୍ରୁତି ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ଥାନା ମାମଲା ନଂ. ୨୩୩/୨୦ରେ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ…

ଭାଲୁ, ହରିଣ ଅଙ୍ଗ ଚୋରା ଚାଲାଣବେଳେ ୪ ଗିରଫ

ହଲ୍‌ଦଓ୍ବାନୀ, ୧୧।୧୦: ଭାଲୁ, ହରିଣ ଓ କଇଁଛ ଅଙ୍ଗ ଚୋରାଚାଲାଣ ସମୟରେ ୨ଟି ଭିନ୍ନ ଘଟଣାରେ ସପ୍ତାହକ ମଧ୍ୟରେ ଉତ୍ତରାଖଣ୍ଡ ବନ ବିଭାଗ ଓ ପୋଲିସ ପକ୍ଷରୁ ୪ ଜଣଙ୍କୁ ଗିରଫ କରାଯାଇଛି। ବାଗେଶ୍ୱର ଜିଲାରେ ରବିବାର ଭାଲୁ ଓ ହରିଣ…

ଲକ୍‌ଡାଉନ୍‌ରେ ଚାକିରି ଚାଲିଯିବାରୁ ଯୁବକ ବାଛିନେଲେ ଏହି ପଥ, କଲେଜ ଛାତ୍ରଙ୍କୁ ଯୋଗାଉଥିଲେ…

ବେଙ୍ଗାଲୁରୁ,୧୧ା୧୦: କରୋନା ମହମାରୀ ଯୋଗୁ ହୋଇଥିବା ଲକ୍‌ଡାଉନ୍‌ରେ ଜଣେ ଯୁବକ ଚାକିରି ହରାଇଥିଲେ। ପେଟଭୋକରୁ ନିସ୍ତାର ପାଇବା ପାଇଁ ସେ ଡ୍ରଗ୍ସ କାରବାରକୁ ଆପଣାଇ ନେଲେ। ତେବେ ଏହି ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ୨୮ ବର୍ଷୀୟ ଯୁବକ ଅମିର…

କଂସାରୀପଡ଼ା ମରଣାନ୍ତକ ଆକ୍ରମଣ ଘଟଣା: ସିସିଟିଭିରୁ ଚିହ୍ନଟ ହେଲେ ୪ ଅଭିଯୁକ୍ତ

ବଲାଙ୍ଗୀର ଅଫିସ,୧୦ା୧୦: ଚଳିତମାସ ୩ ତାରିଖରେ ବଲାଙ୍ଗୀର ସହର କଂସାରୀପଡ଼ା ମଦନଗୁଡ଼ିଆ ଛକସ୍ଥିତ ମଦ ଦୋକାନ ସାମ୍ନାରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏ ନେଇ ଶନିବାର ସ୍ଥାନୀୟ ଟାଉନ ଥାନା…

ବ୍ୟାଙ୍କ ଲୁଟିବାକୁ ଆସିଥିଲେ ଏହି ଲୁଟେରା, ଏମିତି ପଡ଼ିଲେ ଧରା

ଜୟପୁର,୯ା୧୦: ରାଜସ୍ଥାନର ସିକରରେ ଥିବା ବ୍ୟାଙ୍କ ଲୁଟିବା ପାଇଁ ଜଣେ ଦୁର୍ବୃତ୍ତ ଆସିଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛନ୍ତି। ଫଳରେ ଡକାୟତି ଉଦ୍ୟମ ପଣ୍ଡ ହୋଇଛି। ସିକର ଉଦ୍ୟୋଗ ନଗର ଥାନା ଅନ୍ତର୍ଗତ କାନାଡା ବ୍ୟାଙ୍କକୁ ଜଣେ ଅପରାଧୀ ଲୁଟିବା…

ଯୁବକଙ୍କୁ ଅପହରଣ, ହତ୍ୟା ଉଦ୍ୟମ ମାମଲା: ବାଲେଶ୍ୱର ଜେଲରେ ସକିଲ, କଟକରେ ରାଜୁତି

କଟକ ଅଫିସ,୯ା୧୦: କଟକ ମଧୁପାଟଣା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଅପହରଣ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜଗତ୍‌ସିଂହପୁରର ବଣ୍ଟି ଓରଫ ଶିବପ୍ରସାଦ ଖଟୁଆ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?