ଅପରାଧ

ଯୁବତୀଙ୍କ ଗାଡ଼ିକୁ ସାଇଡ୍‌ କରିଦେଲେ ଯୁବକ, ରାଗି କି ଯୁବତୀ ଯାହା କଲେ ଭିଡିଓ ଦେଖିଲେ…

ଜୟପୁର,୨୭ା୩: ଜୟପୁରର ରାସ୍ତାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହା ଦେଖିବା ପରେ ଲୋକେ ସ୍ତବ୍ଧ ହୋଇଯାଇଛନ୍ତି। ଛୋଟ ଛୋଟ ରାସ୍ତା ବିବାଦ କିମ୍ବା ସାଇଡ୍‌-ଷ୍ଟେପିଂ ସାଧାରଣ ଘଟଣା ହୋଇଥାଏ। ମାତ୍ର ଏହି ପରିସ୍ଥିତି ଭିନ୍ନ ଥିଲା। କ୍ରୋଧର ବଶବର୍ତ୍ତୀ ହୋଇ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଡବା ପୋଲିସ ଗୁରୁବାର…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ ହାଡ଼ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ଗ୍ରୀଲ୍‌ ତାଲା ଭାଙ୍ଗି ଘର ଭିତରେ ଥିବା ଦୁଇଟି ଆଲମିରାରୁ ପ୍ରାୟ…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨ ବର୍ଷର ପିଲାକୁ ଠିକଣା ପଚାରିବା ଆଳରେ ଅପହରଣ କରିବାକୁ ଜଣେ ଅଜଣା ବ୍ୟକ୍ତି…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ ମହାନଗର ପୋଲିସ ଷ୍ଟେସନ ଅଧୀନସ୍ଥ ନିଶାତଗଞ୍ଜ ଅଞ୍ଚଳର ଲେନ୍ ନମ୍ବର ୨ରେ ଘଟିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୩ ଜଣ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଯୌତୁକ ପାଇଁ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଘଟଣାର ମୁଖ୍ୟ ଅଭିଯୁକ୍ତ କାମାକ୍ଷାନଗର ଥାନା ସାଆନ୍ତାରାପୁର ଗ୍ରାମର ଗଙ୍ଗାଧର…

କଥା ଶୁଣିଲେନି ଭାଉଜ, ଚା’ କରିବାକୁ ମନା କରିବାରୁ ପିଟିପିଟି ମାରିଦେଲେ ଦିଅର

ଭୋପାଳ,୨୦।୩: ମଧ୍ୟପ୍ରଦେଶର ସଲାମତପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଖୋହା ଗାଁରେ ଭାଉଜଙ୍କୁ ହତ୍ୟା କରିଛନ୍ତି ନିଜ ଦିଅର। ରିପୋର୍ଟ ଅନୁସାରେ, ଖୋହା ବାସିନ୍ଦା ଖେମଚାନ୍ଦ ମାଲବ୍ୟ ସକାଳେ କ୍ଷେତରେ କାମ କରିବା ପାଇଁ ଘରୁ ବାହାରିଥିଲେ। ତାଙ୍କ ସ୍ତ୍ରୀ ପୂଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri