ଅପରାଧ

ପାର୍କିଂକୁ ନେଇ ଯୁବକଙ୍କୁ ଆକ୍ରମଣ, ଜଣେ ଗରିଫ

ଭୁବନେଶ୍ୱର,୬।୩(ବ୍ୟୁରୋ): ଗାଡି ପାର୍କିଂକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ନୂଆପଲ୍ଲୀ ଥାନା ପୋଲିସ ଜଣେ ବାଇକ୍‌ ଚାଳକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ ଜିଲାର ରାଜେନ୍ଦ୍ର ନାୟକ(୩୦)। ସେ ସାଲିଆସାହି ଏକାମ୍ରବିହାରରେ ରୁହନ୍ତି। ରାଜେନ୍ଦ୍ରଙ୍କୁ ଗୁରୁବାର କୋର୍ଟ…

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳି ଫୁଟିବା ଘଟଣା: ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

ଭୁବନେଶ୍ୱର,୬।୩ (ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିକାଣ୍ଡରେ ବୁଧବାର ରାଜଧାନୀର ଏକ ମ୍ୟାନେଜମେଣ୍ଟ କଲେଜର ଛାତ୍ର ଅସିମ୍‌ କାଲ୍‌ସ ଗୁରୁତର ହୋଇଥିଲେ। ଘଟଣାକୁ ୨୪ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତମାନଙ୍କ ପତ୍ତା ପାଇପାରି ନ ଥିବା ଜଣାପଡିଛି।…

ରାଜଧାନୀରେ ଦେହ ଦଲାଲ ସକ୍ରିୟ

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜଧାନୀରେ କମିଶନରେଟ ପୋଲିସ ଦେହ ବ୍ୟବସାୟୀ ରୋକିବାକୁ ନେଇ ପ୍ରାଣପକ୍ଷେ ଉଦ୍ୟମ ଚଳାଇଛି। ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ ଚଢ଼ାଉ କରିବା ସହ ଅନେକ ଦଲାଲ ଏବଂ ବେପାରୀଙ୍କୁ ଧରିବାରେ ସକ୍ଷମ ମଧ୍ୟ ହୋଇଛି। ତଥାପି କେତେଜଣ ଦଲାଲ ଏଥିରୁ…

ହୋଟେଲ ଉପରେ ଚଢାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ପୁରୁଷୋତ୍ତମପୁର, ୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋଦଳା ଥାନା ଅନ୍ତର୍ଗତ ବେଗୁନିଆପଡ଼ାର ଏକ ହୋଟେଲ ଉପରେ ଗୁରୁବାର ଅପରାହ୍ନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଦେଶୀ ମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ…

ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍‌ସିଲରଙ୍କ ସହ ୩ ଗିରଫ

ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା ନେଇ ଏସ୍‌ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ବିଜେଡିର ପୂର୍ବତନ…

ଅତିଥି ବେଶରେ ଗହଣା ବ୍ୟାଗ୍‌ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା

ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍‌ ଲୁଟ୍‌ର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ସେକ୍‌…

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ ଏକ…

ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ

ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍‌.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା ଓ ଖଣି ଅଧିକାରୀଙ୍କ ଆକ୍ରମଣ ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଉପଯୁକ୍ତ…

ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ

ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ।…

ମାଲିକର ବଇରି ସାଜିଲେ କର୍ମଚାରୀ: ଭୁଜାଲି ଦେଖାଇ ୫ ଲକ୍ଷର ସାମଗ୍ରୀ ନେଇଗଲେ

ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ ଜଣକ କାମ କରୁଥିବା ମାଲିକ ବଇରି ସାଜି ଦୋକାନରୁ ୫ ଲକ୍ଷ ଟଙ୍କାର ଜିନିଷ…

ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା ଅଧିକାରୀ…

ଆନନ୍ଦପୁର ବ୍ୟାରେଜ ଗେଟ୍‌ ତଳେ ପଡ଼ି ରହିଛି ଯୁବକଙ୍କ ମୃତଦେହ, ହତ୍ୟା କରାଯାଇଥିବା ସନ୍ଦେହ

ଆନ୍ଦନପୁର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜର ୫ନଂ ଗେଟ୍‌ ତଳେ ରବିବାର ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏହା ଜଣେ ଯୁବକଙ୍କର ବୋଲି ଅନୁମାନ କରାଯାଉଥିବା ବେଳେ ମୃତଦେହଟି ଫୁଲି ଯାଇଥିବା ଦେଖାଯାଇଛି। ଏଣୁ ୪ରୁ ୫ ଦିନ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri