ଅପରାଧ

ହାଥରସ ଗଣବଳାତ୍କାର ଘଟଣା: ଆସିଲା ମେଡିକାଲ ରିପୋର୍ଟ, ହୋଇନି ବଳାତ୍କାର, ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୧ା୧୦: ହାଥରସ ଯୁବତୀ ବଳାତ୍କାର ଘଟଣାର ମେଡିକାଲ ରିପୋର୍ଟ ଆସିଛି। ଏହି ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେବା ଭଳି ଆସିଛି। ରିପୋର୍ଟରେ ଯୁବତୀଙ୍କୁ ଗଣବଳାତ୍କାର ହୋଇ ନ ଥିବା ଦର୍ଶାଯାଇଛି। ଯାହା ଅଭିଯୁକ୍ତମାନଙ୍କୁ ସୁହାଇବ। ଯୁବତୀ ଆଖି ବୁଜିବା ପୂର୍ବରୁ ପୋଲିସକୁ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇଲେ ସ୍ବାମୀ

ଭୋପାଳ,୩୦ା୯: ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଚୋରି ମାମଲାର ଛାନଭିନ୍‌ କରିବା ସମୟରେ ଏହି ଘଟଣା ସାମ୍ନାକୁ ଆସିଛି। ଏହା ପରେ…

କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ

ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍‌ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ ଇଚ୍ଛା କରି ଠକେଇର ଶିକାର ହୋଇଥିବା ଯୁବକଙ୍କୁ ପୋଲିସ ପଚରାଉଚରା କରିଛି। ଜିଗଲୋ…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ତଦନ୍ତକୁ ନେଇ ଅସନ୍ତୋଷ, ଚିନ୍ମୟୀଙ୍କୁ ଜେରା

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ୩ମାସ ବିତିଲାଣି। ଏହାସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାର ୨ମାସ ମଧ୍ୟ ହୋଇଗଲାଣି। ଇତି ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ କେବଳ ଆଦିତ୍ୟ ସ୍ତ୍ରୀ ବିଦ୍ୟାଶ୍ରୀ ଓ ୩ସାଙ୍ଗକୁ ଜେରା କରିବା ସହ ପଲିଗ୍ରାଫ ଟେଷ୍ଟ…

ଜମି ଦେବାକୁ କହି ୭୦ ଲକ୍ଷ ଠକେଇ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ଜଣେ ବ୍ୟକ୍ତି ୭୦ ଲକ୍ଷ ଟଙ୍କା ଠକେଇ କରିଛନ୍ତି। ଏ ନେଇ ଠକେଇର ଶିକାର ହୋଇଥିବା ଧଉଳିସ୍ଥିତ ଗଙ୍ଗୋତ୍ରୀ ଅଞ୍ଚଳର ଛବିନ୍ଦ୍ରନାଥ ପାତ୍ର ବଡ଼ଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକ୍ରମେ ପୋଲିସ ଏକ ମାମଲା…

ବାହାଘର ଦିନ ସ୍ବାମୀଠାରୁ ୮୦ ହଜାର ଟଙ୍କା ଲୁଟି ଫେରାର୍‌ ହୋଇଥିବା କନ୍ୟା ୯ ମାସ ପରେ…

ଉଜ୍ଜୟୀନ, ୨୬।୯: ମଧ୍ୟପ୍ରଦେଶର ଉଜ୍ଜୟୀନିରୁ ଏକ ରୋଚକ ଖବର ସାମ୍ନାକୁ ଆସିଛି। ବାହାଘର ଗୋଟିଏ ଦିନ ଫେରାର୍‌ ହୋଇଯାଇଥିବା ଲୁଟେରା କନ୍ୟା ୯ ମାସ ପରେ ନିଜର ଅସଲି ସ୍ବାମୀ ସହ ଧରା ପଡ଼ିଛି। ମିଛ ବିବାହ ନାମରେ ଏହି କନ୍ୟା…

ସ୍ବାମୀ, ଦିଅର ଦେଉଥିଲେ ଶାରୀରିକ ନିର୍ଯାତନା: ମହିଳା ନେଲେ ଏମିତି ପଦକ୍ଷେପ

ବେଙ୍ଗାଲୁରୁ,୨୬ା୯: ବେଙ୍ଗାଲୁରୁର ବୋମାନାହାଲ୍ଲିରୁ ତିନି ସପ୍ତାହ ତଳେ ରହସ୍ୟଜନକ ଭାବେ ଜଣେ ମହିଳା ନିଖୋଜ ହୋଇଯାଇଥିଲେ। ହଠାତ୍‌ ପୋଲିସ ନିକଟରେ ପହଞ୍ଚି ଯେଉଁ ବୟାନ ଦେଇଛନ୍ତି ତାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ବରିଷ୍ଠ ପୋଲିସ ଅଧିକାରୀ କୁହନ୍ତି, ଏହି ମହିଳା ଜଣକ…

ନାମକରଣ ପରେ ୪୦ ଦିନର ଶିଶୁ କନ୍ୟାକୁ ନଦୀକୁ ଫିଙ୍ଗିଲା ବାପା

ଥିରୁଭାନନ୍ତପୁରମ, ୨୫।୯: କେରଳର ଥିରୁବଲମ୍‌ର ପଚଲ୍ଲୁର ଅଞ୍ଚଳରେ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନାମକରଣ ସଂସ୍କାରର କିଛି ଘଣ୍ଟା ପରେ ନିଜର ୪୦ ଦିନର ଶିଶୁ କନ୍ୟାକୁ ନଦୀ ଗର୍ଭକୁ ଫିଙ୍ଗି ଦେଇଛନ୍ତି।…

ନାବାଳିକାଙ୍କୁ ଅସଦାଚରଣ କରି ଫସିଲେ ବିବାହିତ ବ୍ୟକ୍ତି

ପାଟଣା,୨୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ଗ୍ରାମର ୩୭ ବର୍ଷୀୟ ବିବାହିତ ବ୍ୟକ୍ତି ଜଣେ ୧୭ ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ହେଉଛନ୍ତି ସୁଜିତ ରାଉତ। ସୂଚନା…

ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ହତ୍ୟା ଅଭିଯୋଗ

ନୟାଗଡ ଅଫିସ,୨୫ା୯: ଧାର ଟଙ୍କା ମାଗିବାରୁ ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ ଧୁଷୁମାରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକହେଲେ ମାୟା ଭୂୟାଁ(୬୦)। ଗୁରୁବାର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ପରିବାର…

ଓଲା ଗାଡ଼ି ଅପହରଣ କରି ୩ ଗିରଫ

କେନ୍ଦ୍ରାପଡା ଅଫିସ/ପଟ୍ଟାମୁଣ୍ଡାଇ (ସ୍ବ.ପ୍ର.),୨୫।୯: ଭୁବନେଶ୍ୱରରୁ ଏକ ଓଲା ଗାଡ଼ିକୁ ଅପହରଣ କରିବା ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ରାଜନଗର ଥାନା ଗଳିଦଣ୍ଡା ଗ୍ରାମର ତ୍ରିଲୋଚନ ସାମନ୍ତରାୟ ଓରଫ ଦିପୁ, ପଟ୍ଟାମୁଣ୍ଡାଇ ଥାନା ଡାମରପଙ୍କ ବାଲିପାଟଣା ଗ୍ରାମର ପରେଶ…

ବ୍ରାଉନ୍‌ସୁଗାର ଡିଲରଙ୍କ ଆର୍ଥିକ କାରବାର ଯାଞ୍ଚ କରିବ ଇଡି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରାଜ୍ୟରେ ପୁଣି ବ୍ରାଉନସୁଗାର ଓ ନିଶା କାରବାର ବଢ଼ି ଚାଲିଛି। ଧଳା ଜହରର କଳା ସାମ୍ରାଜ୍ୟକୁ ଧ୍ୱଂସ କରିବା ପାଇଁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହାତ ମିଳାଇଛନ୍ତି। ଏସ୍‌ଟିଏଫ୍‌ର ଚିଠି ପରେ ଏବେ ବ୍ରାଉନସୁଗାର ଡିଲରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?