ଅପରାଧ

ଛାତ୍ରୀ ଅପହରଣ ଘଟଣା: ବ୍ୟବହୃତ କାର ଜବତ, ୩ ଅଟକ

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ନିକଟ ଦେଓଗାଁ ପଡିଆରୁ ୧୮ ବର୍ଷିୟା କଲେଜ ଛାତ୍ରୀଙ୍କୁ ୪ ଦୁର୍ବୃତ୍ତ ଏକ ଧଳା ହୁଣ୍ଡାଇ ଏକ୍ସ ଟେଣ୍ଟ କାରରେ ଅପହର କରାଯାଇଥିଲା। ଗୁରୁବାର ବିଳମ୍ବିତ ରାତିରେ ତୁରୁମୁଙ୍ଗା ଓ ଘଟଗାଁ…

ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୂଆଗାଁ ପଞ୍ଚାୟତସ୍ଥିତ ଖଜୁରିପଦା…

ଡ୍ୟାନ୍ସ କ୍ଲାସରେ ପଶି ଆତଙ୍କ: କର୍ମଚାରୀଙ୍କୁ ମାଡ଼, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଗ୍ରୁପ ଡ୍ୟାନ୍ସ କ୍ଲାସର ମାଲିକିଆଣୀଙ୍କୁ ଗାଳିଗୁଲଜ ଓ ସଂସ୍ଥାର ଜଣେ କର୍ମଚାରୀଙ୍କୁ ବୁଧବାର ୨ ଜଣ ଯୁବକ ମାଡ଼ ମାରିଥିଲେ। ସେମାନଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଏହି ଥାନା ଅନ୍ତର୍ଗତ…

ନିଶାରେ ଠେଙ୍ଗାରେ ପିଟି ବାପାଙ୍କୁ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ପୁଅ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମଦ ନିଶାରେ ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ପୁଅଙ୍କୁ ଗୁରୁବାର ଜେଲ ପଠାଇ ଦିଆଯାଇଛି। ସେ ହେଲେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ସାହୁ କଲୋନୀରେ ରହୁଥିବା କୁନା ସ୍ବାଇଁ(୨୦)। କୁନାଙ୍କ ଘର ଗଞ୍ଜାମ ଜିଲା…

ଗଞ୍ଜେଇ ମାଫିଆଙ୍କ ଅଭିନବ ଉପାୟ : କଦଳୀ ଟ୍ରକ୍‌ରୁ ୨.୫ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ବେପାରୀମାନେ ଏବେ ବେଶ୍‌ ସକ୍ରୀୟ। ଦିନକୁ ଦିନ ଅଭିନବ ଉପାୟ ଅବଲମ୍ବନ କରି କୋଟିକୋଟି ଟଙ୍କାର ଗଞ୍ଜେଇ ଚାଲାଣ କରୁଛନ୍ତି। କେତେବେଳେ କାର୍‌ ଡିକିରେ ତ’ ଆଉ କେତେବେଳେ କାର୍‌ର ସିଟ୍‌ ତଳେ ରଖି ଗୋଟେ ସ୍ଥାନରୁ…

ରାଜଧାନୀରେ ୧୯ ଦିନର ଶିଶୁକୁ ୧୦ହଜାର ଟଙ୍କାରେ ବିକ୍ରି ଅଭିଯୋଗ, ପୋଲିସର ତନାଘନା

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଖଣ୍ଡଗିରି ଥାନା ଭରତପୁରରେ ଜଣେ ଶିଶୁକୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ଅଭାବ ଅନଟନରୁ ଶ୍ରମିକ ଶ୍ରେଣୀୟ ଦମ୍ପତି ତାଙ୍କର ୧୯ ଦିନର ଶିଶୁପୁତ୍ରକୁ ଦଶ ହଜାର ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଏ ନେଇ ସିଡବ୍ଲୁସିଠାରୁ ଖବର…

ବିବାହିତ ମହିଳାଙ୍କୁ ଗଣବଳାତ୍କାର: ବ୍ରାହ୍ମଣୀତରଙ୍ଗ ଥାନାରେ ମାମଲା ରୁଜୁ

ବେଦବ୍ୟାସ,୨୬।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅଧୀନ କଲୁଙ୍ଗା ଫାଣ୍ଡି ଅନ୍ତର୍ଗତ ଗୁଟିଦରହ ଏକ କ୍ରସର ପରିସରରେ ଗତ ରବିବାର ରାତିରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର ହୋଇଥିବା ବୁଧବାର ଲିଖିତ ଅଭିଯୋଗ ହୋଇଛି। ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ପ୍ରାଥମିକ ତଦନ୍ତ…

ଗୋଟିଏ ଘରୁ ୩ ମୃତଦେହ ଉଦ୍ଧାର: ସ୍ତ୍ରୀ, ଝିଅଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଛତ୍ରପୁର, ୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପାଲିଆ ଛତ୍ରପୁର ମଝି ସାହିରେ ବୁଧବାର ଏକ ଦୁଃଖଦ ଘଟଣା ଘଟିିଛି। ଗୋଟିଏ ଘରୁ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ହେଲେ ବୃନ୍ଦାବନ ବେହେରା ସ୍ତ୍ରୀ ଉର୍ମିଳା ଓ…

ଅବକାରୀ ଚଢ଼ାଉ, ଦୁଇ ଗିରଫ

ବାଲିକୁଦା,୨୬।୨(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୩ ଲିଟର ଦେଶୀ ଓ ବିଦେଶୀ ମଦ ଜବତ କରାଯାଇଛି। ଏଥିସହିତ ଦୁଇ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଦୁଇଟି ମାମଲା…

ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ରାଧାମୋହନ କଲୋନୀର ଅଭିମନ୍ୟୁ ନାୟକଙ୍କୁ ପଥରରେ ଛେଚି ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ଧନେଶ୍ୱର ମଲିକ ମାମଲାର ବିଚାର କରି ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ…

ଚମ୍ପକେଶ୍ୱର ମନ୍ଦିରରୁ ବାସନ ଚୋରି ଘଟଣା: ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

ବଡ଼ବିଲ,୨୫।୨ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣୀ ଥାନା ତଥା ବଡବିଲ ପୌରାଂଚଳ ମାଟକାମବେଡାସ୍ଥିତ ଚମ୍ପକେଶ୍ୱର ମନ୍ଦିରରୁ ବାସନକୁସନ ଚୋରି ମାମଲାର ଜେଏମ୍‌ଏଫ୍‌ସି କୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଏହି ଘଟଣାରେ ବିଚାରାଧୀନ କଏଦୀଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୮୦୦…

ମହିଳା ରୋଷେୟାଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ, ପୁରୁଷ ରୋଷେୟା ଗିରଫ

ଦାରିଙ୍ଗବାଡି,୨୫।୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ରୋଷେୟା(ବିଧବା)ଙ୍କୁ ୩ବର୍ଷ ଧରି ଅସଦାଚରଣ କରିଆସୁଥିବା ଘଟଣାରେ ମଙ୍ଗଳବାର ଦାରିଙ୍ଗବାଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri