ଅପରାଧ

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ରାତି ପ୍ରାୟ ୨ଟା ବେଳେ ୪ ଜଣ ଦୁର୍ବୃତ୍ତ…

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌ ସମେତ…

୨ଲକ୍ଷ ଟଙ୍କାର ଜାଲ୍‌ ଇ-ରେଳ ଟିକେଟ ଜବତ: ଖଡ଼ଗପୁରରୁ ଗିରଫ ହେଲେ ଦଲାଲ

ଭୁବନେଶ୍ୱର,୨୩ା୨(ବ୍ୟୁରେ): ରାଜଧାନୀରେ ଇ-ରେଳ ଟିକେଟ ଜାଲିଆତି ର଼୍ୟାକେଟ। ଇତିମଧ୍ୟରେ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ବିଭିନ୍ନ ସମୟରେ ଚଢ଼ାଉ କରି ବହୁ ଦଲାଲଙ୍କୁ ଗିରଫ କରିବା ସହ ତଦନ୍ତ ଚଳାଇଥିବାବେଳେ ଦେଶର ବିଭିନ୍ନ ସହରରେ ଏପରି ର଼୍ୟାକେଟ ଚାଲିଥିବା ଜାଣିବାକୁ ପାଇଛି।…

ମୁହଁ ଖୋଲିଲେ ଅନୁପଙ୍କ ପରିବାରବର୍ଗ, ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ସୁରକ୍ଷା ମାଗିଲେ

ଝାରସୁଗୁଡା ଅଫିସ, ୨୩ା୨: ଝାରସୁଗୁଡା ଜିଲା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟାକାଣ୍ଡ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ପୋଲିସ ଗିରଫ…

ଅନୁପଙ୍କ ରିମାଣ୍ଡ ଅବଧି ଶେଷ: ସହଯୋଗ ନ କରି ପୋଲିସକୁ ଭୁଆଁ ବୁଲାଇଲେ

ଝାରସୁଗୁଡ଼ା ଅଫିସ,୨୩ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ବବ୍‌ଲି ହତ୍ୟା ଘଟଣାରେ ଛତିଶଗଡ଼ ପୋଲିସ ଏବେ ଚିନ୍ତାରେ ପଡିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ ଟପ୍ପୋ…

ତଳେ ପଟା ଉପରେ ଜାଳେଣି କାଠ: ଜବତ ଟ୍ରାକ୍ଟର ଛାଡିଦେଲା ବନ ବିଭାଗ; ହାତଗୁଞ୍ଜା ଦେଲେ ବଦଳିଯାଉଛି ନିୟମ

ନୟାଗଡ଼ ଅଫିସ,୨୩ା୨: ଶୁକ୍ରବାର ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ତଲାରିବନ୍ଧ ଅଞ୍ଚଳରୁ ବନ ବିଭାଗ ଜବତ କରିଥିଲା ଏକ ଜାଳେଣି କାଠ ବୋଝେଇ ଟ୍ରାକ୍ଟର। ଜବତ ପରେ ଏଥିରେ ତଳେ ପଟା ଉପରେ ଜାଳେଣି କାଠ ଥିବା ଜଣାପଡିଥିଲା। ହେଲେ ବନବିଭାଗ…

ଆବାସ ଯୋଜନା ଟଙ୍କା ପାଇଁ ବଚସା: ପୁଅ ଠେଙ୍ଗା ମାଡ଼ରେ ବାପା ମୃତ

ବାରିପଦା ଅଫିସ,୨୨।୨: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଧୀନ ଡୋଭାଗାଁ ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ପୁଅ ଠେଙ୍ଗା ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପାଳ ନାଏକ (୫୫)।…

ଜାଗର ମେଳା ବୁଲି ଫେରିବା ବେଳେ ମହିଳାଙ୍କୁ ବଳାତ୍କାର

ଭଣ୍ଡାରିପୋଖରୀ,୨୨।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ରହଣିଆ ପଞ୍ଚାୟତ ଆକୁଳିକଣା ଗ୍ରାମ ଡିହସାହିସ୍ଥିତ ହନୁମାନ ମନ୍ଦିର ନିକଟରେ ଥିବା ଏକ ପରିତ୍ୟକ୍ତ ଘରେ ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ସ୍ଥାନୀୟ ବାରୁମେଶ୍ୱର ଜାଗର ମେଳା…

ଇଞ୍ଜିନିୟରଙ୍କଠାରୁ ଲୁଟ୍‌ ବାଇକ୍‌, ମୋବାଇଲ ଜବତ

ଭୁବନେଶ୍ୱର,୨୧।୨(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଭୋଟପଡା ଅଞ୍ଚଳରେ ରାତିରେ କାମ ସାରି ଘରକୁ ଫେରୁଥିବା ଜଣେ ଇଞ୍ଜିନିୟରଙ୍କ ବାଇକ୍‌ ଓ ମୋବାଇଲ ଲୁଟପାଟ କରିଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା…

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ମରାଠା ଗ୍ୟାଙ୍ଗର ସମ୍ପୃକ୍ତି ଥିବା ସନ୍ଦେହ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ହମିରପୁର ଜଙ୍ଗଲରେ କଳ୍ପନା ଦାଶ ଓ ଝିଅ ବବ୍‌ଲି ହତ୍ୟା ଘଟଣାରେ ଏବେ ଛତିଶଗଡ଼ ପୋଲିସ ଅଡୁଆରେ ପଡିଛି। ଅଭିଯୁକ୍ତ ଅନୁପ ଏବଂ ଡ୍ରାଇଭର ବର୍ଦ୍ଧନଙ୍କୁ କୋର୍ଟରେ ଦୋଷୀ ସାବ୍ୟସ୍ତ କରିବା ପାଇଁ…

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଖଜୁରିପଦା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ସ୍ବାଇଁ…

୫୪ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୨୧।୨(ବ୍ୟୁରେ)- ରାଜଧାନୀରେ ବ୍ରାଉନସୁଗାର କାରବାରରେ ରୋକ ଲଗାଇବା ନେଇ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଜାରି ରହିଛି। ବୁଧବାର କମିଶନରେଟ ପୋଲିସର ଡ୍ରଗ ଟାକ୍ସ ଫୋର୍ସ (ଡିଟିଏଫ୍‌) ଏବଂ ତମାଣ୍ଡୋ ପୋଲିସ ମିଳିତ ଭାବେ କଳିଙ୍ଗ ନଗରରେ ଚଢ଼ାଉ କରି ବ୍ରାଉନସୁଗାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri