ଅପରାଧ

ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ନୟାଗଡ଼ ଅଫିସ,୧୯ା୯: ନୟାଗଡ଼ ସଦର ଥାନା ବାଲୁଗାଁ ସଅର ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ କାଳିଆ ନାୟକ(୪୫)ଙ୍କ ଭାଇ ଏପରି ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ…

ସ୍ତ୍ରୀଙ୍କୁ ଫୋନ୍‌ କରି ସ୍ବାମୀ କହିଲେ ମୁଁ କରୋନା ପଜିଟିଭ୍‌, ଆଉ ବଞ୍ଚିବିନି; ତା’ ପରେ…

ମହାରାଷ୍ଟ୍ର,୧୯ା୯: ନାଭି ମୁମ୍ବାଇ ବଶୀର ଜଣେ ୨୮ ବର୍ଷୀୟ ବିବାହିତ ଯୁବକ ଗତ ଜୁଲାଇ ୨୪ ରାତିରେ ସ୍ତ୍ରୀଙ୍କୁ ଫୋନ୍‌ କରି କହିଲେ ‘ମୋର ରିପୋର୍ଟ କରୋନା ପଜିଟିଭ୍‌ ଆସିଛି, ମୁଁ ଆଉ ବଞ୍ଚିବିନି’। ସ୍ତ୍ରୀ କିଛି ବୁଝିବା ଆଗରୁ ସ୍ବାମୀଙ୍କ…

ବାଇକ୍‌ ଚୋର ର଼୍ୟାକେଟ ପଡ଼ିଲା ଧରା, ୧୬ ବାଇକ୍‌ ଜବତ; ୫ ଗିରଫ

ଜୟପୁର,୧୮ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଟାଉନ ଥାନା ପକ୍ଷରୁ ଏକ ବଡ଼ ବାଇକ ଚୋରି ର଼୍ୟାକେଟ ପର୍ଦ୍ଦାଫାଶ ହୋଇଛି। ଏହି ମାମଲାରେ ୫ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ୧୬ଟି ବାଇକ୍‌ ଜବତ କରାଯାଇଛି। ଏହି ବାଇକ୍‌ଗୁଡ଼ିକ ନବରଙ୍ଗପୁର ଜିଲା…

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ ଭାଇ ବାଲେଶ୍ୱରର ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ଆଣନ୍ତି। ପରେ ଦୁଇଜଣ ମିଶି କଟକରେ ଏହାକୁ…

ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍‌ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ କହିଛି। ପୋଲିସ ସୂଚନାନୁଯାୟୀ, ଆଜି ଭୋର୍‌ରୁ ଭରତପୁର ନିକଟରେ ଏକ ବୋଲେରୋରେ…

ବିବାହିତା ମହିଳାଙ୍କୁ ଧରି ଫେରାର୍‌ ହୋଇ ଯାଇଥିଲେ ଶିକ୍ଷକ; ତାପରେ…

ବାରମେରା, ୧୭।୯: ରାଜସ୍ଥାନର ବାରମେରା ଜିଲାରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ନୁର୍‌ ଅହମ୍ମଦ ନାମକ ଜଣେ ସ୍କୁଲ ଶିକ୍ଷକ ଜଣେ ବିବାହିତା ମହିଳାଙ୍କୁ ଧରି ଫେରାର୍‌ ହୋଇଯାଇଥିଲେ। ଏହାପରେ ମହିଳାଙ୍କ ପରିବାର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଅହମ୍ମଦ ଗୁରୁତର…

ଅନ୍ତଃବସ୍ତ୍ରରେ ଲୁଚାଇ ଆଣୁଥିଲେ ୨ କୋଟିର ସୁନା ବିସ୍କୁଟ୍‌

ଲକ୍ଷ୍ନୌ, ୧୭।୯: ଲକ୍ଷ୍ନୌ କଷ୍ଟମ ବିଭାଗ ଟିମ୍‌ ସ୍ଥାନୀୟ ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ସାଉଦୀ ଆରବରୁ ଆସୁଥିବା ଜଣେ ଯାତ୍ରୀଙ୍କଠାରୁ ୩.୮ କିଲୋଗ୍ରାମର ସୁନା ବିସ୍କୁଟ ଜବତ କରିଛି। ଜବତ ସୁନା ବିସ୍କୁଟର ମୂଲ୍ୟ ୨ କୋଟିରୁ…

ବରଗଡ଼ ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ

ବରଗଡ଼ ଅଫିସ,୧୭ା୯: ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେଲା ଚୋରି, ଲୁଟ୍‌ କରି ଆତଙ୍କ ସୃଷ୍ଟି କରିଥିବା ଏକ ଗ୍ୟାଙ୍ଗକୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଗ୍ୟାଙ୍ଗର ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ,…

ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ କଳିରୁ ଦୁଇ ନାବାଳକ ପୁଅ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଖବର ପାଇ…

ରାତି ଅଧରେ ପ୍ରେମିକ ସହ ଦେଖିବା ପରେ ଝିଅକୁ କୁରାଢ଼ିରେ ହାଣି ହତ୍ୟା କଲା ବାପା

କାନୁପର, ୧୬।୯: ଉତ୍ତର ପ୍ରଦେଶର କାନପୁରରୁ ଏକ ଅନର୍‌ କିଲିଂ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ତାଙ୍କ ଝିଅକୁ ରାତି ଅଧରେ ପ୍ରେମିକ ସହ ଏକାଠି ଥିବାର ଦେଖିବାକୁ ପାଇଥିଲେ। ଏହାପରେ କ୍ରୋଧରେ ଝିଅର ବାପା ଏକ କୁରାଢ଼ି…

୩୦ ସେକେଣ୍ଡରେ ୪୦ ଲକ୍ଷ ଟଙ୍କାର ସୁନା ଚୋରି କରିଥିବା ଗ୍ୟାଙ୍ଗକୁ ଏନ୍‌କାଉଣ୍ଟର

ଆଲିଗଡ଼, ୧୬।୯: ଉତ୍ତର ପ୍ରଦେଶର ଆଲିଗଡ଼ରେ ୫ ଦିନ ତଳେ ଗୋଟିଏ ଅଳଙ୍କାର ଶୋରୁମ୍‌ରୁ ୪୦ ଲକ୍ଷ ଟଙ୍କାର ଗହଣା ଚୋରି କରିନେଇଥିବା ଗ୍ୟାଙ୍ଗକୁ ପୋଲିସ ଏନ୍‌କାଉଣ୍ଟର କରିଛି। ସେକ୍ଟର-୨୦ ଥାନା ପୋଲିସ ଅପରାଧିଙ୍କୁ ଘେରି ଯାଇଥିଲା। ଏହାପରେ ଉଭୟ ପକ୍ଷ…

ବୋହୂଙ୍କୁ ବଳାତ୍କାର ଅଭିଯୋଗ: ଶ୍ୱଶୁର, ଦିଅର ଥାନାରେ ଅଟକ

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁର,ଶାଶୁ, ନଣନ୍ଦ ଏବଂ ଦିଅରଙ୍କ ବିରୋଧରେ କେସ୍‌ ନଂ.୨୦୪/୨୦ ଅନୁଯାୟୀ ମକଦ୍ଦମା ରୁଜୁ କରିଛି। ତେବେ ଶ୍ବଶୁର, ଦିଅରଙ୍କୁ ପୋଲିସ ବୁଧବାର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?