୩ ଟ୍ରେନ୍ ଲୁଟେରା ଗିରଫ
ବାଲେଶ୍ୱର ଅଫିସ,୧୪।୨: ବାଲେଶ୍ୱର ଜଳେଶ୍ୱରରୁ ଖଡ଼ଗପୁର ଆର୍ପିଏଫ୍ ୍ଏସ୍ଟିଏଫ୍ ଦ୍ୱାରା ଶୁକ୍ରବାର ୩ ଟ୍ରେନ୍ ଲୁଟେରା ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୬ଟି ମୋବାଇଲ, ଛୁରି, ଖୁର, ୨ ହଜାର ଟଙ୍କା ସହ ରୁପା ଅଳଙ୍କାର ଜବତ ହୋଇଛି। ସମସ୍ତଙ୍କୁ…
କୂଆଖାଇ ପଠାରେ ବ୍ରାଉନସୁଗାର ବେପାର
ଭୁବନେଶ୍ୱର,୧୪।୨(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଓ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ୍ ପରେ ବ୍ରାଉନସୁଗାର ମାଫିଆମାନେ ସେମାନଙ୍କ କାରବାରର ତରିକା ବଦଳାଇଛନ୍ତି। ପୁରୁଣା ସ୍ଥାନ ଛାଡ଼ି ନୂଆ ନିଛାଟିଆ ସ୍ଥାନରେ ବେପାର ଜମାଇଛନ୍ତି। ବାରମ୍ବାର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ରାଜଧାନୀରେ ଏହି ବେଆଇନ କାରବାରକୁ…
କପଡ଼ା ଯୋଗାଣ ନାଁରେ ୪୭ ଲକ୍ଷ ଠକେଇ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ସୁରଟ ଓ କୋଲକାତାରୁ ନାମୀଦାମୀ କମ୍ପାନୀର କପଡା ଶସ୍ତାରେ ଯୋଗାଇଦେବା ଆଳରେ ୪୭ ଲକ୍ଷ ଟଙ୍କା ଠକେଇ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ସେ ହେଲେ କେନ୍ଦ୍ରାପଡା ଜିଲା ପାଟକୁରା ଅଞ୍ଚଳର ପ୍ରକାଶ…
ସ୍ମିତାରାଣୀ ମୃତ୍ୟୁ ମାମଲା: ହାଇକୋର୍ଟରୁ ଜାମିନ ଆବେଦନ ପ୍ରତ୍ୟାହାର କଲେ ରୂପେଶ
କଟକ ଅଫିସ,୧୩।୨: ଯାଜପୁର ଜିଲା ଧର୍ମଶାଳା ବ୍ଳକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ଗୁରୁବାର କୋର୍ଟରୁ ସେ ଜାମିନ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି। ପୁଣି…
ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା
ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼…
ସିଗାରେଟ୍ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ
ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଯୁବକଙ୍କୁ ନ୍ୟାୟ ପ୍ରଦାନ…
ଅବକାରୀ ବିଭାଗର ଚଢ଼ାଉ: ଦେଶି ମଦ ସହ ୨ ଗିରଫ
ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୫୦୦ ଲିଟର ଦେଶି ମହୁଲି ମଦ ସହ ଏକ ଗାଡ଼ି ଜବତ କରାଯାଇଛି। ଘଟଣାରେ ୨ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ ମଧ୍ୟ କରାଯାଇଥିବା ସୂଚନା ମିଳିଛି। ଅଭିଯୁକ୍ତମାନେ…
ପୁଅ ପିଠିରେ ଗଧ ଲେଖି ନିସ୍ତୁକ ପିଟିଲେ ବାପା: ଗିରଫ କଲା ପୋଲିସ
ତେଲକୋଇ,୧୨।୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଜଣେ ୮ ବର୍ଷର ଶିଶୁପୁତ୍ରକୁ ତାଙ୍କ ବାପା ନିସ୍ତୁକ ପିଟୁଥିଲେ। ଏଥିଯୋଗୁ ପିଲାଟି ଉଲଗ୍ନ ଅବସ୍ଥାରେ ଲହୁଲୁହାଣ ହୋଇ ଦୌଡ଼ୁଥିଲେ ମଧ୍ୟ ବାପା ତାଙ୍କୁ…
ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ବାନାଇ ଜାକକା। ସ୍ତ୍ରୀଙ୍କ ମୃତ୍ୟୁ ପରେ…
୭୫ କେଜି ଗଞ୍ଜେଇ ଜବତ, ୩ ଆନ୍ତଃ ରାଜ୍ୟ ବ୍ୟବସାୟୀ ଗିରଫ
ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ଟାଉନ ଥାନା ପୋଲିସ ମଙ୍ଗଳବାର ଭୋର ସମୟରେ ଖୋର୍ଦ୍ଧା ରାସ୍ତାର ସତ୍ସଙ୍ଗ ବିହାରଠାରୁ ଏକ କାର ସହ ୭୫ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ପଶ୍ଚିମବଙ୍ଗ ନଦିଆ ଜିଲା ହରିଆର୍ଟ ଥାନା ନଗଡ଼…
ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଦୁଧିଆଖାଳି ଗାଁରେ। ମୃତ ପ୍ରେମିକ ହେଲେ ପ୍ରଶାନ୍ତ ଦାସ । ସୂଚନାଯୋଗ୍ୟ,…
ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ
ଯୋଡ଼ା,୧୦।୨(ଡି.ଏନ୍.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ ଟାଟା ସଫାରି, ମାରଣାସ୍ତ୍ର ଜବତ କରିଛି। ଗିରଫ ବ୍ୟକ୍ତି ହେଲେ ଯୋଡା ଅଞ୍ଚଳର ବିନ୍ଦାସ୍…
Archives


