ଅପରାଧ

ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସଦସ୍ୟ ଗୁରୁତର ଅଛନ୍ତି। ଅଗଷ୍ଟ ୧୯ ତାରିଖରେ ପଠାନକୋଟର ଧରିୟାଲ ଗ୍ରାମରେ ଏହି ଅଘଟଣ…

ଭିଜିଲାନ୍ସ ଜାଲରେ କୋଟିପତି ଜିଆର୍‌ଏସ୍‌

ପୁରୀ ଅଫିସ,୨୮।୮: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଗ୍ରାମ ରୋଜଗାର ସେବକ (ଜିଆରଏସ୍‌)। ପୁରୀ ଜିଲା ଗୋପ ବ୍ଲକ ଛଇତନା ପଞ୍ଚାୟତର ଜିଆରଏସ୍‌ ଗୋବିନ୍ଦ ଚନ୍ଦ୍ର ପରିଡ଼ାଙ୍କ ନଁାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ତେଣୁ ଭିଜିଲାନ୍ସ ଭୁବନେଶ୍ୱର…

ଚୁଟି କାଟିବାକୁ ଯାଇଥିବା ମନ୍ତ୍ରୀଙ୍କ ଭଣଜାର ଶବ ଉଦ୍ଧାର

ଶିବପୁରୀ, ୨୭।୮: ମଧ୍ୟପ୍ରଦେଶର ଶିବପୁରୀ ଅଞ୍ଚଳରୁ ଏକ ସମ୍ବେଦନଶୀଳ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ଶିବପୁରୀ ପୋହରୀ ଅଞ୍ଚଳର ଏକ ପୋଲ ନିକଟରୁ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକଜଣଙ୍କ ମଧ୍ୟପ୍ରଦେଶ ଲୋକ ନିର୍ମାଣ ବିଭାଗ ମନ୍ତ୍ରୀ…

୧୧ ଦିନର ପୂଜା ପରେ ବ୍ରାହ୍ମଣଙ୍କୁ ଦକ୍ଷିଣା ରୂପରେ ମିଳିଲା ୯ ଲକ୍ଷ ଟଙ୍କାର ନକଲି ନୋଟ୍‌

ସୀତାପୁର, ୨୭।୮- ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଚକିିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ୪୦ ଜଣ ବ୍ରାହ୍ମଣ ୧୧ ଦିନ ଧରି ଘରେ ପୂଜାପାଠ କରିବା ପରେ ଜଣେ ବ୍ୟକ୍ତି ତାଙ୍କୁ ଦକ୍ଷିଣା ବାବଦକୁ ୯ ଲକ୍ଷ ଟଙ୍କାର…

ବ୍ୟାଙ୍କ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର ଟଙ୍କା

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ସୋଇପୁର ଗ୍ରାମରୁ ବନ୍ଧନ ବ୍ୟାଙ୍କର ଦୁଇ କର୍ମଚାରୀ ଋଣ ନେଇ ଥିବା ୩ଟି ସ୍ବୟଂ ସହାୟକ ଗୋଷ୍ଠୀଙ୍କଠାରୁ ପ୍ରାୟ ୫୦ ହଜାର ଟଙ୍କା ଆଦାୟ କରି ଗୁରୁବାର ପୂର୍ବାହ୍ନରେ ଫେରୁଥିଲେ। ସୋଇପୁର…

ଘରେ ପଶି ମହିଳାଙ୍କଠାରୁ ହାର ଲୁଟ୍‌ ଘଟଣା: ୨ ଗିରଫ, ହାର ଜବତ

ବ୍ରହ୍ମପୁର ଅଫିସ,୨୭ା୮: ଘରେ ପଶି ଜଣେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌ ଘଟଣାରେ ବଡ଼ ବଜାର ଥାନା ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରାମୁଖୀ ସାହିର ଦୁର୍ଦ୍ଦାନ୍ତ ଅପରାଧୀ ଶିବ ପଟ୍ଟନାୟକ ଓ ମାର୍ଥାସାହିର ନରସିଂହ…

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲାର ଜଳେଶ୍ବରରେ ପୁଣି ଧଳା ଜହର କାରବାରରେ ଏସ୍‌ଟିଏଫ୍‌ ଟିମ ଜଣକୁ ଗିରଫ କରିବା ସହିତ ୮୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି । ଏସ୍‌ଟିଏଫ୍‌ ଟାର୍ଗେଟରେ ଜଳେଶ୍ବରର ଡ୍ରଗ୍ସ ମାଫିଆ। ଗୁରୁବାର ପୂର୍ବାହ୍ନରେ ଏସ୍‌ଟିଏଫ୍‌ର…

ବ୍ରହ୍ମପୁରରୁ ଆନ୍ଧ୍ରକୁ ରୁପା ଇଟା ଚାଲାଣ: ୧୮ ଲକ୍ଷ ଟଙ୍କାର ଇଟା ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୨୭ା୮: ଓଡ଼ିଶାରୁ ଆନ୍ଧ୍ରକୁ ରୁପାଇଟା ଚାଲାଣ ବେଳେ ଇଚ୍ଛାପୁର ପୋଲିସ ହାତରେ ଧରାପଡ଼ିଛନ୍ତି ଚାଲାଣକାରୀ। ପୋଲିସ ୩ଜଣ ଚାଲାଣକାରୀଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ୬୧କେଜି ରୁପାଇଟା ଜବତ କରିଥିବା ଜଣାପଡ଼ିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୮…

ସ୍ତ୍ରୀଙ୍କୁ ଗୁଳି କରି ପରେ ଆତ୍ମହତ୍ୟା କଲେ ସ୍ବାମୀ

ଲକ୍ଷ୍ନୌ, ୨୬।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ପ୍ରଥମେ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରିବା ପରେ ନିଜକୁ ଗୁଳିମାରି ଆତ୍ମହତ୍ୟା କରିଛନ୍ତି। ତେବେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ…

ଘରେ ଏକୁଟିଆ ଦେଖି ବିଦେଶୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲେ ନକଲି ସାଧୁ: ଘଟିଲା ଏଭଳି କିଛି…

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀ: ଆଧ୍ୟାତ୍ମିକ ଯାତ୍ରାରେ ଆମେରିକାରୁ ତାମିଲନାଡୁ ଆସିଥିବା ଜଣେ ମହିଳା ତାଙ୍କୁ ବଳାତ୍କାର କରିବାକୁ ଚେଷ୍ଟା କରୁଥିବା ଜଣେ ବ୍ୟକ୍ତିଙ୍କୁ ମାଡ ମାରି ଏବେ ଚର୍ଚ୍ଚାରେ। ମହିଳାଜଣଙ୍କ ମାର୍ଶଲ ଆର୍ଟରେ ତାଲିମ ନେଇଥିଲେ। ଫଳରେ ବ୍ୟକ୍ତିଜଣଙ୍କ ମହିଳାଙ୍କୁ ବଳାତ୍କାର କରିବାକୁ…

ସୁଇସାଇଡ ନୋଟ୍‌ ଲେଖି ନାବାଳକଙ୍କ ଆତ୍ମହତ୍ୟା

ଚୌଦ୍ୱାର,୨୬ା୮(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ କପାଳେଶ୍ୱର ନୂଆସାହିରୁ ଜଣେ ନାବାଳକର ଝୁଲନ୍ତା ମୃତଦେହକୁ ଚୌଦ୍ୱାର ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି । ସେ ହେଲେ ପାରସନାଥ ସିଂହଙ୍କ ପୁଅ ସରୋଜ(୧୬)। ପ୍ରକାଶ ଯେ, ସରୋଜ…

ଧରାପଡ଼ିଲା ବାଇକ୍‌, ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀରେ ଏକ ବାଇକ ଏବଂ ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ୍‌ କରିଛି ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌। ଏହି ଗ୍ୟାଙ୍ଗ୍‌ର ୨ଜଣ ଲୁଟେରାଙ୍କ ସମେତ ୨ଜଣ ରିସିଭର୍‌ଙ୍କୁ ଗିରଫ କରାଯାଇଛି। ଗିରଫ ଲୁଟେରା ଦ୍ୱୟ ହେଲେ କଟକ ବାଙ୍କୀର ସୁଶାନ୍ତ ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?