ଅପରାଧ

ଚାଲାଣ ହେବା ପୂର୍ବରୁ ଖସିଆସିଲେ ନାବାଳିକା, ବାପା-ଭାଇଙ୍କ ନାମରେ ଆଣିଲେ ଏମିତି ଅଭିଯୋଗ

ଦେବଗଡ଼,୧୬ା୬(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସଇଡ଼ା ପଞ୍ଚାୟତର ଶରଣକୋଟ ଗ୍ରାମରେ ଚାଲାଣ ହେବା ପୂର୍ବରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏକ ୧୫ ବର୍ଷର ନାବାଳିକା। ସରୁଆଳି ପଞ୍ଚାୟତର ଖୁଣ୍ଟା ଗ୍ରାମରୁ କିଛି ଯୁବକ ଶରଣକୋଟ ଗ୍ରାମକୁ ଏକ ବୋଲେରୋ...

ଗର୍ଭବତୀ ଥିବା ସତ୍ତ୍ୱେ ଯୌତୁକ ପାଇଁ ମୋନାଲିସାଙ୍କୁ ହତ୍ୟା, ଅଭିଯୋଗ ପରେ ବନ୍ଧା ହେଲେ ସ୍ବାମୀ

ତିହିଡ,୧୫।୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା ଅଧୀନ ତାଳପଦା ଗ୍ରାମରେ ଶନିବାର ରାତିରେ ମୋନାଲିସା ଜେନା (୨୬)ନାମ୍ନୀ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି l ତିହିଡି଼ ପୋଲିସ ଏହି ଘଟଣାରେ ଏକ ମକଦ୍ଦମା...

ହୁଇଲ୍‌ ଚେୟାରରେ ଥିବା ଦିବ୍ୟାଙ୍ଗ ଯୁୁବତୀଙ୍କୁ ବଳାତ୍କାର: ଧାନବିଲରୁ ଅଭିଯୁକ୍ତ ବାନ୍ଧିଲା ପୋଲିସ…

ବଳଙ୍ଗା,୧୪ା୬(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ୧୨ଦିନ ତଳେ ଏକ ବଳାତ୍କାର ଘଟଣା ଘଟିଥିବାବେଳେ ଶୁକ୍ରବାର ରାତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ...

ରଜପର୍ବରେ ଅଘଟଣ: ଶାଶୁ-ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ବ୍ୟକ୍ତି

ଆନନ୍ଦପୁର,୧୪ା୬: କେନ୍ଦୁଝର ଜିଲା ଆନନ୍ଦପୁରରେ ରଜ ପର୍ବରେ ଅଘଟଣ ଘଟିଛି। ଶାଶୁ ଏବଂ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଜଣେ ବ୍ୟକ୍ତି। ସୋସୋ ଥାନା ବାଲିବରେଇ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଉଭୟେ ମହିଳା ଗୁରୁତର ଅବସ୍ଥାରେ ଆନନ୍ଦପୁରରୁ...

ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା

ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ ବାରଣ କରିବାରୁ ଯେଉଁ ହାତରେ ସିନ୍ଦୂର ଦେଇଥିଲେ ସେହି ହାତରେ ସ୍ତ୍ରୀଙ୍କ...

ଜନଗହଳିପୂର୍ଣ୍ଣ ପଡ଼ିଆରେ ପଡ଼ିଛି ଅର୍ଦ୍ଧଦଗ୍ଧ ମୃତଦେହ

ରାଉରକେଲା,୧୨ା୬(ସଙ୍ଗୀତା ଜେନା): ସେକ୍ଟର ୧୫ଥାନା ଅନ୍ତର୍ଗତ ସେକ୍ଟର ୭/୧୭ଛକ ପଛରେ ଗୁରୁବାର ପୂର୍ବାହ୍ନରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖାଯାଇଥିଲା। ଏହାର ସୂଚନା ପାଇ ପୋଲିସ ଓ ଫରେନ୍‌ସିକ୍‌ ଟିମ୍‌ ପହଞ୍ଚି ମୃତଦେହ ଜବତ କରିବା ସହ...

ମ୍ୟାନେଜରଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୭ ଲକ୍ଷରୁ ଅଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ,୧୨ା୬: ଭଦ୍ରକରେ ବନ୍ଧୁକ ମୁନ୍‌ରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି। ତିହିଡ଼ି ବଜାରସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍‌ରେ ଲୁଟ୍‌ ହୋଇଛି। ବ୍ୟାଙ୍କ ମ୍ୟାନେଜରଙ୍କ ମୁଣ୍ଡରେ ବନ୍ଧୁକ ରଖି ୪ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ୭...

ବ୍ୟାଙ୍କରେ ଆତଙ୍କ ଖେଳାଇ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା ଲୁଟିନେଲେ ଡକାୟତ

ଯୋଡ଼ା,୧୨ା୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା...

ଘରେ କେହି ନ ଥିବାବେଳେ ଲୁଟୁଥିଲେ ଲୁଟେରା, ହଠାତ୍‌ ଗୃହକର୍ତ୍ତା ପହଞ୍ଚିଯିବାରୁ…

ଜଳେଶ୍ୱର,୧୨ା୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧିନସ୍ଥ ମ୍ୟୁନିସିପାଲିଟିରେ ଘରେ କେହି ନ ଥିବାବେଳେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଏହି ସମୟରେ ଗୃହକର୍ତ୍ତା ପହଞ୍ଚିଯିବାରୁ ଜଣେ ଲୁଟେରା ତାଙ୍କୁ ଆକ୍ରମଣ କରିଛନ୍ତି। ଅନ୍ନପୂର୍ଣ୍ଣା ରାଇସ୍‌ ମିଲର...

ଜୁନିୟର ଖଣି ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗୋଡ଼େଇ ମାରିଲେ

ବାଲେଶର,୧୦।୬(ବାଞ୍ଛାନିଧି ଦେ): ପୁଣି ବାଲି ମାଫିଆଙ୍କ ଆତଙ୍କରାଜ। ବାଲି ମାଫିଆଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଜୁନିୟର ଖଣି ଅଧିକାରୀ । ବେଆଇନ ବାଲି ଚୋରା ଚାଲାଣ ରୋକିବାକୁ ଯାଇଥିଲେ ଖଣି ବିଭାଗର ଏକଟିମ୍‌। ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗଡ଼େଇ...

ବାଇକ୍‌ରେ ଘରକୁ ଫେରୁଥିବାବେଳେ ପୂର୍ବତନ ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ

ବାସୁଦେବପୁର,୯ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଞ୍ଚାୟତର ପୂର୍ବତନ ସରପଞ୍ଚ ଗିରିଶ ଚନ୍ଦ୍ର ସାମଲଙ୍କୁ କିଛି ବ୍ୟକ୍ତି ଛୁରି ଓ ରଡ୍‌ରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ସାମଲ ନିଜ ଘର ନନ୍ଦପୁରରୁ ବାଇକ୍‌ ଯୋଗେ ରବିବାର ସନ୍ଧ୍ୟାରେ...

ପରକୀୟା ପ୍ରୀତିରୁ ସ୍ତ୍ରୀଙ୍କ ଗଳାକାଟି ହତ୍ୟା କଲେ ସ୍ବାମୀ

ଗଜପତି,୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସେରଙ୍ଗ ଥାନା ଅନ୍ତର୍ଗତ ଗାଇବା ଗାଁର ଜଣେ ମହିଳାଙ୍କ ଗଳାକାଟି ହତ୍ୟା କରିଛି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ ମହିଳା ଜଣଙ୍କ ହେଲେ ମୋନିକା ପାଇକ। ଘଟଣାସ୍ଥଳରୁ ସ୍ବାମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri