ଅପରାଧ

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ ଶେଷରେ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ବାଲେଶ୍ୱର ଜିଲା ଖଇରା ଥାନା ଓସ୍ତପାଳ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ବିଦେଶୀ ମଦ ବୋତଲ, ବିଷ ମିଶା ସ୍ପ୍ରାଇଟ ବୋତଲ, ଚପଲ,…

ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ (ଜେଜେବି)ରେ ହାଜର ପରେ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ବ୍ରହ୍ମପୁରର…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି ପ୍ରାୟ ୮ଟାରେ କଜଳନ୍ଧ ଗାଁର କୈଳାସ ମଲିକ(୨୭)ଙ୍କୁ ହତ୍ୟା କରାଯାଇଛି। ସାଙ୍ଗମାନେ କୈଳାସଙ୍କୁ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ ପୁରୁଷବନ୍ଧୁ ଭୀମସେନ ପ୍ରସାଦ ଟୁଡୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ୮ ତାରିଖରେ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିଦେବାକୁ ଉଦ୍ୟମ କରିଛି। ଏହି ସଂଘାତିକ ଆକ୍ରମଣରେ ଶାଶୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ ନିକଟରୁ ୪ଟି ଚୋରି ହୋଇଥିବା ବାଇକ୍‌ ଜବତ କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଦୀର୍ଘଦିନ…

ଦାରିଙ୍ଗବାଡ଼ିରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ, ୩ ଜଣଙ୍କୁ ଧରି…

ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ କର୍ନାଟକ ରାଜ୍ୟ ବେଙ୍ଗାଲୁରୁକୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ। ୨୩ କେଜି ଗଞ୍ଜେଇକୁ ପୋଲିସ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି…

ଧଉଳିରେ ଲଜ୍ଜା, ହଷ୍ଟେଲରୁ ନେଇ ହୋଟେଲରେ ବଳାତ୍କାର କଲେ ପୁରୁଷବନ୍ଧୁ!

ଭୁବନେଶ୍ୱର,୮।୬: ପୁଣି ରାଜଧାନୀରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଧଉଳି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ,…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ କରିଛି। ସୋମବାର ସକାଳେ ଜୁଆ ମାମଲା ସହିତ ଜଡ଼ିତ ସେକ୍ଟର -୧୫ ପୋଲିସ…

ପୁରୁଣା ଓ୍ବାରେଣ୍ଟିଙ୍କୁ ଧରିବାକୁ ଯାଇ ମଦଭାଟି ଠାବକଲା ପୋଲିସ

ରାଇକିଆ,୮ା୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ବିଭିନ୍ନ ମାମଲାରେ ସଂପୃକ୍ତ ଥିବା ୧୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଏ.ସ୍ବର୍ଣ୍ଣଲତା ପାତ୍ରଙ୍କ ନେତୃତ୍ୱରେ ଟିମ ବାହାରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଆଳୁ ଖୋଳୁଖୋଳୁ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ ତାଙ୍କ ଲାଇସେନ୍ସପ୍ରାପ୍ତ ପିସ୍ତଲରୁ ଉଭୟଙ୍କୁ ଗୁଳି କରିଥିଲେ । ପୋଲିସ କହିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?