ପାଗଳ ପୁଅଙ୍କ ଆକ୍ରମଣରେ ବାପା ମୃତ, ମା’ ଗୁରୁତର
ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅଗାଧୁ ନାୟକ(୫୦)। ସେହିଭଳି ଲକ୍ଷ୍ମୀ ନାୟକଙ୍କୁ ଗୁରୁତର…
ଏସ୍ସିବି ଆଇସିୟୁରୁ ହ୍ୟାଣ୍ଡକଫ୍ ଅବସ୍ଥାରେ ଅଭିଯୁକ୍ତ ଚମ୍ପଟ୍
କଟକ ଅଫିସ,୧୧।୧: ଏସ୍ସିବି ଆଇସିୟୁରୁ ହ୍ୟାଣ୍ଡକଫ୍ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ। ଆଲୋକଙ୍କୁ ଏକ ଚୋରି ମାମଲାରେ ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା ପୋଲିସ ଗିରଫ…
୨.୫ କିଲୋ ଗଞ୍ଜେଇ ସହ ବାଇକ୍ ଜବତ
ସଜନାଗଡ଼,୧୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କାଂଶ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ନୀଳଗିରି ପୋଲିସ୍ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। କାଂଶ ଅଞ୍ଚଳ ମହାପାତ୍ରସାହି ଗ୍ରାମର ରବୀନ୍ଦ୍ର କୁମାର ମହାପାତ୍ର ନିଜ ବାଇକ୍ (ନଂ. ଓଡ଼ି୦୧ଏଇ-୮୮୦୭)ରେ…
କଫସିରପ ମାଷ୍ଟରମାଇଣ୍ଡ ସାନ ନେଗୀ, ଦୁଇ ସହଯୋଗୀ କୋର୍ଟ ଚାଲାଣ
ବଲାଙ୍ଗୀର ଅଫିସ, ୧୦।୧- କଫସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଏବଂ ଫାରୁକ ଖାନଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏହି ତିନି ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ବରଠାରୁ ଗିରଫ…
ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍ ବ୍ରାଉନସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର ବ୍ୟବସାୟୀ…
ଦୁଇ ସହଯୋଗୀଙ୍କ ସହ କଫ୍ସିରପ୍ ମାଷ୍ଟରମାଇଣ୍ଡ ସାନ ନେଗୀ ଗିରଫ
ବଲାଙ୍ଗୀର ଅଫିସ, ୯।୧- କଫ୍ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ ବଲାଙ୍ଗୀର ଅଣାଯାଇ ଏକ ଗୁପ୍ତ ସ୍ଥାନରେ ପଚରାଉଚୁରା କରାଯାଉଥିବା…
ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍: ଚଳନ୍ତା ବାଇକ୍ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର
ଦିଗପହଣ୍ଡି,୯।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା ଦୁର୍ବୃତ୍ତ ଚଳନ୍ତା ବାଇକ୍ରୁ ମହିଳାଙ୍କ ବ୍ୟାଗ୍ ଟାଣି ଦେବାରୁ ସେ ଗୁରୁତର ଆହତ ହୋଇଛନ୍ତି।…
୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଜଳେଶ୍ୱର,୯।୧(ଡି.ଏନ୍.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ…
ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ
ମାଲକାନଗିରି,୯।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଦାମୋଦର ଓରଫ ବାଲେମ ନାରାୟଣ ସ୍ବାମୀ ଓ ସ୍ତ୍ରୀ ଫୁଲବତୀ। ଦାମୋଦର…
ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ
ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।…
ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି କାଟି…
ବିଦ୍ୟୁତ୍ ବିଭାଗ ଯନ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଜେଲ୍ ଗଲେ ପୁଅ, ବାପା ଫେରାର
ରୂପ୍ସା, ୭।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ହଳଦୀପାଳ ବଜାରରେ ସୋମବାର ବିଦ୍ୟୁତ୍ ବିଭାଗ ଜେଇ ଗୌରୀଶଙ୍କର ବାଗଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ରାମକୃଷ୍ଣ ଦାସଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୩/୨୦) ରୁଜୁ…
Archives


