ଅପରାଧ

ଆସିକାରୁ ବ୍ରହ୍ମପୁର ଚାଲାଣ ବେଳେ ୨ ବସ୍ତା ଗଞ୍ଜେଇ ଜବତ: ୩ କୋର୍ଟଚାଲାଣ

ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ କରିଥିଲା। ଅଟୋରେ ଥିବା ୨ ବସ୍ତା ଚୋରା ଗଞ୍ଜେଇ ଜବତ କରିଛି। ଏହି…

ଲ୍ୟାପ୍‌ଟପ୍‌ ବ୍ୟାଗ୍‌ରେ ଧଳା ଜହର କାରବାର: ୨.୭୦ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୨ଇଞ୍ଜିନିୟରିଂ ଛାତ୍ର ଗିରଫ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଧଳା ଜହର କାରବାରରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ର। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ବାଲେଶ୍ୱର ଜିଲା ମିତ୍ରପୁର ଅଞ୍ଚଳରେ ଚଢ଼ାଉ କରି ୨ କୋଟି ୭୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିବା ସହ ଦୁଇଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ…

ଜମିବାଡ଼ିକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା : ୪ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜମିବାଡ଼ିକୁ କେନ୍ଦ୍ରକରି ପ୍ରଥମେ ଗଣ୍ଡଗୋଳ ପରେ ମରଣାନ୍ତକ ଆକ୍ରମଣ ସହ ଜାତିଆଣ ଆକ୍ଷେପକୁ ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ କେସ୍‌ ନଂ. ୭୬/୧୯ରେ ଏକ ମାମଲା ରୁଜୁ କରି ଘଟଣାର…

୫ଟଙ୍କା ନେଲା ସାଙ୍ଗ ଜୀବନ

କଣିହାଁ, ୧୯।୩(ଡି.ଏନ.ଏ.) ତାଳଚେର ବ୍ଲକ କଣିହାଁ ଥାନା ଅଧୀନ କୁମୁଣ୍ଡା ପଞ୍ଚାୟତ ଚିତ୍ତଲପୁର ଗ୍ରାମରେ ମଙ୍ଗଳବାର ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ବନ୍ଧୁଙ୍କ ପଥର ମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ହେଲେ…

୨.୮୦ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ସଜନାଗଡ଼/ଜଳେଶ୍ୱର,୧୯।୩(ଡି.ଏନ.ଏ./ସ୍ବ.ପ୍ର.)-ବାରମ୍ବାର ଧରପଗଡ ସତ୍ତ୍ୱେ ବାଲେଶ୍ୱର ଜିଲାରେ ବ୍ରାଉନ ସୁଗାର ଚୋରା କାରବାର ଥମିବାର ନାଁ ଧରୁ ନାହିଁ । ଭୁବନେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ୍‌) ବୁଧବାର ପ୍ରତ୍ୟୁଷରେ ନୀଳଗିରି ଥାନା ମିତ୍ରପୁର ଅଞ୍ଚଳରେ ଚଢାଉ କରି ଅଢେଇ କେଜିରୁ…

ଘରେ ଶୋଇଥିବା ବେଳେ ବ୍ୟକ୍ତିଙ୍କୁ ହତ୍ୟା, ପୋଲିସ କରୁଛି ଛାନଭିନ୍‌

ମୁନିଗୁଡ଼ା,୧୮।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଅମ୍ବାଦଳା ଥାନା କାଞ୍ଚନଭଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ରାତିରେ ସୁନ୍ଦରଫୁଲ ଗୌଡ଼(୪୬) ତାଙ୍କ ଘରେ ଶୋଇଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ଜଣାପଡିଛି। ସୁନ୍ଦରଫୁଲଙ୍କ ପାଟି ଶୁଣି ପରିବାର ଲୋକେ ଆସି…

ନବବିବାହିତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର

ପଦ୍ମପୁର, ୧୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ରାଉତ ସାହିର ଜଣେ ନବ ବିବାହିତ ଯୁବକଙ୍କର ବୁଧବାର ସକାଳେ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରାଜେନ୍ଦ୍ର ବେହେରା(୨୮)। ପ୍ରକାଶ ଯେ, ଗତ ୧୩ ତାରିଖରେ ରାଜେନ୍ଦ୍ର…

କିରୋସିନ ଢ଼ାଳି ସ୍ତ୍ରୀଙ୍କୁ ପୋଡ଼ି ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୭।୩-ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାସ କୁମାର ବିହାରୀ ତାଙ୍କ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହ ୧ଲକ୍ଷ ଟଙ୍କା ଜରିମାନା ଦେବା ଲାଗି ନିର୍ଦ୍ଦେଶ…

ମୋବାଇଲ୍‌ ଟ୍ରାକିଂ କରି ୭ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କଲା ତୁରୁମୁଙ୍ଗା ପୋଲିସ

ପାଟଣା,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ୭ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଲୁଟେରାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ଚମ୍ପୁଆ ଏସ୍‌ଡିପିଓ ହରିହର ପାଣି ଓ ଥାନାଧିକାରୀ ବାରେନ୍ଦ୍ର ଶିଆଲ ଏକ ଖବର ଦାତା ସମ୍ମିଳନୀରେ ଏ…

ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍‌ ସହ ୨୦ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍‌କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝୀ ସୁଚନା ଦେଇଛନ୍ତି ।…

ନାବାଳିକାଙ୍କୁ ପ୍ରେମ ମହଙ୍ଗା ପଡ଼ିଲା:ଜେଲ ଗଲେ ୩ ଯୁବକ

ବିଞ୍ଝାରପୁର,୧୫।୩(ଡିଏନଏ): ବିଞ୍ଝାରପୁର ବ୍ଲକ ବାଙ୍ଗରା ପଞ୍ଚାୟତର ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିବା ଅଭିଯୋଗରେ ୩ଜଣ ଯୁବକଙ୍କୁ ଜେଲ ଯିବାକୁ ପଡ଼ିଛି। ଗିରଫ ଯୁବକମାନେ ହେଲେ ବାଙ୍ଗରା ପଞ୍ଚାୟତର ରବୀଦ୍ର ବିଶ୍ୱାଳ(୨୫), ମଳୟ ଜେନା(୨୫) ଓ ଭୁବନେଶ୍ୱର ଅଞ୍ଚଳର…

ବସ୍‌ରୁ ୨୨କେଜି ଗଞ୍ଜେଇ ଜବତ, ୨ଗିରଫ

ଯାଜପୁର ଟାଉନ,୧୫।୩(ଡିଏନଏ): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୨ କେଜି ଗଞ୍ଜେଇ ଜବତ କରାଯିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କଲିକତାର ଟୁକେଇ ପାତ୍ର ଓ ରଞ୍ଜିତ ରାୟ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଶନିବାର ଅବକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri