ଅପରାଧ

ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ

ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଦୁଧିଆଖାଳି ଗାଁରେ। ମୃତ ପ୍ରେମିକ ହେଲେ ପ୍ରଶାନ୍ତ ଦାସ । ସୂଚନାଯୋଗ୍ୟ,…

ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ

ଯୋଡ଼ା,୧୦।୨(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ ଟାଟା ସଫାରି, ମାରଣାସ୍ତ୍ର ଜବତ କରିଛି। ଗିରଫ ବ୍ୟକ୍ତି ହେଲେ ଯୋଡା ଅଞ୍ଚଳର ବିନ୍ଦାସ୍‌…

ଜଗିଲେ ୧୬ ଯୁବକ, ଆତଙ୍କ ଖେଳାଇଲେ ୩୦ ମହିଳା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଶହୀଦନଗର ଥାନାଞ୍ଚଳରେ କେତେଜଣ ମହିଳା ଆତଙ୍କରାଜ ଚଳାଇଛନ୍ତି। ରବିବାର ୩୦ରୁ ଊର୍ଦ୍ଧ୍ୱ ମହିଳା ଜିଏ ପ୍ଲଟ୍‌ ନଂ.୧୩୩ରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରେ ପଶି ଭଙ୍ଗାରୁଜା କରିବା ସହ ଆସବାବପତ୍ର ବାହାରକୁ ଫିଙ୍ଗାଫୋପଡ଼ା କରିଥିଲେ। ଏଥିସହ ପରିବାର ସଦସ୍ୟଙ୍କୁ ସଂଘବଦ୍ଧ…

ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ

ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍‌.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍‌ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍‌, ବସ୍‌ଷ୍ଟପ୍‌ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ ଡ୍ରଗ୍‌…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଅଟକ

ପଦ୍ମପୁର,୯।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହ ପୋଲିସ ଜନୈକା ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଣକୁ ଅଟକ ରଖିଛି। ଅଭିଯୋଗ ଅନୁଯାୟୀ, ଶୁକ୍ରବାର ସକାଳେ ଛାତ୍ରୀ ଜଣକ ସ୍ଥାନୀୟ ବିଦ୍ୟାଳୟକୁ ଯାଉଥିଲେ। ବର୍ଷା ହେବାରୁ…

ମହିଳାଙ୍କୁ ବଳାତ୍କାର କରି ଓଏସ୍‌ଏପି ସିପାହି ଗିରଫ: ପୂର୍ବରୁ ମଧ୍ୟ ଗିରଫ ସହ ନିଲମ୍ବିତ ହୋଇଥିଲେ

ଭୁବନେଶ୍ୱର, ୯ା୨(ବ୍ୟୁରୋ): ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ନୟାପଲୀ ଥାନା ପୋଲିସ ଶନିବାର ଆଉଜଣେ ପୋଲିସ କର୍ମଚାରୀକୁ ଗିରଫ କରିଛି। ସେ ହେଲେ କୋରାପୁଟସ୍ଥିତ ତୃତୀୟ ଓଏସ୍‌ଏପି ବାଟାଲିୟନର ସିପାହି ରାଜକିଶୋର ଭୋଇ (୨୯)। ତାଙ୍କ ଘର ବଲାଙ୍ଗୀର ଜିଲା ଆମ୍ବ୍ରପଲ୍ଲୀ…

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାର ମୃତଦେହ ଦୁଇଟି ଜଣେ ଯୁବକ ଓ ଜଣେ ମହିଳାଙ୍କର ବୋଲି…

ମାର୍କେଟ୍‌ ବିଲ୍ଡିଂରେ ଗଣ୍ଡଗୋଳ ଘଟଣା: ଆଉ ଜଣେ ଅଭିଯୁକ୍ତ ଗଜପତିରୁ ଗିରଫ, ଟୁଇଟ୍‌ କରି ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଗୋପୀନାଥ ନାୟକ ଓରଫ ଗୋପୀ। ତାଙ୍କୁ ଗଜପତିରୁ ଗିରଫ କରାଯାଇଥିବା ନେଇ…

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି ଅପରେଶନରେ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ଅସ୍ତ୍ରଶସ୍ତ୍ରକୁ ପୋଲିସ ଜବତ କରିଛି। ସେଗୁଡ଼ିକ ମଧ୍ୟରେ…

ପୋଲିସ ଜାଣତରେ ଦେହ ବ୍ୟବସାୟ

କଟକ ଅଫିସ,୭।୨: କଟକ ରେଳଷ୍ଟେଶନ ନିକଟରେ ବେଧଡକ ଭାବେ ଚାଲିଛି ସେକ୍ସ ର଼୍ୟାକେଟ୍‌। ଏହି ବେଆଇନ କାର୍ଯ୍ୟ ସମ୍ପର୍କରେ ପୋଲିସକୁ ଅଛପା ନାହିଁ। ପିସିଆର ଭ୍ୟାନ ଏହି ଅଞ୍ଚଳ ଦେଇ ନିୟମିତ ପାଟ୍ରୋଲିଂ କରୁଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ। ଏ ସମ୍ପର୍କରେ…

ଲାଞ୍ଚ ମାଗି ଗିରଫ ହେଲେ ଥାନା ଅଧିକାରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ‘ମୋ ସରକାର’ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶାରେ ପୋଲିସ ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବାକୁ ଏହି ପ୍ରୟାସ କରାଯାଇଛି। ସେହି କ୍ରମରେ ଏହାର ସୁଫଳ ମଧ୍ୟ ମିଳିଛି। ନିୟମିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଧରାହେଲେ ଆଉ ୨ ବ୍ରାଉନସୁଗାର ବେପାରୀ

ଭୁବନେଶ୍ୱର,୭।୨(ବ୍ୟୁରେ): ରାଜଧାନୀ ପାଲଟିଛି ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳ। ବିଗତ କିଛି ମାସ ହେବ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍‌ ଚଳାଇଛି। ଇତିମଧ୍ୟରେ ଚଢ଼ାଉ ଜାରି ରହିଥିବାବେଳେ ବହୁ ନିଶା ମାଫିଆ, ବେପାରୀ ଓ ଗ୍ରାହକ ଧରାପଡିଛନ୍ତି। ଭୁବନେଶ୍ୱରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri