ଅପରାଧ

ମଦ ଜବତ, ୩ ଗିରଫ

ଆଠମଲ୍ଲିକ,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗତ ୨ଦିନ ମଧ୍ୟରେ ୩୧ ଲିଟର ଚୋରା ମହୁଲି ମଦ, ୨୦୦ କେଜି ପୋଚ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ବିଭାଗ କର୍ମଚାରୀମାନେ ଚଢାଉ କରି ଆଠମଲ୍ଲିକ...

ଅଟୋ ସହ ଶାଳକାଠ ଜବତ: ୨ ଗିରଫ

ବାଲିଗୁଡା/କ.ନୂଆଗାଁ,୧୫ା୧୦(ଡି.ଏନ୍‌.ଏ.)- ବାଲିଗୁଡା ବନଖଣ୍ଡ ଅଧୀନ କିରିକୁଟି ପଞ୍ଚାୟତ ୫୯ନଂ. ଜାତୀୟ ରାଜପଥ କ.ନୂଆଗାଁ ବନ ବିଭାଗ ତରଫରୁ ସୋମବାର ରାତ୍ରକାଳୀନ ପାଟ୍ରୋଲିଙ୍ଗ ଚାଲିଥିଲା। କିରିକୁଟି ଗ୍ରାମକୁ ଯାଉଥିବା ଏକ ଅଟୋ (ନଂ.ଓଡ଼ି୧୨ଏ-୨୩୭୪)କୁ ଲକଟି ଛକ ନିକଟରେ ବନ କର୍ମଚାରୀ ଅଟକାଇଥିଲେ।...

ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ

କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ ପିଣ୍ଟୁ (୨୫)। ମୋଚିୟାଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ନଂ. ୨୮୩/୧୯ରେ ମାମଲା...

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ ଖଣ୍ଡା ଚୋଟରେ ସାନଭାଇ ସୁରେଶ(୩୭)ଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ମୃତ...

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର ଅବକାରୀ ବିଭାଗ ହାତରେ ସମ୍ପୃକ୍ତ ଯୁବକ ଧରାପଡ଼ିବା ପରେ ଏହି ଘଟଣା...

ବିଜେପୁରରେ ବିଆର୍‌ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍‌ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ ମହଲାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଯୋଜନାର...

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ

ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ ୬୦ଟଙ୍କା, ୨୬ଟି ମୋବାଇଲ ଫୋନ୍‌ ଓ ୪ ବାଇକ ଜବତ କରିଛି।...

ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୪।୧୦: ଗଞ୍ଜାମ ଜିଲା ବଡ଼ବଜାରର ଝରଣାନଗରରେ ରବିବାର ରାତିରେ ୨ ଜଣ ଅପରାଧୀ ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ଜଣଙ୍କ ରାଧାକାନ୍ତ ସାହିର ତୋଫାନ ଗୌଡ଼ ଓରଫ କାମିନୀ (୨୨)।...

ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ ମାତ୍ର ଶହେ ମିଟର ଦୂରରେ। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ କୁମୁଟି...

ମୋଷ୍ଟ ଓ୍ବାଣ୍ଟେଡ ପ୍ରଫୁଲ୍ଲଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଖୋର୍ଦ୍ଧା ତାପଙ୍ଗ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ଓ ଅସ୍ତ୍ରଶସ୍ତ୍ର କାରବାରରେ ଗିରଫ ଅଭିଯୁକ୍ତ ପ୍ରଫୁଲ୍ଲ କୁମାର ନାୟକ ଓରଫ ଟୁନାଙ୍କୁ ରିମାଣ୍ଡରେ ଆଣିବ ଏସଟିଏଫ। ଗତ ୧୦ ତାରିଖରେ ପ୍ରଫୁଲ ଏବଂ ସହଯୋଗୀ ଅବନୀକାନ୍ତ ସାମନ୍ତରାୟଙ୍କୁ...

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ...

ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୧୪ା୧୦(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri