ଅପରାଧ

ନାବାଳିକାଙ୍କୁ ଆମ୍ବ ଦେବାକୁ କହି ଘରୁ ଡାକିନେଇ ବଳାତ୍କାର: ଅଭିଯୁକ୍ତ କୋର୍ଟଚାଲାଣ

ବୈପାରିଗୁଡ଼ା, ୨୭।୪(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ କୋରାପୁଟ ଜିଲା ବୈପାରିଗୁଡା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବୈପାରିଗୁଡା ଥାନା ଅନ୍ତର୍ଗତ ଉମୁରିଆଗୁଡା ଗ୍ରାମର ଘେନୁ ପରଜା (୨୩)। ପ୍ରକାଶ ଯେ, ଗତ…

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ପକ୍ଷରୁ ରବିବାର ରାତ୍ରରେ ଚଢ଼ାଉ କରାଯାଇ ୬ ଜଣଙ୍କୁ…

ବେଲ୍‌ ଖାରଜ, ଗଲେ ଜେଲ

ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍‌ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡିସ୍‌ଚାର୍ଜ ହେବା ପରେ ତାଙ୍କୁ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌…

ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଶିଶିର ବେହେରା। ଏନେଇ ବନ ବିଭାଗ ପକ୍ଷରୁ ଏକ…

ବାଇକ୍‌ ଲୁଟ ଘଟଣା, ପୁଣି ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ, ୨୭ା୪(ସ୍ବ.ପ୍ର.)-ବାଇକ୍‌ ଚୋରି ଘଟଣାରେ କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ରବିବାର ସୟାବାଲି ଅଞ୍ଚଳରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୟାବାଲି ଗ୍ରାମର ଅଜ୍ଜୁ ଖାନ ଓରଫ ଏମଡି ସଦା। ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀରୁ…

ମହଙ୍ଗା ପଡ଼ିଲା ନକଲି ଇନ୍ସପେକ୍ଟରଙ୍କ ମିଶନ ଲଭ୍‌: ଗିରଫ ହେଲେ ଖବରଦାତା ଓ ସହଯୋଗୀ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍‌ଙ୍କ କାରନାମା ପଦାକୁ ଆସିଥିବା ବେଳେ ଶନିବାର ଅନୁରୂପ ଘଟଣା ଘଟିଛିି। ନକଲି ଇନ୍ସପେକ୍ଟରଙ୍କ ମିଶନ୍‌ ଲଭ୍‌ ମହଙ୍ଗା ପଡ଼ିଛି। ଜଣେ ଯୁବକ ନିଜକୁ ଖଣ୍ଡଗିରି ଥାନାର ଇନ୍ସପେକ୍ଟର ପରିଚୟ ଦେଇ ଫୋନ୍‌ରେ…

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଦକ୍ଷିଣପୂରର ଦେବାଶିଷ ନାୟକ(୨୭)। ପୂର୍ବରୁ ତାଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିବା ଥାନାଧିକାରୀ ସନ୍ତୋସିନୀ…

ଅବକାରୀ ଚଢାଉ: ୩ ବାଇକ୍‌ ଜବତ, ୩ ଗିରଫ

କଟକ ଅଫିସ,୨୪।୪: ଲକ୍‌ଡାଉନ ବଳବତ୍ତର ଥିଲେ ସୁଦ୍ଧା ବେଆଇନ ଭାବେ ମଦ ବେପାର ଜୋରଦାର ଚାଲିଛି। ମଦ ବେପାରୀମାନେ ଚୋରାରେ ଗ୍ରାହକଙ୍କ ନିକଟରେ ମଦ ପହଞ୍ଚାଉଛନ୍ତି। ଗୁରୁବାର କଟକ ଜିଲା ଅବକାରୀ ବିଭାଗ ମୋଟ୍‌ ୨୩୩ ଲିଟର ୨୪୦ ଗ୍ରାମ୍‌ ମଦ…

ଅସୁରକ୍ଷିତ ବନ୍ୟପ୍ରାଣୀ: ସାତକୋଶିଆ ସଂରକ୍ଷିତ ଜଙ୍ଗଲରୁ କୁଟୁରା ଶିକାର; ୩ଜଣ ଶିକାରୀ ସହ ମାଂସ ଜବତ

ଠାକୁରମୁଣ୍ଡା, ୨୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ ୧୨ ତଳବନ୍ଧ ନାଳ ନିକଟରେ ଗୁରବାର ରାତିରେ ସାତକୋଶିଆ ବନ କର୍ମଚାରୀ ୩ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ୧…

ରାଜଧାନୀରୁ ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ: ବାରମ୍ବାର ଫୋନ କରି ଲକ୍‌ଡାଉନ୍‌ ନିୟମ କୋହଳ, କନଷ୍ଟେବଳଙ୍କ ଡ୍ୟୁଟି ପରିବର୍ତ୍ତନ ପାଇଁ ପକାଉଥିଲେ ଚାପ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଗିରଫ କରିଛି। ତାଙ୍କ ନାମ ଶର୍ମିଷ୍ଠା ବେହେରା। ସେ ନିଜକୁ ଜଣେ ଆଇପିଏସ ଅଫିସର ପରିଚୟ ଦେଇ ଲକ୍‌ଡାଉନ୍‌ ନିୟମକୁ କୋହଳ କରିବା ସହ କିଛି ନିର୍ଦ୍ଧିଷ୍ଟ…

ଲକ୍‌ଡାଉନ୍‌ ଉଲ୍ଲଂଘନ: ୬ ଗିରଫ, ୧୫୦ ଲିଟର ମଦ ଜବତ

ଭଟଲି,୨୪ା୪(ଡି.ଏନ୍‌.ଏ.): କାରୋନା (କୋଭିଡ-୧୯) ମୁକାବିଲା ଲାଗି ସମଗ୍ର ଭାରତରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରି ସ୍ଥଳେ ଲକ୍‌ଡାଉନକୁ ଉଲ୍ଲଂଘନ କରି କେତେକ ଅସାଧୁ ବ୍ୟବସାୟୀ ଜଙ୍ଗଲ ତଥା ନିଜ ଘରେ ମହୁଲ ପୋଚକୁ ବ୍ୟବହାର କରି ଦେଶୀ ରନ୍ଧା ମଦ ପ୍ରସ୍ତୁତ…

ଜୁଆଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ, ୮ହଜାର ୨ ଶହ ଜବତ

ବୁଗୁଡ଼ା,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମର ଏକ ଆମ୍ବତୋଟାରେ ଜୁଆଖେଳ ଚାଲିଥିଲା। ଖବର ପାଇ ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ସଦଳବଳେ ସେଠାରେ ଚଢ଼ାଉକରି ୫ ଜଣଙ୍କୁ ଗିରଫ କରିଉନ୍ତି। ସେମାନଙ୍କଠାରୁ ୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri