ଫେକ୍ ଆପ୍, ଫ୍ରି ଓ୍ବାଇଫାଇ ପ୍ରତି ସାବଧାନ: ଅପରାଧୀଙ୍କ ଟାର୍ଗେଟରେ ମହିଳା, ଛାତ୍ର ଓ ବୟସ୍କ
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆପଣ ସ୍ପାର୍ଟ ଫୋନ୍ ବ୍ୟବହାର କରୁଛନ୍ତି କି? ସତର୍କ ନ ହେଲେ ନିମିଷକରେ ସାଇବର ଅପରାଧୀମାନେ ଆପଣଙ୍କ ମୋବାଇଲ୍ରୁ ତଥ୍ୟ ଚୋରିକରି ଟଙ୍କା ଲୁଟିନେବେ। କେବଳ ପ୍ଲେ ଷ୍ଟୋର୍ରୁ ହିଁ ଆବଶ୍ୟକୀୟ ଆପ୍କୁ ଡାଉନ୍ଲୋଡ୍ କରନ୍ତୁ। ଫେକ୍ ଆପ୍ ଡାଉନ୍…
ବାଲୁଗାଁରେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା, ୨ ଅଟକ
ବାଲୁଗାଁ,୧୫।୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅନ୍ତର୍ଗତ ୫ନଂ.ଓ୍ବାର୍ଡ ଅଧୀନ ଗଙ୍ଗାନଗର ଅଞ୍ଚଳରେ ଶନିବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତ ଛାତ୍ରୀ ହେଲେ ରାମଚନ୍ଦ୍ର ବେହେରାଙ୍କ ଝିଅ ଶିବାନୀ(୧୭)। ସେ ବାଲୁଗାଁ ମହାବିଦ୍ୟାଳୟର ଯୁକ୍ତ ୨…
କଫ ସିରପ କାରବାରରୁ ଅପହରଣ: ୧୧ ଅଭିଯୁକ୍ତଙ୍କୁ ଗିରଫ କଲା ବରଗଡ଼ ପୋଲିସ
ବରଗଡ଼ ଅଫିସ, ୧୪।୧୨: ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରୁ କଫ ସିରପ୍ କାରବାରରୁ ଉପୁଜିଥିବା ବିବାଦରୁ ୩ଜଣଙ୍କୁ ଅପହରଣ ଓ ମୁଣ୍ଡଜାମିନ ରଖି ଟଙ୍କା ଦାବି କରିବା ଅଭିଯୋଗରେ ପୋଲିସ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରପାଲିର…
ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର
ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଗ୍ରାମବାସୀ ଓ ପରିବାରଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଚିହ୍ନଟ ସହ ଗିରଫ କରା ନ…
ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ
କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିଙ୍ଗରାଇ ମୁଣ୍ଡା ଓ…
କଟକରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ସାଇଣ୍ଟିଫିକ୍ ଟିମ୍ ସହ ପୋଲିସର ତଦନ୍ତ, ସନ୍ଦେହ ଘେରରେ ଘର ବାହାରେ ଥିବା ଜୋତା
କଟକ ଅଫିସ,୧୩।୧୨: କଟକ ନୂଆବଜାର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାରେ ଶୁକ୍ରବାର ପୋଲିସ ସାଇଣ୍ଟିଫିକ୍ ଟିମ୍ ଏବଂ ସନ୍ଧାନୀ କୁକୁର ସହ ପହଞ୍ଚି ଯାଞ୍ଚ କରିଛି। ଘରେ ପଡ଼ିଥିବା ରକ୍ତଛିଟାରୁ ରକ୍ତନମୂନା ସଂଗ୍ରହ କରାଯିବା ସହ ଦମ୍ପତି ବ୍ୟବହାର କରୁଥିବା…
ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ
ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି। ଏଥିରେ ନୁହୁରାଣୀ ନାଳର ଅବବାହିକାରେ ଚାଷ ହୋଇଥିବା ବିପୁଳ ପରିମାଣର ଗଞ୍ଜେଇ ଗଛ…
ଭିଜିଲାନ୍ସ ଜାଲରେ ଏସ୍ଆଇ
କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍ ଟ୍ରାନ୍ସପୋର୍ଟ ଫିଟର୍ ଏସ୍ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଜନ୍ମେଜୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କଟକ ତୁଳସୀପୁରରେ ଥିବା ସରକାରୀ କ୍ୱାର୍ଟର୍ସ, ବିଡାନାସୀ…
ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର
ତିହିଡ଼ି,୧୧।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ହେଲେ ତିହିଡ଼ି ଥାନା…
ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ
ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ ଟାଟା ଏସିଇ (ନଂ. ଓଡି୧୯ପି-୩୪୭୮) ଜବତ କରିଛନ୍ତି। ଆଠମଲ୍ଲିକ ଥାନା ପତକାଆଡୁ ଆଠମଲ୍ଲିକ ଅଭିମୁଖେ…
ତାଳଚେର ବିଧାୟକଙ୍କ କାର ପୋଡ଼ି ଘଟଣା: ବିଜେଡି ପକ୍ଷରୁ ଆଉ ଏକ ଏତଲା
ତାଳଚେର,୧୦ା୧୨(ନି.ପ୍ର.)- ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଗାଡ଼ି ପୋଡ଼ି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଜନୈକ ଯୁବକଙ୍କ ନାମରେ ମଙ୍ଗଳବାର ବିକ୍ରମପୁର ଥାନାରେ ବିଜେଡି ଯୁବ ନେତା ମନୋଜ ସାହୁ ଏତଲା ଦେଇଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ, ସମ୍ପୃକ୍ତ ଯୁବକ ଜଣକ…
ଚଞ୍ଚକତା କରି ବ୍ୟାଙ୍କରୁ ଟଙ୍କା ଉଠାଣ: ଠକ ଇଞ୍ଜିନିୟର ଯୁବକ ଗିରଫ; ୫ ମୋବାଇଲ, ୩ ଫିଙ୍ଗର ପ୍ରିଣ୍ଟ ମେଶିିନ ସମେତ ବିଭିନ୍ନ ସାମଗ୍ରୀ ଜବତ
ବାସୁଦେବପୁର, ୧୦ା୧୨(ଡି.ଏନ୍.ଏ.)- ଆଧୁନିକ ପ୍ରଯୁକ୍ତି କୌଶଳ ଜରିଆରେ ଜାଲିଆତି ଓ ଚଞ୍ଚକତା କରି ଭଦ୍ରକ ଓ କଟକର ଦୁଇ ବ୍ୟାଙ୍କରୁ ୧.୭୫ ଲକ୍ଷ ଟଙ୍କା ଉଠାଇ ନେବା ଘଟଣାରେ ପୋଲିସ ତଦନ୍ତ କରି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୁଆଗଡ଼ିଆ ଗ୍ରାମର…
Archives


