ଝାରପଡ଼ା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସ୍ସିବି ସ୍ଥାନାନ୍ତର
ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର ବେକରେ ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କୁ ଉଦ୍ଧାର…
ଚାଲାଣ ବେଳେ ଓରକେଲ ପୋଲିସର ଚଢ଼ାଉ: ୮୪ ବସ୍ତା ଗଞ୍ଜେଇ ଜବତ, ୧୧ ଗିରଫ
କୋରୁକୋଣ୍ଡା,୨୧ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୧୧ଜଣଙ୍କୁ ଗିରଫ କରାଯାଇଛି। ତେବେ ଜବତ…
କୂଅକୁ ଠେଲି ଦାଦାଙ୍କୁ ହତ୍ୟା ଅଭିଯୋଗ, ପୁତୁରା ଅଟକ
ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗାଁର ଜଗଦାନନ୍ଦ ବେହେରା ମଙ୍ଗଳବାର ତାଙ୍କ କ୍ଷେତରେ ଥିବା…
ମଦ ପାଇଁ ମା’, ଭଉଣୀଙ୍କୁ ହାଣିଥିବା ଯୁବକ ଗିରଫ
ଭୁବନେଶ୍ୱର,୨୦।୧(ବ୍ୟୁରୋ):ମଦ ପିଇବା ପାଇଁ ଟଙ୍କା ମାଗି ମା’ଓ ଭଉଣୀଙ୍କୁ ହାଣିବା ଘଟଣାରେ ଏୟାରଫିଲ୍ଡ ଥାନା ପୋଲିସ ଅଭିଯୁକ୍ତ ଶଙ୍କର୍ଷଣ ନାୟକ(୩୫)ଙ୍କୁ ଗିରଫ କରିଛି। ସେ ସୁନ୍ଦରପଦା ମଣ୍ଡପସାହିରେ ରୁହନ୍ତି। ଶୁକ୍ରବାର ଶଙ୍କର୍ଷଣ ମା’ ରୁକ୍ମଣୀ ନାୟକ(୭୫)ଙ୍କୁ ମଦ ପିଇବା ପାଇଁ ୧୦୦…
ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫ ସହଯୋଗୀଙ୍କୁ…
ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ
ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର ସେରନ୍ତୀ ବେହେରା (୫୦)। ଉକ୍ତ ଗ୍ରାମରେ ସେରନ୍ତୀ ତାଙ୍କ ୪ ପୁଅ, ଦୁଇ ଝିଅଙ୍କ…
ଗଳିତ ପାଦକୁ ନେଇ ପୋଲିସର ତନଘନା; ନିଖୋଜ ଶିଶୁର ପାଦ ବୋଲି ଦାବି କଲେ ମହିଳା
ଯୋଡ଼ା, ୨୦।୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ବାଂଶପାଣି ଟୋଲଗେଟ୍ ନିକଟସ୍ଥ ବସ୍ତି ପାଖରେ ପୋଲିସ ଜଣେ ୩ ବର୍ଷର ଶିଶୁର ଗଳିତ ପାଦ ରବିବାର ଉଦ୍ଧାର କରିଛି ା ପୋଲିସ ସୂଚନାନୁଯାୟୀ, ରବିବାର ସକାଳ ସମୟରେ ଉକ୍ତ ବସ୍ତିର ଛୋଟ…
ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ
ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ…
ଅର୍ଥ ଲଗାଣକାରୀ ସଂସ୍ଥା କର୍ମଚାରୀଙ୍କୁ ଆକ୍ରମଣ: ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ବାହାନଗା,୧୯।୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ନିକଟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ୩ ଦୁର୍ବୃତ୍ତ ଆକ୍ରମଣ କରି ୧ ଲକ୍ଷ ୬ ହଜାର ଟଙ୍କା…
୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍ଏଫ୍ କନଷ୍ଟେବଳ ଗିରଫ
ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍ଏଫ୍ (ସେଣ୍ଟ୍ରାଲ୍ ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ ପାରାଦୀପ ଅଭୟଚାନ୍ଦପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ
ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…
ପ୍ରେମ ପାଇଁ ହିଂସା: ନାବାଳିକାଙ୍କ ଗଳା କାଟିଲେ ଯୁବତୀ
ସଜନାଗଡ଼, ୧୮।୧(ଡି.ଏନ.ଏ.)-ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ପ୍ରେମ ପାଇ ହିଂସାକାଣ୍ଡ ଘଟିଛି। ଜଣେ ଯୁବତୀ ବ୍ଲେଡ଼ରେ ଅନ୍ୟ ଜଣେ ନାବାଳିକାଙ୍କ ଗଳା, ଛାତି, ବାମପଟ ଗାଲ କାଟି ରକ୍ତାକ୍ତ କରିପକାଇଛନ୍ତି। ଏହି ମରଣାନ୍ତକ ଆକ୍ରମଣ ନେଇ ନୀଳଗିରି ଥାନାରେ ଅଭିଯୋଗ…
Archives


