ଲୁହାପଥର ବୋଝେଇ ୬ ଡମ୍ପର ଜବତ ଘଟଣା:ଡମ୍ପର ମାଲିକ ଗିରଫ
ବଡବିଲ, ୧୦।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ଗତ ନଭେମ୍ବର ୨୬ ତାରିଖରେ ରାଜ୍ୟ ସୀମାନ୍ତ ନାଲଦାରୁ ଲୁହାପଥର ବୋଝେଇ ୬ଟି ଡମ୍ପର ଜବତ କରିବା ଘଟଣାର ତଦନ୍ତକୁ ଜୋରଦାର କରିଛି। ଏହି ଘଟଣାରେ ପୋଲିସ ମଙ୍ଗଳବାର ପିଏଚଡି ଅଞ୍ଚଳର…
ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ୧. ୪୦ ଲକ୍ଷ ଲୁଟ୍
ବାହାନଗା, ୧୦ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଭଣା ପଞ୍ଚାୟତସ୍ଥିତ କୋଷ୍ଟ କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନ ସମୟରେ ଦୁର୍ବୃତ୍ତମାନେ ଏକ ଘରୋଇ ଅର୍ଥଲଗାଣ ସଂସ୍ଥା (ଫାଇନାନ୍ସ କମ୍ପାନୀ)ର କର୍ମଚାରୀଙ୍କଠାରୁ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ…
ଅବକାରୀ, ପୋଲିସର ମିଳିତ ଚଢ଼ାଉ: ୬୮ ଗ୍ରାମ ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
ବାଲେଶ୍ୱର ଅଫିସ/ଜଳେଶ୍ୱର, ୧୦।୧୨(ସ୍ବ.ପ୍ର.)- ବାଂଲାଦେଶରୁ ପଶ୍ଚିମବଙ୍ଗର ଖଡ଼ଗପୁର ଓ ବର୍ଦ୍ଧମାନ ଅଞ୍ଚଳ ଦେଇ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଆସୁଛି। ସେଠାରୁ ଓଡ଼ିଶାର ବିଭିନ୍ନ ସ୍ଥାନକୁ ପଠାଯାଉଥିବା ବହୁ ଚାଞ୍ଚଲ୍ୟକର ପ୍ରମାଣ ଅବକାରୀ ଓ ପୋଲିସକୁ ମିଳିଛି । ସୋମବାର ମଧ୍ୟରାତ୍ରରେ…
ବରବେରଣା ନୂଆସାହିରେ ଅବକାରୀ ବିଭାଗର ଚଢ଼ାଉ: ୨୧ ଗ୍ରାମ ବ୍ରାଉନ୍ସୁଗାର ଜବତ
ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍ସୁଗାର ଜବତ କରିଛି। ଏହାର ମୂଲ୍ୟ ୨ଲକ୍ଷ ୧୦ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବଡ଼ବେରଣା…
ଶାଳୀ ବିବାହ ସ୍ଥିର ହୋଇଯିବାରୁ ଅଶ୍ଳୀଳ ଫଟୋ ଭାଇରାଲ ପାଇଁ ଧମକ ଦେଇ ଭିଣୋଇ ଗିରଫ
କଣ୍ଟାପଡା,୧୦।୧୨(ଡି.ଏନ୍.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ଓଲଟପୁର ଥାନାରେ ମାମଲା (ନଂ.୯୭/୧୯) ରୁଜୁ…
ପୁରୀ ଗଣବଳାତ୍କାର ମାମଲା: ଆଉ ୩ ଅଭିଯୁକ୍ତ ଗିରଫ
ପୁରୀ ଅଫିସ,୯।୧୨: ପୋଲିସ କ୍ବାର୍ଟର୍ସରେ ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର କୁମ୍ଭାରପଡ଼ା ପୋଲିସ ଦମ୍ପତି ସମେତ ୩ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଭୁବନେଶ୍ବର ବାଘମରାର ରଞ୍ଜିତ ପରିଡ଼ା, ସ୍ତ୍ରୀ ଶୌର୍ଯ୍ୟ ଶେଫାଳି ଏବଂ ବୁଲୁ ବାରିକ। ପୂର୍ବରୁ ପୋଲିସ ୩ଜଣଙ୍କୁ…
ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
କେସିଙ୍ଗା,୮।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ କୁଣ୍ଡାବନ୍ଦ ପଞ୍ଚାୟତ ହରିଜନପଡ଼ାରେ ରବିବାର ଜଣେ ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମଦନା ଦୀପ (୪୫)। ସୂଚନାଯୋଗ୍ୟ, ମଦନାଙ୍କ ସ୍ବାମୀ ମହନ ଦୀପ (୫୬)…
ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ
ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି। ତେବେ…
ସାନ ୨ ଭାଇଙ୍କୁ ଆକ୍ରମଣ ମାମଲା: ବଡ଼ ଭାଇ ଗଲେ ଜେଲ
ଦିଗପହଣ୍ଡି,୭ା୧୨(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମଙ୍ଗରାଜପୁର ଗ୍ରାମରେ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ୨ ଭାଇଙ୍କୁ ଗତ ରବିବାର ସକାଳେ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ମାମଲା ନଂ.୨୫୫/୧୯ରେ ଅନୁଯାୟୀ ଅଭିଯୁକ୍ତ ବଡ଼ ଭାଇ ଏମ୍.ଟୁକୁନା ରେଡ୍ଡୀଙ୍କୁ ଶନିବାର ପୋଲିସ କୋର୍ଟ ଚାଲାଣ କରିଛି।…
୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ
ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଶନିବାର ଜେଏମ୍ଏଫସି କୋଟର୍ର୍ରେ ହାଜର କରାଯାଇଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍ଡ଼ିପିଓ…
କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ
ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।…
ନିଶାରେ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା: ବହିଷ୍କାର ପରେ ଗିରଫ ହେଲେ ଅଭିଯୁକ୍ତ ଶିକ୍ଷକ
ଯାଜପୁର ଅଫିସ,୭।୧୨: ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଘଟଣାରେ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଗିରଫ ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ଗଣଶିକ୍ଷକ ମହାନ୍ତ ପ୍ରାୟ ଶିକ୍ଷା ଦିବସରେ ନିଶାସକ୍ତ ହୋଇ ସ୍କୁଲକୁ ଯାଇଥାନ୍ତି।…
Archives


