ଅପରାଧ

ଜୀବନରୁ ମାରିଦେବି କହି ଡିଟୋନେଟର ଖଞ୍ଜିଥିଲେ, ଶୋଇଥିବା ବେଳେ ହେଲା ବିସ୍ଫୋରଣ, ତା ପରେ…

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ରକରି ଇ. ମୁନା ଦୋରାଙ୍କ ଘରକୁ ଡିଟୋନେଟର ସାହାଯ୍ୟରେ ବିସ୍ଫୋରଣ ଘଟାଇ ତାଙ୍କ ସପରିବାରକୁ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଗୁରୁବାର ଅଭିଯୁକ୍ତ...

ରାଜା ରଘୁବଂଶୀ ହତ୍ୟା ମାମଲାରେ ଏହି ୫ ଜିନିଷ ଖୋଜୁଛି ପୋଲିସ, ପ୍ରମାଣ ମିଳିଗଲେ…

ଶିଲଂ,୨୫ା୬: ଇନ୍ଦୋରର ବ୍ୟବସାୟୀ ରାଜା ରଘୁବଂଶୀ ହତ୍ୟା ମାମଲାରେ ୮ ଅଭିଯୁକ୍ତ ପୋଲିସ ହେପାଜତରେ ଅଛନ୍ତି। ଏଥିରେ ତିନି ଜଣ ହତ୍ୟାକାରୀ, ଦୁଇ ଜଣ ଷଡ଼ଯନ୍ତ୍ରକାରୀ ଏବଂ ତିନି ଜଣ ପ୍ରମାଣ ନଷ୍ଟକାରୀ ସାମିଲ ଅଛନ୍ତି। ପୋଲିସ ହତ୍ୟା ସହିତ...

ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ...

ଗୋପାଳପୁର ଗଣବଳାତ୍କାର ଘଟଣା: ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ

ଭୁବନେଶ୍ୱର,୨୩ା୬: ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ। ଗିରଫ ୧୦...

ଯୁବକଙ୍କ ଉପରକୁ ୫ ରାଉଣ୍ଡ ଗୁଳି କଲେ ଦୁର୍ବୃତ୍ତ, ମେଡିକାଲରେ ଭର୍ତ୍ତି

ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବାଇଗଣବାଡ଼ିଆ-କୁଚେଇ ମଝିରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇ ବାରିପଦା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼...

୨୮ ଅପରାଧୀଙ୍କ ଘରେ ଲଟ୍‌କା ଜାରି କଲା ପୋଲିସ, ହାଜର ନ ହେଲେ…

ଛତ୍ରପୁର,୨୨ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଇଲାକାରେ ରହୁଥିବା ଫେରାର୍‌ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଘର ବାହାରେ ଲଟ୍‌କା ଜାରି କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ଅପରାଧୀମାନେ ହାଜର ହେଉ ନାହାନ୍ତି। ଏଣୁ ତାଙ୍କ ନାମରେ ଓ୍ବାରେଣ୍ଟ...

ଠେଙ୍ଗାରେ ପିଟିପିଟି ବାପାଙ୍କୁ ହତ୍ୟା କଲେ ପୁଅ, ଚାଷଜମିରେ ମୃତଦେହ ଛାଡ଼ି…

ନୂଆପଡ଼ା,୨୨ା୬(ମକାରୁ ବେମାଲ): ପୁଅର ଠେଙ୍ଗାମାଡ଼ରେ ଚାଲିଯାଇଛି ଜନ୍ମତାତା ବାପାଙ୍କ ଜୀବନ। ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ବେଳଟୁକୁରି ଥାନା କୁରୁମୁଣ୍ଡା ଗାଁରେ। ମୃତକ ଜଣକ ୬୦ ବର୍ଷୀୟ ପବନ ସିଂ ବରିହା। ସୂଚନାନୁଯାୟୀ, ଶନିବାର ମଧ୍ୟାହ୍ନରେ...

ପରିସ୍ରା କରିବାକୁ ଉଠିଥିବାବେଳେ ମହିଳାଙ୍କୁ ଦୁର୍ବୃତ୍ତଙ୍କ ଛୁରାମାଡ଼

ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଛୁରାମାଡ଼ ହୋଇଥିଲା ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର...

ପ୍ରେମ ଜାଲରେ ଫସାଇ ନେଇଥିଲେ ବେଙ୍ଗାଲୁରୁ, ୪ ଦିନ ଧରି ବଳାତ୍କାର କରିବା ପରେ ଷ୍ଟେଶନରେ ଛାଡ଼ି ଫେରାର; ଘରକୁ ଫେରି…

ଦିଗପହଣ୍ଡି,୨୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ପ୍ରେମଜାଲରେ ଫସାଇ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଏନେଇ ଦିଗପହଣ୍ଡି ଥାନାରେ...

ଦୋକାନରୁ ଜିନିଷ କିଣି ଘରକୁ ଫେରିବାବେଳେ ନାବାଳିକାଙ୍କୁ ଯୌନ ଅସଦାରଣ, ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ସମ୍ବଲପୁର/ଜମନକିରା,୨୧ା୬ (ପ୍ରମୋଦ ବହିଦାର/ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ମାଧଡିହୀ ଗ୍ରାମରେ ନାବାଳିକାଙ୍କୁ ଯୌନ ଅସଦାଚରଣ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ...

ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍‌ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା...

ମା’ଙ୍କୁ ମାଡ଼, ଘରୁ ଟଙ୍କା ଚୋରି କରି ନେଉଥିଲେ; ଚନ୍ଦନଙ୍କୁ ଜେଲ ପଠାଇଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ଆର. ଚନ୍ଦନ ପାତ୍ର ଙ୍କୁ ବୁଧବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୧୩/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri