ଅପରାଧ

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଛାନ୍‌ଭିନ୍‌ କରୁଛି। ମାତ୍ର ସେମାନେ କୌଶଳକ୍ରମେ ପୋଲିସକୁ ଚକମା…

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି ସରଗରମ ହୋଇଛି। ବିଜେଡି, ଭାଜପା, କଂଗ୍ରେସ, କମ୍ୟୁନିଷ୍ଟ ଦଳ ପକ୍ଷରୁ ପାରାଦୀପ ଏଏସ୍‌ପି…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଜିଲା ଅତାବିରା ଥାନା ସିଂହପାଲି ଗ୍ରାମର ଟି. ରାମକୋଟି ରେଡ୍ଡି(୨୩),…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ ଟଙ୍କା ରୋଜଗାର କରିଥିଲେ। ଏହି ଟଙ୍କାରେ ବିଳାସବେସନ ସାମଗ୍ରୀ କିଣିବା ଠାରୁ ଆରମ୍ଭ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏହି ଆର୍ଥିକ ଠକେଇ ମାମଲାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ ହୋଇଛି। ଭୁବନେଶ୍ବରର ୪ଟି ଘର ସମେତ ମୋଟ୍‌ ୯ଟି ସ୍ଥାନରେ ରେଡ ହୋଇଛି।…

ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର ଗାଡ଼ି ଚାଳକ ପ୍ରଦୀପ ମହାନ୍ତି(୩୧) ଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ ପେତପଡ଼ା ନ ମାଣିଆ ଭେଡ଼ାରେ ଗୌରାଙ୍ଗଙ୍କ ମୃତଦେହ ପଡ଼ିଥିବା ନେଇ ଜଣାପଡ଼ିବା ପରେ…

ପ୍ରେମ-ପ୍ରତାରଣା… ଅଫିସ ଭିତରେ ପଶି ପୂର୍ବତନ ପ୍ରେମିକାଙ୍କୁ ଛୁରାମାଡ଼, ତାଜୁବ ହୋଇ ରହିଗଲେ କର୍ମଚାରୀ

ନୂଆଦିଲ୍ଲୀ,୫।୬: ଚଣ୍ଡିଗଡ଼ ସ୍ଥିତ ମୋହାଲି ସେକ୍ଟର ୬୬, ଫେଜ୍ ୧୧ରେ ଏକ କମ୍ପାନୀରେ କାମ କରୁଥିବା ଜଣେ ଯୁବତୀଙ୍କୁ ତାଙ୍କ ପୂର୍ବତନ ପ୍ରେମିକ ଅଫିସରେ ପ୍ରବେଶ କରି ହତ୍ୟା କରିଛନ୍ତି । ଏହି ଘଟଣା ପରେ, ଅଭିଯୁକ୍ତ ମଧ୍ୟ ଆତ୍ମହତ୍ୟା କରିବାକୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ ବିପୁଳ ପରିମାଣର ନିଶା ଜାତୀୟ କଫ୍ ସିରପ୍ ଜବତ କରିବା ସହ ୨…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ ନିକଟରେ ଛିଡ଼ା ହୋଇଥିବା ଏକ ହାଇୱା ଗାଡ଼ିର ବନ୍ଦ କେବିନ୍ ଭିତରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?