ବୀରମିତ୍ରପୁରରେ ପୁଣି ନାବାଳିକାଙ୍କୁ ଅସଦାଚରଣ: ଅଭିଯୁକ୍ତ ଗିରଫ
କୁଆଁରମୁଣ୍ଡା,୧।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାକୁ କେଇଟାଦିନ ପୁରି ନ ଥିବା ବେଳେ ପୁଣି ସେହି ଥାନା ଅନ୍ତର୍ଗତ ଡି.ଦାସ ଦଫେଇରେ ଆଉ ଏକ ନାବାଳିକାଙ୍କୁ ଅସଦାଚରଣ…
ଚାକିରିରୁ ତଡ଼ା ଖାଇଲେ ବୀରମିତ୍ରପୁର ଥାନା ଅଧିକାରୀ
କଟକ ଅଫିସ,୧।୭: ଜଣେ ନାବାଳିକାଙ୍କୁ ଥାନା ଭିତରେ ରଖି ବଳାତ୍କାର ଏବଂ ପରେ ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ତାଙ୍କୁ ଚାକିରିରୁ ବରଖାସ୍ତ…
ଅଭିନବ ଲୁଟ୍: ଫ୍ରି ସର୍ଭିସ ନାମରେ ମହିଳାଙ୍କଠାରୁ କାର୍ ନେଇ ପଳାଇଲେ
ଭୋପାଳ, ୩୦।୬- ଫ୍ରି ସର୍ଭିସ କରାଇଦେବା ନାମରେ ଜଣେ ଅଟୋମୋବାଇଲ ଇଞ୍ଜିନିୟର ମହିଳାଙ୍କଠାରୁ କାର୍ ଲୁଟ୍ କରିନେଇଛନ୍ତି। ତେବେ କାରରେ ରହିଯାଇଥିବା ମହିଳାଙ୍କ ଫୋନ ହିଁ ଲୁଟେରାକୁ ଧରାଇବାରେ ପୋଲିସକୁ ସହାୟତା କରିଥିଲା। ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ…
ମୃତ ଗର୍ଭବତୀଙ୍କ ଶବକୁ ଅନ୍ତିମ ସଂସ୍କାର ବଦଳରେ ଗଛରେ ବାନ୍ଧିଦେଲେ ଗ୍ରାମବାସୀ
କୁର୍ନୋଲ, ୨୯।୬- ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ଏକ ଚରମ ଅମାନବୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଜଣେ ଗର୍ଭବତୀଙ୍କ ମୃତ୍ୟୁ ହେବାପରେ ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କର ଶବକୁ ଅନ୍ତିମ ସଂସ୍କାର କରିବା ବଦଳରେ ଜଙ୍ଗଲ ମଧ୍ୟରେ ଗଛରେ ବାନ୍ଧି…
ତେଲଙ୍ଗାନାରେ ମାଙ୍କଡ଼କୁ ଫାଶୀ
ହାଇଦ୍ରାବାଦ, ୨୯।୬- ପ୍ରାଣୀଙ୍କ ପ୍ରତି ମଣିଷର ବର୍ବରତାର ଆଉ ଏକ ଚିତ୍ର ଏବେ ସାମ୍ନାକୁ ଆସିଛି। ତେଲଙ୍ଗାନାର ଖାମ୍ମମ ଜିଲାରେ ଗୋଟିଏ ମାଙ୍କଡ଼କୁ ଗ୍ରାମବାସୀ ଫାଶୀ ଦେଇ ଦେଇଥିବାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ମାଙ୍କଡଟି…
ନିଦ ବଟିକା ଦେଇ ଝିଅକୁ ବଳାତ୍କାର କଲେ ବାପା
ବେଙ୍ଗାଲୁରୁ, ୨୯।୬- କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହାକି ବାପା-ଝିଅ ଭଳି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ବେଙ୍ଗାଲୁରୁର ଜଣେ ବ୍ୟକ୍ତି ତାଙ୍କ ଝିଅକୁ ନିଦ ବଟିକା ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି…
ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ଆତ୍ମହତ୍ୟା କଲେ ଯୁବକ
ଲଳିତପୁର, ୨୮।୬- ଉତ୍ତର ପ୍ରଦେଶର ଲଳିତପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ନିରାଶ ହୋଇ ଜଣେ ଯୁବକ ଶେଷରେ ଆତ୍ମହତ୍ୟା କରିଛନ୍ତି। ଲଳିତପୁର ଜିଲାର ଜାଖଲୋନ ଅଞ୍ଚଳର ଜୟହିନ୍ଦ ସିଂ ଓ…
ଫିଲ୍ମ ରିପୋର୍ଟର ପରିଚୟ ଦେଇ ଅଭିନେତ୍ରୀଙ୍କୁ ହଇରାଣ: ଯୁବକଙ୍କୁ ନୋଟିସ ଦେଇ ଛାଡ଼ିଲା ପୋଲିସ
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଓଲିଉଡ୍ର ଜଣେ ଜଣାଶୁଣା ଅଭିନେତ୍ରୀଙ୍କୁ ସୋସିଆଲ ମିଡ଼ିଆରେ ହଇରାଣ କରିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ତେବେ ଯୁବକ ଜଣଙ୍କ ଆଉ ଏଭଳି ନ କରିବା ପାଇଁ କହିବା ପରେ ଚନ୍ଦ୍ରଶେଖରପୁର ଥାନା ପୋଲିସ…
ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର
ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା ଥାନା ଓ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ହେଲେ ରାଜକିଶୋର ବେହେରା। ତାଙ୍କ…
ମାଲକାନଗିରିରେ ବଢ଼ିଚାଲିଛି ଗୁଣିଗାରେଡ଼ି ଜନିତ ମୃତ୍ୟୁସଂଖ୍ୟା: ଦମ୍ପତିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
ମାଲକାନଗିରି,୨୭ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗୁଣିଗାରେଡ଼ି ସନ୍ଦେହ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଦୁଇଦିନ ତଳେ ମା’-ଝିଅଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ଶନିବାର ଆଉ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଶୁକ୍ରବାର ରାତିରେ କୌଣସି ଦୁର୍ବୃତ୍ତ…
ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ
ସୁନ୍ଦରଗଡ଼, ୨୬।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…
ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ
କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ କୁମାର ସାହୁ ଏକ ମାସ ପାଇଁ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ତେବେ…

