ନନ୍ଦିଗାଁ ଡକାୟତି ଘଟଣା : ୬ ଅଭିଯୁକ୍ତ କୋର୍ଟ ଚାଲାଣ
କୋରାପୁଟ,୩।୧୦(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଦଶମନ୍ତପୁର ବ୍ଲକର ନନ୍ଦିଗାଁ ଗ୍ରାମରେ ଗତ ସେପ୍ଟେମ୍ବର ୧୩ ରାତିରେ ହୋଇଥିବା ଏକ ବଡ଼ଧରଣର ଡକାୟତି ଘଟଣାରେ ଜଡ଼ିତ ୬ ଅଭିଯୁକ୍ତଙ୍କୁ ଗୁରବାର କୋର୍ଟ ଚାଲାଣ କରାଯାଇଥିବା କୋରାପୁଟ ସଦର ଥାନାଧିକାରୀ ସମର୍ପିତା...
ବ୍ରହ୍ମପୁର ପୋଲିସ ହାବୁଡ଼ରେ ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ: ନକଲି ପୋଲିସ ପରିଚୟ ଦେଇ କରୁଥିଲେ ଲୁଟ୍
ବ୍ରହ୍ମପୁର ଅଫିସ, ୨।୧୦ – ବ୍ରହ୍ମପୁର ପୋଲିସ ହାବୁଡରେ ପଡ଼ିଛନ୍ତି ଇରାନିଅନ୍ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ସିକନ୍ଦର ଅଲ୍ଲୀ। ସେ କର୍ଣ୍ଣାଟକ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ଅଞ୍ଚଳରେ ଲୂଟତରାଜ ଚଳାଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାରେ ତାଙ୍କ ରାଜ...
ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା
ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଥିଲା। ମାତ୍ର ପରମୁହୂର୍ତ୍ତରେ ଏହାକୁ ନେଇ...
ପାରିବାରିକ କଳହରୁ ହତ୍ୟାକାଣ୍ଡ: ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ, ଦୈତାରୀ ପୋଲିସର ତଦନ୍ତ ଆରମ୍ଭ
କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କରଣ ମୁର୍ମୁ(୧୭)। ସୂଚନାନୁଯାୟୀ, ସନ୍ଧ୍ୟାରେ ବଡ଼ଭାଇ ରେପ ମୁର୍ମୁ ଘରକୁ...
ଖୋର୍ଦ୍ଧା ଆର୍ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ
ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି...
ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଲୁଟ୍
କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା କୃଷକ ବଜାର ନିକଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ଲୁଟ୍ର ଶିକାର ବ୍ୟବସାୟୀ ହେଲେ ନିଲମ ସାହୁ। ପ୍ରକାଶ ଯେ, ମଙ୍ଗଳବାର ରାତିରେ ନିଲମ ଦୋକାନ...
ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ
ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର...
୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା ପଡିଛନ୍ତି। ଭିଜିଲାନ୍ସ ଦୁର୍ଗା ପ୍ରସାଦଙ୍କ ନଁାରେ ନଂ. ୪୨/୧୯ରେ ମାମଲା ରୁଜୁ...
କନ୍ତଳବାଇ ବାପ, ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଅଜୀବନ କାରାଦଣ୍ଡଦେଶ
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ କନ୍ତଳବାଇର ପଙ୍କଜ ମହାପାତ୍ରଙ୍କୁ...
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ
ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି । ତାଙ୍କୁ କୋର୍ଟ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା...
ନର୍ସ ନୀହାରିକା ହତ୍ୟା ଘଟଣା : ହତ୍ୟାକାଣ୍ଡ ଘଟିଥିବା କୋଠରି ସିଲ୍
କଟକ ଅଫିସ,୩୦ା୯: ନର୍ସ ନୀହାରିକା ପାତ୍ର ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରେମିକ ରାଜା ଓରଫ କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ଗିରଫ କରିଛି। ହେଲେ ଏହି ହତ୍ୟା ଘଟଣା ଉପରୁ ସମ୍ପୂର୍ଣ୍ଣ ପରଦା ଉଠାଇ ପାରିନାହିଁ। ଅଧିକ ତଦନ୍ତ ପାଇଁ...
୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ
ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର...
Archives


