ଅପରାଧ

ପୋଲିସ ସମ୍ମୁଖରେ ମାଡ଼ ଘଟଣା: ପଞ୍ଜାବୀ ଯୁବକ ପରବିନ୍ଦରଙ୍କ ନାମରେ ପାଲଟା ମାମଲା ରୁଜୁ

ଭୁବନେଶ୍ୱର,୬।୨(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପଞ୍ଜାବୀ ଯୁବକଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପରବିନ୍ଦର ପାଲ୍‌ ସିଂଙ୍କ ବିରୋଧରେ ପାଲଟା ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପ୍ରତିପକ୍ଷଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି।…

ରାଉରକେଲାରେ ଏସିଡ୍‌ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ

ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍‌ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସନ୍ତୋଷ ସୋନି(୩୯)। ପୂର୍ବ ଶତ୍ରୁତାକୁ ନେଇ…

୫୦ ଲକ୍ଷ ଡକାୟତି ଘଟଣାର ପର୍ଦ୍ଦାଫାଶ: ମୁଖ୍ୟ ଅଭିଯୁକ୍ତ ସମେତ ୫ ଗିରଫ

ବ୍ରହ୍ମପୁର ଅଫିସ,୬।୨: ବଡ଼ବଜାର ଥାନା ପୋଲିସ ଏକ ବଡ଼ଧରଣ ଡକାୟତି ଘଟଣାର ପର୍ଦ୍ଦାଫାଶ କରିଛି । ୩ ଜଣ ପେସାଦାର ଅପରାଧୀ ଓ ୨ ଜଣ ଲୁଟ୍‌ ଟଙ୍କା ରଖିଥିବା ଅଭିଯୋଗରେ ବୁଧବାର ବିଳମ୍ବିତ ରାତିରେ ସେମାନଙ୍କୁ ପୋଲିସ ଗିରଫ କରିଥିବା…

ଘର ତାଲା ଭାଙ୍ଗି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଢେଙ୍କିକୋଟ,୬।୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଲଙ୍ଗଳକଣ୍ଟିସ୍ଥିତ ଖୁର୍ସିଦ୍‌ ମହମ୍ମଦଙ୍କ ଘରୁ ବୁଧବାର ରାତିରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା ଚୋରି ହୋଇଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଖୁର୍ସିଦ୍‌ ଦୀର୍ଘ ୨୦ ବର୍ଷ ଧରି ଲଙ୍ଗଳକଣ୍ଟିରେ…

ଜଳେଶ୍ୱରରେ ଥମୁନି ଧଳା ଜହର କାରବାର: ୫୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଜଳେଶ୍ବର,୫।୨(ଡି.ଏନ୍‌.ଏ.): ପୁଣି ଜଳେଶ୍ବରରେ ଜବତ ହେଲା ଧଳା ଜହର। ବୁଧବାର ଜଳେଶ୍ୱର ପୋଲିସ ୫୦ ଗ୍ରାମର ବ୍ରାଉନ ସୁଗାର ସହ ଦୁଇଟି ମୋବାଇଲ,ଗୋଟିଏ ବାଇକ ଜବତ କରିବା ସହ ତିନି ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନ ସୁଗାରର ମୂଲ୍ୟ…

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ ଜଣେ ଠିକାଦାରଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ…

କାଳୀ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୫।୨(ଡି.ଏନ୍‌.ଏ.): ପ୍ରସିଦ୍ଧ ତନ୍ତ୍ର ପୀଠ ପୁରୀ ଜିଲା ସତ୍ୟବାଦୀ ଥାନା ବୀରଗୋବିନ୍ଦପୁର ଗ୍ରାମର ମା’ ଦକ୍ଷିଣକାଳୀ ପୀଠରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଗ୍ରୀଲ ତାଲାଭାଙ୍ଗି କେହି ଦୁର୍ବୃତ୍ତ ମନ୍ଦିରରେ କଳାକନା ବୁଲାଇ ମା’ଙ୍କ ସୁନା, ରୁପା ଅଳଙ୍କାର ସହ…

ଚାକିରି ନାଁରେ ଠକେଇ: ମାଷ୍ଟରମାଇଣ୍ଡ, ଦଲାଲ ଗିରଫ

ବ୍ରହ୍ମପୁର ଅଫିସ,୩ା୨-ବେକାର ଯୁବତୀ ଯୁବକଙ୍କୁ ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଏକ ଠକ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଓ ଜଣେ ଦଲାଲଙ୍କୁ ବୈଦ୍ୟନାଥପୁର ପୋଲିସ ଗିରଫ କରିଛି। ଏହି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଯାଜପୁରର ରବୀନ୍ଦ୍ର କୁମାର ବେହେରା…

୨୨ ଗ୍ରାମ ବ୍ରାଉନସୁଗାର ଜବତ: ବାଲେଶ୍ୱରର ଶେଖ୍‌ ମୁସ୍ତାକିନ୍‌ ଗିରଫ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର କାରବାର ବଢିଚାଲିଥିବାବେଳେ ଏହା ଉପରେ ରୋକ ଲଗାଇବା ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କ ଫୋର୍ସ) ବିଭିନ୍ନ ସ୍ଥାନରେ ମାରାଥନ ଚଢାଉ ଜାରି ରଖିଛି। ବୁଧବାର ଖଣ୍ଡଗିରି ଥାନା ଅଧୀନ ବରମୁଣ୍ଡା ଅଞ୍ଚଳରେ ଏସ୍‌ଟିଏଫ ଚଢାଉ କରି…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୮ା୧- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ମୟୂରଭଞ୍ଜ ଜିଲା ବାରିପଦାର ସୁନଗଡିଆସ୍ଥିତ ବାସଭବନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ବାଲେଶ୍ୱର ଜିଲା…

କୃଷି ବିଭାଗ କର୍ମଚାରୀ ବୋଲି ପରିଚୟ ଦେଇ ଶିକ୍ଷକଙ୍କଠାରୁ ୪ ଲକ୍ଷ ଠକେଇ

ହାଟଡିହୀ,୨୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡମା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ୪ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏନେଇ ନନ୍ଦିପଦା ଥାନାରେ ଏକ ମାମଲା (ନଂ.୭/୨୦୨୦) ଦାୟର ହୋଇଛି। ଅଭିଯୋଗ ଅନୁସାରେ ଜଣେ ବ୍ୟକ୍ତି ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ…

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ପୁଣି ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ମଙ୍ଗଳବାର ପୁଣି ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଗୋପୀନାଥ ନାୟକ, ସ୍ମୃତିସାଗର ମହାପାତ୍ର, ସୁରଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri