ଅପରାଧ

ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍‌ଷ୍ଟେବଳ ସମେତ ୩ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍‌ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା ସହ ଅସଦାଚରଣ କରିବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ମାମଲାକୁ…

ରେଙ୍ଗାଲି ଗ୍ରାମରେ ବନ ବିଭାଗର ଚଢାଉ : ଟ୍ରାକ୍ଟର ସହ ବିପୁଳ ପରିମାଣର କାଠ ଜବତ

ଲୋଇସିଂହା, ୨।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଅନ୍ତର୍ଗତ ଆଗଲପୁର ବ୍ଲକ ରେଙ୍ଗାଲି ଗ୍ରାମରେ ବନ ବିଭାଗ ଚଢାଉ କରି ବିପୁଳ ପରିମାଣର କାଠ, ସାଇଜ ପଟା, ଟ୍ରାକ୍ଟର ଇଞ୍ଜିନ ସହ କରତ କଳ ଜବତ କରିଛି ା ଜବତ…

ରାଜଧାନୀରୁ ୧ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ଏମାନଙ୍କ ନିକଟରୁ ବାଇକ୍‌ ସହ ୧ କେଜି ୮୦୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ…

ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସୁଣ୍ଢିପଲ୍ଲୀ ଗାଁର ଡାକ ସ୍ବାଇଁ। ପ୍ରକାଶ ଯେ, ମହିଳା…

ହତ୍ୟା ଉଦ୍ୟମ ମାମଲା: ଜେଲ୍‌ ଗଲେ ଦୁଇ ଭାଇ

ଦିଗପହଣ୍ଡି,୩୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ ବ୍ରାହ୍ମଣ ନୂଆପଡ଼ା ଗାଁର ଦୁଇ ଭାଇ ବି. ଶ୍ୟାମସୁନ୍ଦର ଏବଂ ବି. ଶ୍ରୀରାମୁଲୁଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛିି। ଉଭୟଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରାଯାଇଥିବା ଆଇଆଇସି…

୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍‌ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ । ସୂଚନାନୁଯାୟୀ, ଧଳା ଜହର କାରବାର ଭଦ୍ରକ ଜିଲାରେ ବ୍ୟାପକ…

ଯୌତୁକ ନିର୍ଯାତନା ଅଭିଯୋଗ: ୪ଜଣଙ୍କ ନାମରେ ମାମଲା

ଭଣ୍ଡାରିପୋଖରୀ,୩୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତରେ ଜଣେ ବଧୂଙ୍କୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀଙ୍କ ସମେତ ୪ ଜଣଙ୍କ ନାମରେ ଶୁକ୍ରବାର ମାମଲା ରୁଜୁ କରିଛି। ପ୍ରକାଶ ଯେ, ୨୦୧୯ରେ ଭଣ୍ଡାରିପୋଖରୀ ଥାନା ସରପଦା…

ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍‌ , ୧ ଲକ୍ଷ ୫୩ ହଜାର ଜବତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…

କରୋନା ପାଇଁ ନରବଳି ଦେଲେ ପୂଜକ, କଟୁରି ଜବତ

ନରସିଂହପୁର,୨୮ା୫(ଡି.ଏନ୍‌.ଏ.): କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ମା’ ବ୍ରାହ୍ମଣୀ ମନ୍ଦିରରେ ଜଣେ ପୂଜକ କରୋନା ପାଇଁ ନରବଳି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ଦିରର ୭୦ ବର୍ଷୀୟ ପୂଜକ ସଂସାରୀ ଓଝା ପୋଲିସକୁ ଦେଇଥିବା ବୟାନ…

ଜଟଣୀ ବାଇପାସ୍‌ ନିକଟରେ ଅବକାରୀ ଗୁଇନ୍ଦା ବିଭାଗର ଚଢ଼ାଉ: ୧୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୬।୫: କଟକ ଅବକାରୀ ଗୁଇନ୍ଦା ବିଭାଗ ବୁଧବାର ଜଟଣୀ ବାଇପାସ ଛକ ନିକଟରେ ଚଢ଼ାଉ କରି ୧୦୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ଏସ୍‌.କେ.ସରିଫ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକଙ୍କ ନିକଟରୁ ୨ହଜାର ଟଙ୍କା…

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର, ୨୭।୫(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣପୁରରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ କରାଯାଇଛି l ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବି. ସନ୍ତୋଷ କୁମାର ଏବଂ…

କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକରଖି ପଚରାଉଚରା କରୁଥିଲା ା ଘଟଣାରେ ସତ୍ୟତା ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?