ଅପରାଧ

ପାଞ୍ଚ ବର୍ଷର ଝିଅକୁ ବଳାତ୍କାର

ବୋରିଗୁମ୍ମା,୭ା୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବିଜାପୁର ପଞ୍ଚାୟତର ଏକ ଗାଁରେ ଜଣେ ପାଞ୍ଚବର୍ଷର ଶିଶୁକନ୍ୟା ବଳାତ୍କାରର ଶିକାର ହୋଇଛି। ବୁଧବାର ଉକ୍ତ ଗ୍ରାମର ଡମୁ ମୁଦୁଲି (୨୫) ମାଛ ଧରିବା ବାହାନାରେ ନାବାଳିକାଙ୍କୁ ଡାକିନେଇ ପାଖ ଜଙ୍ଗଲରେ ବଳାତ୍କାର କରିଥିଲେ।…

ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ ଘଡେଇ।…

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…

ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସତ୍ୟତା ନାହିଁ, ତଦନ୍ତ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇଛି: ମନ୍ତ୍ରୀ

ବାଲିଆପାଳ/ଭୁବନେଶ୍ୱର,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ./ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ବିଦ୍ୟାଳୟର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ସତ୍ୟତା ନାହିଁ। ତଦନ୍ତ ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଛି। ହେଲେ ବିଦ୍ୟାଳୟରେ ସୁସ୍ଥ…

ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର ଶେଖ୍‌ ମଇନୁଦ୍ଦିନ। ତାଙ୍କ ପାଖରୁ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତଜଣଙ୍କ…

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍‌ ଜବତ

ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍‌ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍‌କୁ ଜବତ…

ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ ଦିନ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସହ ୩ଜଣଙ୍କୁ ଗିରଫ କରିଛି।…

କ୍ୟାବିନ୍‌ ଓଲଟାଇବାକୁ କେନ୍ଦ୍ର କରି ବଚସା: ଯୁବକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପାସପୋର୍ଟ ଅଫିସ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କ୍ୟାବିନ୍‌ ଓଲଟାଇବାକୁ କେନ୍ଦ୍ର କରି ପ୍ରଥମେ ବଚସା ଏବଂ ପରେ ଛୁରାମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଅଭୟ ନାୟକ।…

ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର ଜି. ପିଆରୀ। ଜିଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଯାତ୍ରା ଦେଖୁଥିବା ବେଳେ…

ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ

ଗୋପ,୬।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ…

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ ବୃଦ୍ଧା ମା’। ମୃତ ମହିଳା ହେଲେ ବୈଦେହୀ ସାହୁ (୭୨)। ଅଭିଯୁକ୍ତ ବିଷ୍ଣ…

ବାରିପଦା ଟାଉନ ଥାନା: ହ୍ୟାଣ୍ଡକପ୍‌ ଭାଙ୍ଗି ଅଭିଯୁକ୍ତ ଫେରାର

ବାରିପଦା ଅଫିସ,୫ା୧୧- ସୋମବାର ରାତିରେ ବାରିପଦା ଟାଉନ ଥାନାରୁ ହ୍ୟାଣ୍ଡକପ୍‌ ଭାଙ୍ଗି ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ରାତି ଡ୍ୟୁଟିରେ ଥିବା କର୍ମଚାରୀମାନେ ଶୋଇ ରହିଥିବା ସୁଯୋଗ ନେଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri