ଅପରାଧ

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ: ଚେକ୍‌ ଇସ୍ୟୁ କରିବା ପାଇଁ ୧୪ ହଜାର ଲାଞ୍ଚ ମାଗିଥିଲେ

ବରଗଡ଼ ଅଫିସ, ୧୯।୫: ବରଗଡ଼ ଜିଲା ବିଜେପୁର ଏନ୍‌ଏସି ଅଫିସରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ମାନସ କୁମାର ଦାଶ ମଙ୍ଗଳବାର ସମ୍ବଲପୁର ଡିଭିଜନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏନ୍‌ଏସି ଅଫିସରେ ଭଡ଼ାରେ ଲାଗିଥିବା ଏକ ବୋଲେରୋ ଗାଡିର ବକେୟା ଦେୟ ବାବଦକୁ ଏକ…

ବୁଢ଼ୀ ଠାକୁରାଣୀ ମନ୍ଦିରରୁ ଚୋରି: ରୁପା ଅଳଙ୍କାର, ଦାନ ହୁଣ୍ଡି ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ୩ଟି ଗେଟର ତାଲା ଭାଙ୍ଗି ମା’ ଠାକୁରାଣୀ ପରିଧାନ କରିଥିବା ସମସ୍ତ…

ଶାବଳରେ ଭୁସି ବୃଦ୍ଧ ବାପାଙ୍କୁ ହତ୍ୟା, ଅଭିଯୁକ୍ତ ପୁଅ ଫେରାର

ଚୌଦ୍ୱାର,୧୭।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ସଫା ପଞ୍ଚାୟତର ଆଦିବାସୀ ବହୁଳ କଙ୍କାଳି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମରେ ପୁଅ ଶାବଳ ଭୁସିଦେବା ହେତୁ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାଉତ ହେମ୍ରମ(…

ସତ୍ୟ ସ୍ବାଇଁଙ୍କୁ ଗୁଜରାଟ ପୋଲିସ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କ ଫାଶୀ ଦାବି

ଭଞ୍ଜନଗର,୧୬ା୫(ଡି.ଏନ୍‌.ଏ.): ଗୁଜରାଟ ପୋଲିସ ସତ୍ୟବାନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା କରିବା ପରେ ସମସ୍ତ ପ୍ରମାଣ ନଷ୍ଟ ଲାଗି ଅପଚେଷ୍ଟା ଚଳାଇଛି। ମୋ’ ପୁଅ ଯେମିତି ବାପ ଛେଉଣ୍ଡ ହୋଇଗଲା ସେମିତି ଦୋଷୀମାନଙ୍କୁ ମଧ୍ୟ ଫାଶୀ ଦିଆଯାଉ ବୋଲି ମୃତ ସତ୍ୟଙ୍କ ସ୍ତ୍ରୀ…

ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ ଗଞ୍ଜାମ…

ଚିଲିକାରେ ଡଙ୍ଗା ଯୋଗେ ପୁରୀ ଜିଲାକୁ ହେଉଛି ଚାଲାଣ: ରମ୍ଭା ପୋଲିସର ଚଢ଼ାଉ; ୨ହଜାର ଲିଟର ଦେଶୀ ମଦ ଜବତ,୮ ଗିରଫ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚିଲିକାରେ ଡ଼ଙ୍ଗା ଯୋଗେ ଗଞ୍ଜାମ ଜିଲାରୁ ପୁରୀ ଜିଲାର ପାରିକୁଦ ଅଞ୍ଚଳକୁ ଚୋରା ମଦ ବିକ୍ରି ପାଇଁ ଚାଲାଣ ବେଳେ ଶନିବାର ରମ୍ଭା ପୋଲିସ ଚଢ଼ାଉ କରି ଜବତ କରିଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ଗିରଫ କରାଯିବା…

ସୁପରଭାଇଜରଙ୍କ ମୃତ୍ୟୁକୁ ନେଇ କଣିହାଁ ଏନ୍‌ଟିପିସିରେ ଉତ୍ତେଜନା, ନିଯୁକ୍ତି ସହ କ୍ଷତିପୂରଣ ଦାବି

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା କଣିହାଁ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ପାଉଁଶ ପୋଖରୀରେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହର କିଛି ଅଂଶ ସହ ଚପଲ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କର ପରିଚୟ ମିଳିଛି। ମୃତକ ହେଲେ କଣିହାଁ ଥାନା କାକୁଡ଼ିଆ ଗ୍ରାମର ରୁଲୁ…

ଭଲପାଇ ପ୍ରତାରଣା ଅଭିଯୋଗ: ଯୁବକ କୋର୍ଟଚାଲାଣ

ଭଣ୍ଡାରିପୋଖରୀ, ୧୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ଅଞ୍ଚଳର ଜନୈକ ଯୁବତୀଙ୍କୁ ମନୋହରପୁର ଗ୍ରାମର ବିଶ୍ୱଜିତ ପଲେଇ ୨୦୧୭ ମସିହାରୁ ଭଲପାଇ ଆସୁଥିଲେ। ଯୁବତୀଙ୍କ ସହ ସମ୍ପର୍କ ରଖିବା ପରେ ବିଶ୍ୱଜିତ୍‌ ତାଙ୍କୁ ଧୋକା ଦେଇଥିବା ନେଇ ଗୁରୁବାର ରାତିରେ…

ପୋଲିସ ସମ୍ମୁଖରୁ ଚମ୍ପଟ ମାରିଲେ ମୁଖ୍ୟ ଗୁଟ୍‌ଖା ବ୍ୟବସାୟୀ, ୨ ମୋଟରସାଇକେଲ ଜବତ; ୩ ଗିରଫ

ପୁରୁଷୋତ୍ତମପୁର,୧୪ା୫(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ପ୍ରଶାସନ ପକ୍ଷରୁ ଗୁଟ୍‌ଖା ପରି ମାଦକ ଦ୍ରବ୍ୟ ବିକ୍ରି ଉପରେ କଟକଣା ଜାରି କରାଯାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏହି କଟକଣାକୁ ଉଲ୍ଲଂଘନ କରି ଜନୈକ ବ୍ୟବସାୟୀ ଦୀର୍ଘଦିନ ହେଲା ଚଢ଼ାଦରରେ ବେଆଇନ…

ହତ୍ୟା ମାମଲାର ସାକ୍ଷୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ମାଷ୍ଟରମାଇଣ୍ଡ୍‌ ଫେରାର, ୪ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩ା୫: ଏକ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣାର ୪ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ କେସ ନମ୍ବର ୧୩୧/୨୦ରେ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ରୋହିଗାଁର…

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା: ସମ୍ପର୍କୀୟ ବୋହୂ କୋର୍ଟଚାଲାଣ; କଟୁରି, ଲୁଗା ଜବତ

ବଡ଼ବିଲ,୧୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ବଡ଼ବିଲ ପୋଲିସ। ଡାହାଣୀ…

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?