ଅପରାଧ

ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ

ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକୁରଗଡ଼ ଗ୍ରାମର ହାଡିବନ୍ଧୁ ନାୟକ, ନୀଳକଣ୍ଠ...

ନାବାଳିକାଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ, ଶାଶୁ, ଶ୍ୱଶୁର, ଦିଅର ଫେରାର

ପୁରୁଷୋତ୍ତମପୁର,୧୯ା୯(ଡି.ଏନ.ଏ.)- ସରକାର ବାଲ୍ୟ ବିବାହ ରୋକିବା ଲାଗି ସ୍ବତନ୍ତ୍ର ଆଇନ ପ୍ରଣୟନ କରିଛନ୍ତି। ବିବାହ କରୁଥିବା ଅଧିକାରୀ ଓ ବିବାହ ପଞ୍ଜିକୃତ ଅଧିକାରୀଙ୍କୁ ଉଭୟ ବର କନ୍ୟାଙ୍କ ଜନ୍ମଗତ ବୟସ ସମ୍ପର୍କିତ ପ୍ରମାଣପତ୍ରକୁ ତନଖି କରି କାର୍ଯ୍ୟ କରିବାକୁ କଡା...

ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି

ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ ଇଲେକ୍ଟ୍ରି ଦୋକାନ, ତେଜରାତି, ସେଲୁନ, ଗୋଖାଦ୍ୟ ଓ ଗୋଟିଏ ଭେରାଇଟି ଷ୍ଟୋରର କବାଟ...

୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍‌ସିଂହପୁର ଜିଲାରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ଗୁରୁବାର କଟକ ଜିଲା ସାଲେପୁରର ଜନୈକ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବରଗଡ଼ ଜିଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ

କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା...

ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’

କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ...

ପୁଅଙ୍କୁ ହତ୍ୟା କରିଦେବା ଧମକ ଦେଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ, ୧୮।୯: ମହିଳାଙ୍କୁ ଧମକ ଦେଇ ବଳତ୍କାର କରିଥିବା ଅଭିଯୋଗ ରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଶରତ ଦାସ। ମାମଲା ନଂ(୧୯୫/୧୯) ଅନୁସାରେ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି ବୋଲି...

ଏସ୍‌ଟିଏଫ୍‌ ହାତରେ ଲେଡି ବ୍ରାଉନ୍‌ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା ଖାତୁନ। ଅନ୍ତର୍ଜାତୀୟ ଡ୍ରଗ ୍ସମାଫିଆ ଶେଖ ରାଜାଙ୍କ ସହ ତାଙ୍କର ସମ୍ପୃକ୍ତି...

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟ୍‌ର ଶିକାର ହୋଇଛନ୍ତି ସିମନବାଡ଼ି ଓ ବୁଡ଼ାଗୁଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ...

ମଦ ନେଲା ଜୀବନ: ନିଶାରେ ସ୍ତ୍ରୀଙ୍କୁ ପିଟି ମାରିଦେଲେ ସ୍ବାମୀ

ରେମୁଣା,୧୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ସେରଗଡ଼ ପଞ୍ଚାୟତ ୯ନଂ ଓ୍ବାର୍ଡରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ସ୍ବାମୀ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ବାସନ୍ତି ସିଂ(୩୦)। ଖବର ପାଇ...

କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ: ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା ଅଫିସ,୧୮।୯: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡ ଛକରେ ଘଟିଥିବା ଗୁଳିକାଣ୍ଡରେ ବୁଧବାର ସକାଳେ ଜଣେ ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଣିତ୍ରୀ ଗ୍ରାମର ଉମେଶ ଚନ୍ଦ୍ର ସାହୁଙ୍କ ପୁଅ ଗଗନ ବିହାରୀ (୨୮)।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri