ମହିଳାଙ୍କୁ ଆକ୍ରମଣ, ବେଆଇନ ମଦ କାରବାର ଅଭିଯୋଗ: ୩ ଅଭିଯୁକ୍ତ କୋର୍ଟଚାଲାଣ
ଲୋଇସିଂହା,୧୧।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଝରଣୀପାଲି ପଞ୍ଚାୟତ ପଥରମୁଣ୍ଡା ଗାଁର ଜଣେ ମହିଳାଙ୍କୁ ଆକ୍ରମଣ ଓ ବେଆଇନ ମନ କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରିଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ପଥରମୁଣ୍ଡା ଗାଁର…
ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ
ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡା। ବୃଦ୍ଧାଙ୍କ ସାଙ୍ଗରେ ଯାଇଥିବା…
ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍ସୁଗାର: ଯୁବକ ଅଟକ
ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା ଓ ମାଛ ବିକ୍ରି କରିବା ଆଳରେ ପୁଡିଆ କରି ବ୍ରାଉନ୍ସୁଗାର କାରବାର ନଜରକୁ ଆସିଛି।…
ସୁକତେଲ ବ୍ରିଜ୍ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ
ପାଟଣାଗଡ, ୬।୫(ଡି.ଏନ୍.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ।…
ଜୁଆ ଆଡ୍ଡାରେ ଚଢ଼ାଉ: ୯୬୫୦ ଟଙ୍କା, ୪ ବାଇକ୍ ଜବତ; ୪ କୋର୍ଟଚାଲାଣ
ଲୋଇସିଂହା,୬ା୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଅନ୍ତର୍ଗତ କଠିପାଲି ଛକଠାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ମଙ୍ଗଳବାର ଅପରାହ୍ନରେ ଲୋଇସିଂହା ପୋଲିସ ଚଢ଼ାଉ କରିଥିଲା। ଜୁଆ ଆଡ୍ଡାରୁ ୯ ହଜାର ୬୫୦ ଟଙ୍କା, ୪ ବାଇକ୍,୫ ମୋବାଇଲ,ତାସ୍…
ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ
ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍ ଟିମ୍ ସହିତ ତଦନ୍ତ ଆରମ୍ଭ…
ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ
ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍ର ଶିକାର…
ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼, କ୍ୟାମେରା ଭାଙ୍ଗିଲେ
ପୁରୀ ଅଫିସ,୪ା୫: ପ୍ରେସ୍ ସ୍ବାଧୀନତା ଦିବସରେ ରବିବାର ପୁରୀରେ କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଛି। ବାଲୁଖଣ୍ଡ ଅଭୟାରଣ୍ୟର ପ୍ରକୃତି ନିବାସରେ ଶୁଟିଂ ବେଳେ ବନ କର୍ମଚାରୀ ମାଡ଼ ମାରିବା ସହ କ୍ୟାମେରା ଭାଙ୍ଗି ଦେଇଛନ୍ତି। କ୍ୟାମେରାମ୍ୟାନ୍…
ଯୁବକଙ୍କ ହତ୍ୟା କରି ପୋଖରୀରେ ଫିଙ୍ଗିଲେ
ଶେରଗଡ଼, ୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋଠଗାଁ ଗ୍ରାମରେ ଶନିବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଉକ୍ତ ଗ୍ରାମର ଅକୃର ନାହାକ(୩୨)। ଶେରଗଡ଼ ପୋଲିସ ମୃତଦେହକୁ ଜବତ…
ଚୌଦ୍ୱାର ଅଞ୍ଚଳରେ ବଢ଼ୁଛି ବେଆଇନ୍ ମଦବିକ୍ରୀ: ଅବକାରୀ ବିଭାଗର ଚଢ଼ାଉ, ୨ ଗିରଫ
ଚୌଦ୍ୱାର,୨ା୫(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଞ୍ଚଳରେ ବେଆଇନ ମଦ ବିକ୍ରୀ ହେଉଥିବା ନେଇ ଅଭିଯୋଗ ହେବା ପରେ ଅବକାରୀ ବିଭାଗ ଚୌଦ୍ୱାର ଶାଖା ତରଫରୁ ଚୌଦ୍ୱାର ସହର ଓ ଗ୍ରାମାଞ୍ଚଳରେ ଚଢାଉ କରାଯାଇଛି। ଏଥିରେ ୨ଜଣ ଦେଶୀ ମଦ ବିକ୍ରେତାଙ୍କୁ…
ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଜୁଆଡ଼ି ଗିରଫ, ୮୫ ହଜାର ୫୦୦ ଟଙ୍କା ଜବତ
ଛତ୍ରପୁର, ୨।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ମାଣ୍ଡିଆପଲ୍ଲୀ ଟାଟା ପ୍ରକଳ୍ପ ନିକଟ ଏକ ଜଙ୍ଗଲରେ ଜୁଆ ଖେଳ ଚାଲିଥିବା ନେଇ ଚମାଖଣ୍ଡି ଥାନା ପୋଲିସକୁ ଶୁକ୍ରବାର ସନ୍ଧ୍ୟାରେ ଖବର ମିଳିଥିଲା। ଏହାପରେ ଛତ୍ରପୁର ଏସ୍ଡିପିଓ ଗୌତମ କିଷାନଙ୍କ ନେତୃତ୍ୱରେ ଚମାଖଣ୍ଡି ପୋଲିସର ଏକ…
ଗୋରୁ ହତ୍ୟା ଅଭିଯୋଗରେ ଦୁଇ ଯୁବକ ଗିରଫ, ପୋଲିସର ତଦନ୍ତ ଆରମ୍ଭ
ଆନନ୍ଦପୁର,୨। ୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ହୁଡ଼ି ସାହିରେ ଏକ ଜିଅନ୍ତା ଗୋରୁକୁ ହତ୍ୟା କରିବା ଓ କାଟିବା ଅଭିଯୋଗରେ ଶୁକ୍ରବାର ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ବାଉଁଶଗଡ଼ ଗ୍ରାମର ଜଗନ୍ନାଥ ବେହେରା ଏବଂ…

