ଅପରାଧ

ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ ସାହୁଙ୍କ ପୁଅ ପ୍ରଶାନ୍ତ (୨୨)। ସୂଚନାନୁଯାୟୀ, ପ୍ରଶାନ୍ତ ଓ ତାଙ୍କ ସାଙ୍ଗ ଉକ୍ତ…

ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ କନକଲତା ରୋହିଦାସ(୩୫)। ଖବର ପାଇ ଝାରସୁଗୁଡା ଏସ୍‌ଡିପିଓ…

ବନ୍ଧୁକ ଦେଖାଇ ଗହଣା ଲୁଟ୍‌ ଘଟଣା: ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଠାବ, କାର୍‌ ଜବତ

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଗହଣା ଦୋକାନରୁ ୩୦ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି। ବସ୍ତା ଥାନା ଆଇଆଇସି ଧନେଶ୍ୱର ସାହୁ ଯୋଜନା ପ୍ରସ୍ତୁତ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ: ୨ ଅଟକ

ରସୁଲପୁର,୨୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ମଙ୍ଗଳବାର ଥାନାରେ ତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୋମବାର ସନ୍ଧ୍ୟାରେ ନାବାଳିକା…

ଜୁଆ ଆଡ୍ଡାରେ ଚଢ଼ାଉ: ୮ ଜୁଆଡି ଗିରଫ

ଜୟପୁର,୨୬।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ବୈରାଗୀମଠ ଗ୍ରାମଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଏଥିରେ ପୋଲିସ ୮ ଜଣ ଜୁଆଡିଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କଠାରୁ ନଗଦ…

ମା’ଙ୍କୁ ବଳାତ୍କାର, ନାବାଳକ ପୁଅ ସହ ଅପ୍ରାକୃତିକ ଯୌନ କ୍ରିୟା: ନୟାଗଡ଼ ଡିଇଓ କାର୍ଯ୍ୟାଳୟର ଷ୍ଟେନୋଙ୍କୁ ଜେଲ

ଖୋର୍ଦ୍ଧା ଅଫିସ,୨୬ା୧୧: ମା’କୁ ବଳାତ୍କାର, ନାବାଳକ ପୁଅକୁ ଅପ୍ରାକୃତିକ ଯୌନ କ୍ରିୟା କରି ନୟାଗଡ଼ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟର ଷ୍ଟେନୋ ସୁରେନ୍ଦ୍ର ବାରିକ (୫୮) ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଦ୍ୱାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ…

ନକଲି ଜର୍ଦ୍ଦା କାରଖାନା ଠାବ: ଜଣେ ଗିରଫ

ଭଦ୍ରକ ଅଫିସ, ୨୫ା୧୧- ଭଦ୍ରକ ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ମିର୍ଜାପୁର ଚିଡ଼ିଆମାରପଦାରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ସେଠାରୁ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ଜର୍ଦ୍ଦା ସମେତ ପ୍ରସ୍ତୁତ ସାମଗ୍ରୀ ଜବତ କରିଛି…

ଦାଣ୍ଡ ସୁବର୍ଣ୍ଣମୁଖୀ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ମା’ଙ୍କ ଅଳଙ୍କାର ନେଇଗଲେ ଦୁର୍ବୃତ୍ତ

ଭଣ୍ଡାରିପୋଖରୀ,୨୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ସରସଦା ପଞ୍ଚାୟତ ଏକଗୋଲା ଗ୍ରାମ ଛକରେ ଥିବା ଦାଣ୍ଡ ସୁବର୍ଣ୍ଣମୁଖୀ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ମା’ଙ୍କ ସୁନା ଓ ରୁପାର ମୁକୁଟ, ଚିତା…

ବଧୂହତ୍ୟା ଅଭିଯୋଗ: ସ୍ବାମୀ ଅଟକ, ଶାଶୁ-ଶ୍ୱଶୁର ଫେରାର

ଭୁବନ,୨୫।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଡିହସାହିରେ ସୋମବାର ଯୌତୁକ ପାଇଁ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ନବବଧୂ ଜଣଙ୍କ ଭୁବନ ଥାନା ବାଳୁଆ (ବି) ଗ୍ରାମର ବାଳକୃଷ୍ଣ ପରିଡ଼ାଙ୍କ ଝିଅ ବନିତା ରାଉତ (୨୩)। ବନିତା ମେ ୨୦୧୮ରେ…

୨ ଲକ୍ଷ ୮୭ ହଜାର ଲୁଟିନେଲେ ଦୁର୍ବୃତ୍ତ: ଲୁଟେରାଙ୍କ ସୁରାକ ପାଉନି ପୋଲିସ

ପଟ୍ଟାମୁଣ୍ଡାଇ,୨୫।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ବ୍ରାହ୍ମଣୀ ବନ୍ୟା ସୁରକ୍ଷା ବନ୍ଧର ବକ୍ତାରପୁର କେନାଲ ପୋଲ ନିକଟରୁ ରବିବାର ଅପରାହ୍ନ ୧ଟା ବେଳେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରାଜନଗର ମଦ ଦୋକାନ କର୍ମଚାରୀ ସନାତନ ବିଶ୍ୱାଳଙ୍କଠାରୁ ୨ଲକ୍ଷ ୮୭ ହଜାର ଟଙ୍କା ଲୁଟି…

ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ଦୁଇଟି ଗାଡ଼ିରେ କିଛି ଯୁବକ ଧରଣୀଧରଙ୍କ…

ଜୁଆ ଆଡ୍ଡାରେ ଚଢାଉ: ୮ କୋର୍ଟଚାଲାଣ

ସୁନ୍ଦରଗଡ଼,୨୪।୧୧(ଡି.ଏନ୍‌ଏ.): ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଲିଆ ଚକ୍ରାମାଲ ଗ୍ରାମରେ ଏକ ଜୁଆ ଆଡ୍ଡା ଉପରେ ଶୁକ୍ରବାର ଚଢାଉ କରଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହିତ ନଗଦ ୨୪ ହଜାର ୫୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri