କବିସୂର୍ଯ୍ୟନଗର ଥାନା ହାଜତ ମୃତ୍ୟୁ ମାମଲା: ଗଞ୍ଜାମ ଏସ୍ପିଙ୍କ ସହ ଆଲୋଚନା କଲା HRPC ଟିମ, ମିଳିବ CCTV ଫୁଟେଜ
ଛତ୍ରପୁର, ୪।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ପୋଲିିସର ‘ଥାର୍ଡ ଡିଗ୍ରୀ’ ଯୋଗୁ ଦିବ୍ୟାଙ୍ଗ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ମାମଲାରେ ଏବେ ମାନବାଧିକାର ସୁରକ୍ଷା ସେଲ (HRPC) ପକ୍ଷରୁ ତଦନ୍ତ ପ୍ରକ୍ରିୟା ଜୋରଦାର ଚାଲିଛି। ଏହି କ୍ରମରେ…
ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍ ଗଲେ ବାପ-ପୁଅ
ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିଲା। ବୁଧବାର…
ଫେସବୁକରୁ ପ୍ରେମ…ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ଉପଜିଲାପାଳଙ୍କ ନାଁରେ ବଳାତ୍କାର ଅଭିଯୋଗ
ଭୋପାଳ,୪।୬: ମଧ୍ୟପ୍ରଦେଶର ମୋରେନାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଉପଜିଲାପାଳଙ୍କ ବିରୋଧରେ ବିବାହର ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ବଳାତ୍କାର କରିବାର ଗୁରୁତର ଅଭିଯୋଗ ଆସିଛି । ପୀଡିତାଙ୍କ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ…
ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…
ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ବାବନଙ୍କ ମା’ ଆଳି ଥାନାରେ ବୁଧବାର ଅଭିଯୋଗ କରିଛନ୍ତି। ଅପରପକ୍ଷେ…
ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ
ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି । ପୀଡିତାଙ୍କ ପରିବାର ଅନୁଯାୟୀ, ଅଭିଯୁକ୍ତମାନେ ଜିୟାବୁର…
ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ
ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ଅତାବିରା ଥାନା ଅନ୍ତର୍ଗତ ଗୁର୍ଖାପାଲି ଦେହେରୀପଡ଼ାର…
ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ
ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଛତିଶଗଡ଼…
ଯୁବତୀଙ୍କୁ ଲଜ୍ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…
ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି
ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା।…
ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…
ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର ପାତ୍ର ଅପହରଣ କରାଯାଇ ହତ୍ୟା କରାଯାଇଥିଲା। ସେହିପରି ମେ’ ୨୯ରେ ଗୋଳନ୍ଥରା ଥାନା…
ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ
ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ ଲୁଟ କରିବା ସହିତ ବଳାତ୍କାର କରାଯାଇଛି। ଏହି ଅପରାଧ କରିବା ସହିତ ଦୁଇ…
ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…
ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। କୋତୱାଲି ଥାନା ଅନ୍ତର୍ଗତ ହିନ୍ଦନ ଅଞ୍ଚଳର ସାଇ ଉପବନରୁ…

