ଥାନା ନିକଟରୁ ୧୮ ଲକ୍ଷ ଲୁଟିନେଲେ ଲୁଟେରା
ଖୁଣ୍ଟୁଣୀ, ୨୯।୧୦(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍ ଉପରୁ ମଙ୍ଗଳବାର ୧୮ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଲୁଟ୍ର ଶିକାର ହୋଇଛନ୍ତି ଏକ ଘରୋଇ କମ୍ପାନୀର କର୍ମଚାରୀ…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି ଭାରପ୍ରାପ୍ତ ସମ୍ପାଦକ
ନିମାପଡ଼ା, ୨୮।୧୦(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି)ର ଭାରପ୍ରାପ୍ତ ସମ୍ପାଦକ ବିଜୟ କୁମାର ସ୍ବାଇଁଙ୍କ କିଆକଣ୍ଟା ଗ୍ରାମସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଇ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବାଇଁଙ୍କ ଘର ସମେତ…
ପୋଲିସ ଏନ୍କାଉଣ୍ଟରରେ ଅପରାଧୀ ଟିଙ୍ଗିରି ଆହତ
ଆସିକା,୨୮।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥରରେ ପୋଲିସ ଏନ୍କାଉଣ୍ଟରରେ ଟିଙ୍ଗିରି ଦୋରା(୩୨) ନାମକ ଜଣେ ଅପରାଧୀ ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଦୀପାବଳି ଅବସରରେ ଗାଁରେ କିଛି ଖେଳ ହେଉଥିଲା। ସେଠାରେ ଗାଁର…
ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ
ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବିଜୟ…
ଜେଲ୍ରୁ କଏଦୀ ଫେରାର
ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ ଫେରାର ହୋଇଯାଇଥିବା ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ଯାଜପୁର ଥାନାରେ ଅଭିଯୋଗ ହୋଇଛି।…
୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍ର୍ ଭିଜିଲାନ୍ସ ଦ୍ୱାରା ଗିରଫ
ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର ଜିତୁ ମଣ୍ଡଳ ଭୁବନେଶ୍ୱର ଭିଜିଲାନ୍ସ ଦ୍ୱାରା ବୁଧବାର ଗିରଫ ହୋଇଛନ୍ତି। ଉଭୟଙ୍କ ଠାରୁ ୫…
ବ୍ୟବସାୟୀଙ୍କ ବାଇକ୍ ଡିକି ଭାଙ୍ଗି ଲୁଟ୍: ସୁନାରୂପା ଗହଣା ସହ ୧୮ ହଜାର ନେଇଗଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ
ଭଣ୍ଡାରିପୋଖରୀ,୨୩।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱ ବାରିକପୁର ବଜାର ରାସ୍ତାରେ ଜଣେ ବ୍ୟବସାୟୀଙ୍କଠାରୁ ସୋମବାର ରାତିରେ ଲୁଟ ହୋଇଛି। ବ୍ୟବସାୟୀ ପ୍ରଫୁଲ୍ଲ ସାହୁ ନିଜର ସୁନା ଦୋକାନ…
ଉଠାଣୀନୂଆଗାଁ ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ଟଙ୍କାର ନକଲି ମଦ, ସରଞ୍ଜାମ ସହ ଗଞ୍ଜେଇ ଜବତ
ବଡ଼ସାହି,୨୩।୧୦(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ ବୋତଲ, ଖାଲି ବୋତଲ, ଠିପି, ଲେବଲ, ସିଲ, ଖୋଳ, ସ୍ପିରିଟ, ଥିନର ଓ…
ମାଓବାଦୀଙ୍କ ନାମରେ ଠିକାଦାରଙ୍କୁ ୨୫ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ: ନାରାୟଣପାଟଣାରୁ ୩ ନକଲି ମାଓବାଦୀ ଗିରଫ
କୋରାପୁଟ/ନାରାୟଣପାଟଣା,୨୨।୧୦(ସ୍ବ.ପ୍ର/ଡି.ଏନ୍.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରୁ ମଙ୍ଗଳବାର ୩ ଜଣ ନକଲି ମାଓବାଦୀଙ୍କୁ କରାଯାଇଛି। ନାରାୟଣପାଟଣା ଅଞ୍ଚଳରେ ବହୁ ଠିକାଦାରଙ୍କଠାରୁ ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗରେ ଏମାନଙ୍କୁ ନାରାୟଣପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା…
ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ
ଯୋଡ଼ା,୨୨।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ ୨ ଜଣ ମହିଳା ଧରାପଡିଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ , ମଙ୍ଗଳବାର ପୂର୍ବାହ୍ନରେ…
ଭିଜିଲାନ୍ସ ଜାଲରେ ଇଏସ୍ଆଇ ଡାକ୍ତରଖାନାର ମୁଖ୍ୟ କିରାଣୀ
ସୁନ୍ଦରଗଡ, ୨୨।୧୦(ଡି.ଏନ୍.ଏ.): ସୁନ୍ଦରଗଡ ଜିଲା କାଂଶବାହାଲସ୍ଥିତ ଇଏସ୍ଆଇ ହସ୍ପିଟାଲର ମୁଖ୍ୟ କିରାଣୀ ବିଷ୍ଣୁଚରଣ ମଲ୍ଲିକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଷ୍ଣୁଚରଣ ଡାକ୍ତରଖାନାର ଆମ୍ବୁଲାନ୍ସ ଡ୍ରାଇଭର ବୈରାଗୀ ବେହେରାଙ୍କଠାରୁ ଜିପିଏଫ୍ ମଞ୍ଜୁର ପାଇଁ ୧ହଜାର ଟଙ୍କା ଲାଞ୍ଚ…
ପୁଅର ଶାବଳ ମାଡ଼ରେ ବାପା, ଭାଇବୋହୂ ଗୁରୁତର
ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଧୂଷୁରୀ ଥାନା ଅସୁରାଳି ହଂସପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଶାବଳ ମାଡ଼ରେ ବାପା ଓ ଭାଇବୋହୂ ଗୁରୁତର ହୋଇଥିବା ଜଣାପଡ଼ିଛି। ଅଭିଯୋଗ ଅନୁଯାୟୀ, ଉକ୍ତ ଗ୍ରାମର ବୃନ୍ଦାବନ କବି ଏବଂ ତାଙ୍କ…
Archives


