ଲକ୍ଡାଉନ୍ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ
ଜି.ଉଦୟଗିରି,୧୯।୪(ଡି.ଏନ୍.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍ ଡାଉନ୍ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ ଭିତରେ ମଦ ଭାଟି କରି ମଦ ପ୍ରସ୍ତୁତ କରୁଛନ୍ତି। ତେଣୁ ଜି.ଉଦୟଗିରି ପୋଲିସ…
କାଳି ମନ୍ଦିରରେ ତାଲା ଭାଙ୍ଗି ଲୁଟ୍: ମା’ଙ୍କ ଟଙ୍କା,ସୁନା, ରୁପା ନେଇଗଲେ ଦୁର୍ବୃତ୍ତ; ପୋଲିସର ତଦନ୍ତ ଆରମ୍ଭ
ପାଟପୁର,୧୯।୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଳାସପୁର କାଳୀ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ସାରା ଅଞ୍ଚଳରେ ଲକ୍ଡାଉନ୍ ଚାଲିଥିବା ସମୟରେ ମନ୍ଦିର ଗୁଡିକ ବନ୍ଦ ଥିବା ବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…
କୁକୁଡ଼ା ଚୋରି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରାମାଡ଼: ଜଣେ ଗୁରୁତର; ୬ ଆହତ, ୨ଅଟକ
ଭଦ୍ରକ ଅଫିସ,୧୯ା୪: କୁକୁଡ଼ା ଚୋରି ସନ୍ଦେହରେ ପ୍ରଥମେ କମେଣ୍ଟମରା ଓ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଉଭୟ ପକ୍ଷର ଜଣେ ଗୁରୁତର ଏବଂ ଆହତ ହୋଇଛନ୍ତି। ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଗ୍ରାମଞ୍ଚଳ…
ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ
ତାଳଚେର,୧୮ା୪(ନି.ପ୍ର)- ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି।…
ଜୁଆ ଆଡ୍ଡାରୁ ୮ ଗିରଫ
ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ମାମଲା…
ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ
ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ ତହସିଲଦାର ଜ୍ୟୋତିକାନ୍ତ ଭୂଜବଳଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ। ଶନିବାର ପୂର୍ବାହ୍ନରେ ଜିଲାପାଳ ରଞ୍ଜନ କୁମାର…
ଲକ୍ଡାଉନ୍ ଯୋଗୁ ବଢ଼ିଛି ଦେଶୀ ମଦ ମାଫିଆଙ୍କ ପ୍ରାର୍ଦୁଭାବ: ଜଙ୍ଗଲରେ ଚଢ଼ାଉ କରି ୧୨୦୦ଲିଟର ମହୁଲ ପୋଚ ନଷ୍ଟ କଲା ବାଲିଗୁଡ଼ା ପୋଲିସ, ଜଣେ ଗିରଫ
ବାଲିଗୁଡ଼ା,୧୮।୪.(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କଟପଡ଼ି ଜଙ୍ଗଲରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି। ଏଥିରେ ପୋଲିସ ୧୨୦୦ ଲିଟର ମହୁଲ ପୋଚ ସହ ମଦ ରନ୍ଧା ସାମଗ୍ରୀ ନଷ୍ଟ କରିଛି । ଘଟଣା ସ୍ଥଳରୁ ୩୦ ଲିଟର ରନ୍ଧା ଦେଶୀ…
ପୁବୁ ସାହି ନିକଟ ଶଙ୍ଖ ତଳୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ସାନପୁଅ ଆଣିଲେ ହତ୍ୟା ଅଭିଯୋଗ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଆଦର୍ଶ ଥାନା ପୋଲିସ
ଖୋର୍ଦ୍ଧା ଅଫିସ,୧୬।୪: ଖୋର୍ଦ୍ଧା ଆର୍ଦଶ ଥାନା ଜାତୀୟ ରାଜପଥ ପୁବୁ ସାହି ନିକଟ ଶଙ୍ଖ ତଳୁ ପୋଲିସ ଗୁରୁବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଗଗନ ବିହାରୀ ବେହେରା(୬୦)। ତେବେ ତାଙ୍କୁ କେହି ହତ୍ୟା କରି ଶଙ୍ଖ…
ବାଟ ନ ଛାଡ଼ିବାରୁ ସୀମାନ୍ତ ପୋଲିସ ଉପରେ ଆକ୍ରମଣ: ଜଣେ ମହିଳା କନଷ୍ଟେବଳ, ୩ ହୋମଗାର୍ଡ ଆହତ
ଠାକୁରମୁଣ୍ଡା,୧୬ା୪(ଡି.ଏନ୍.ଏ.) : ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳ ବେନିସାଗର ଛକ ରାସ୍ତାରେ ଅସ୍ଥାୟୀ ବ୍ୟାରିକେଟ୍ ଲଗାଇ ଜଗି ରହିଥିବା ଓଡ଼ିଶା ପୋଲିସ ଉପରେ ଝାଡ଼ଖଣ୍ଡ ଅଞ୍ଚଳର ପ୍ରାୟ ୨୦/୩୦ ଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪ ଜଣ ପୋଲିସ ଆହତ…
ଶିମିଳିପାଳରୁ ଶମ୍ବର ଶିକାର: ୬ ଶିକାରୀ ଗିରଫ
ଠାକୁରମୁଣ୍ଡା,୧୪ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ବିଟ ଅନ୍ତର୍ଗତ ଶିମିଳିପାଳ ସଂଲଗ୍ନ ଡ଼ଙ୍ଗାଡିହା ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ କର୍ମଚାରୀମାନେ ୬ ଶିକାରୀଙ୍କୁ ଗିରଫ କରିଛନ୍ତି। ଶିକାରୀମାନେ ଏକ ଶମ୍ବର ଶିକାର କରି ତାର ମାଂସକୁ ଭାଗବାଣ୍ଟ…
ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ
ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ଘର ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ବଲାଣିପାସି ଗ୍ରାମରେ। ଏହି…
ଲକ୍ଡାଉନ୍ ସମୟରେ ବି ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି: ରାଜଧାନୀର ୨ ଘରୁ ଲୁଟିନେଲେ ଟଙ୍କା, ଅଳଙ୍କାର
କଲେଜରୋଡ୍,୧୨ା୪(ଡି.ଏନ୍.ଏ.): କରୋନା ଭୂତାଣୁ ଯେଭଳି ନ ବ୍ୟାପେ ସେନେଇ କମିଶନରେଟ୍ ପୋଲିସ ସହରର ବିଭିନ୍ନ ସ୍ଥାନରେ ଚେକିଂ ଜାରିରଖିଛି। କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି। ଘରେ ସମସ୍ତେ ଥିବା ବେଳେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ…

