ଅପରାଧ

ଯୁବତୀଙ୍କୁ ଅସଦାଚରଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୧୪ା୧୦(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ ପ୍ରାୟ…

ଡକାୟତି ଉଦ୍ୟମ ପଣ୍ଡ : ଅଟକ ୨ ଡକାୟତ ଜେଲ ଗଲେ

ରଣପୁର,୧୪ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଅଟକ ଥିବା ୨ ଡକାୟତ ଡମସାହିର ଯଶୋଦା ପ୍ରଧାନ (୩୮) ଓ ସୁବ୍ରତ ନାୟକ (୪୫)ଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ରଣପୁର ସବ୍‌ଜେଲକୁ…

ଚୌଦ୍ୱାରରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର

ଚୌଦ୍ୱାର,୧୩ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ ଥାନା ଅଧୀନ ଅପର୍ଣ୍ଣା ନଗରର ଅଜୟ ସାହୁ ଓରଫ ଜିତୁ (୨୮) ଗୁରୁତର ଆହତ…

ଭାଜପା ନେତାଙ୍କୁ ଗୁଳିକରି ହତ୍ୟା : ସପ୍ତାହକରେ ୩ ଭାଜପା ନେତାଙ୍କୁ କରାଗଲାଣି ହତ୍ୟା

ଉତ୍ତରପ୍ରଦେଶ,୧୩।୧୦: ଉତ୍ତରପ୍ରଦେଶର ସହାରନପୁର ଜିଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାଜ୍ୟରେ ଗୋଟିଏ ସପ୍ତାହ ମଧ୍ୟରେ ୩ ଭାଜପା ନେତାଙ୍କୁ ହତ୍ୟା କରା ଯାଇସାରିଲାଣି। ସୂଚନାଯୋଗ୍ୟ,ଶନିବାର ଭାଜପା ନେତା ଧାରା ସିଂହ(୪୭) ଦେବବନ୍ଦରୁ ସହାରନପୁର କାର୍ଯ୍ୟସ୍ଥଳକୁ…

ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍‌ ଗଲେ ଯୁବକ

ମାର୍ଶାଘାଇ,୧୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ ଯୌନ ସମ୍ପର୍କ ରଖି କୋର୍ଟ ଚାଲାଣ ହୋଇଛନ୍ତି। ସଂପୃକ୍ତ ଯୁବକ ଜଣକ ଉତ୍ତରପ୍ରଦେଶର ମୁଜାଫର୍‌ନଗର…

ଜୁଆଡ଼ି ଧରପଗଡ଼ ଅଭିଯାନ : ୯୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩।୧୦: ବ୍ରହ୍ମପୁର ପୋଲିସ ଜିଲାରେ ଜୁଆଡ଼ି ଧରପଗଡ଼ ଅଭିଯାନରେ ୭ଟି ଥାନା ପକ୍ଷରୁ ଶନିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯୩ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୪ ଲକ୍ଷ ୨୪ ହଜାର ୨୧୫ ଟଙ୍କା ଜବତ…

ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ବର ଭିଏସ୍‌ଏସ୍‌ ନଗରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଉଛନ୍ତି ଅବକାଶ ପାଇକରାୟ(୩୦)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଶହୀଦନଗର ପୋଲିସ…

ବସ୍‌ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାଡ଼ମାରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସଜନାଗଡ଼,୧୩।୧୦(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୧୯ ନଂ. ରାଜ୍ୟ ରାଜପଥ ସଜନାଗଡ଼ ନିକଟ ଜାବୁଢିସାହି ଛକଠାରେ ଶନିବାର ରାତିରେ ଏକ ଯାତ୍ରୀବାହୀ ବସ୍‌ ଡ୍ରାଇଭର, କଣ୍ଡକ୍ଟରଙ୍କୁ ମାରଣାସ୍ତ୍ର ଦେଖାଇବା ସହ ମାଡ଼ମାରି ଦୁର୍ବୃତ୍ତ ୧୦ ହଜାର ଟଙ୍କା ଲୁଟି…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଏକୁଟିଆ ପାଇ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିବା…

୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି ଶେରଗଡ଼ ଛକ ବିସିଇଟି କଲେଜ ନିକଟ ଜାତୀୟ ରାଜପଥରେ ଅଟକାଇଥିଲେ। ସେଥିରୁ ୫…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ

ଖଲିକୋଟ,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍‌ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର ରାତିରେ ୫ ଜୁଆଡ଼ିଙ୍କୁ ଗିରଫ କରିଛିି। ସେମାନଙ୍କ ନିକଟରୁ ନଗଦ ୪୨ ଶହ ଟଙ୍କା,…

ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୧୧।୧୦: ଶୁକ୍ରବାର ପୂର୍ବାହ୍ନରେ ଅବକାରୀ ବିଭାଗର କର୍ମଚାରୀମାନେ ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡ ଉପରେ ଚଢ଼ାଉ କରି ୧୬ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି। ଏହାର ମୂଲ୍ୟ ୧ ଲକ୍ଷ ୬୦ ହଜ଼ାର ହେବ ବୋଲି ଜଣାପଡ଼ିଛି। ତେବେ ବ୍ରାଉନସୁଗାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri