ଆକ୍ରମଣ କରି ଟଙ୍କା, ବାଇକ ଲୁଟ୍ ଘଟଣା: ୩ ଗିରଫ
ଛତ୍ରପୁର,୨୧ା୯(ଡି.ଏନ.ଏ)- ଚମାଖଣ୍ଡି ଥାନା ଅଧୀନ ବନ୍ଦର ଗାଁକୁ ଯିବା ରାସ୍ତାରେ ଗତ ୧୭ ତାରିଖ ସ୍ପଷ୍ଟ ଦିବାଲୋକରେ ଏଲ୍. ଯୋଗେଶଙ୍କୁ ସଂଘବନ୍ଧ ଆକ୍ରମଣ କରାଯାଇଥିଲା। ତାଙ୍କଠାରୁ ୩୮ ହଜାର ଟଙ୍କା ଓ ବାଇକ୍ ଲୁଟ୍ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତମାନଙ୍କ ମଧ୍ୟରୁ…
ହାଇଓ୍ବା ଚୋରି ଘଟଣା : ଝାଡ଼ଖଣ୍ଡରୁ ଜବତ କଲା ପୋଲିସ
ବଡ଼ବିଲ,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ୱରୁ ଗୁରୁବାର ଭୋର୍ରୁ ଏକ ହାଇଓ୍ବା ଚୋରି ହୋଇଥିଲା। ଏହି ଘଟଣାରେ ପୋଲିସ ଶୁକ୍ରବାର ସଂପୃକ୍ତ ଅଭିଯୁକ୍ତ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଞ୍ଚଳର ଛୋଟୁ…
ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା
ଜଗତ୍ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍ସିଂହପୁର ଏସ୍ପି ଆର୍. ପ୍ରକାଶ ଏକ ଖବରଦାତା ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା…
ଗ୍ୟାରେଜ୍ରୁ ଚୋରି ଘଟଣା: ୩ ଅଭିଯୁକ୍ତ ଗିରଫ, ସାମଗ୍ରୀ ଜବତ
ଫୁଲନଖରା,୨୧।୯(ଡି.ଏନ୍.ଏ.): କଟକ ଜିଲା ଗୋପାଳପୁର ଜାଗୁଳାଇ ସାହିରେ ଥିବା ଏକ ଗ୍ୟାରେଜ୍ରୁ ଚୋରି ଘଟଣାରେ କଟକ ସଦର ପୋଲିସ ଶୁକ୍ରବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶନିବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଗୋପାଳପୁର ଢିହସାହିର…
ଅଖା ଗୋଦାମରୁ ଚୋରି ଘଟଣା : ୨ ଗିରଫ
ବ୍ରହ୍ମପୁର ଅଫିସ,୨୧।୯: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଅଖା ଗୋଦାମରୁ ଚୋରି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦ ନଗରର ନିଲୁ ସ୍ବାଇଁ (୨୪) , ସମୀର ଜେନା…
ମା’-ବାପାଙ୍କୁ ଆକ୍ରମଣ କରି ପୁଅ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୧।୯: ବୃଦ୍ଧା ମା’-ବାପାଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନ୍ସନ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ପୁଅଙ୍କୁ କେସ୍ ନଂ. ୨୪୨/୧୯ ରେ ଶନିବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସଦର…
ନୀହାରିକାକୁ ମୋ’ ପୁଅ ବହୁତ ଭଲପାଉଥିଲା, ସେ କଦାପି ମାରିପାରିବ ନାହିଁ: ରାଜାଙ୍କ ମା’
ଜଗତସିଂହପୁର ଅଫିସ/ବିରିଡି(ଡି.ଏନ୍.ଏ.), ୨୦।୯: ନୀହାରିକାଙ୍କୁ ମୋ’ ପୁଅ ବହୁତ ଭଲପାଉଥିଲା। ତାକୁ ସେ କଦାପି ମାରିପାରିବ ନାହିଁ। ସେ ନିର୍ଦ୍ଦୋଷ। ଘଟଣାରେ ମୋ’ ପୁଅର ସମ୍ପୃକ୍ତି ନାହିଁ। ତାକୁ ଫସାଇ ଦିଆଯାଇଛି। ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ନେଇ ପ୍ରେମିକ…
ନର୍ସ ନୀହାରିକା ହତ୍ୟା ମାମଲାର ଭିନ୍ନ ମୋଡ଼: କଟକରେ କରାଯାଇଛି ହତ୍ୟା, ବାଇକ୍ରେ ନେବା ଦୃଶ୍ୟ ସିସିଟିଭିରେ କଏଦ
କଟକ ଅଫିସ/ଜଗତସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପ୍ରଥମେ ତାଙ୍କ ପ୍ରେମିକ ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ ଓରଫ ରାଜା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ବେଳେ ଏବେ…
କୁଣ୍ଡଳୀ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣା: ୨ ବନ କର୍ମଚାରୀ ସସ୍ପେଣ୍ଡ
ଆଠଗଡ଼,୧୬।୯(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ଗତ ସୋମବାର କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଶୁକ୍ରବାର ୨ଜଣ ବନ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବାଘର ମୃତଦେହକୁ ଲୁଚାଇ ରଖିଥିବା ଅଭିଯୋଗ…
ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ
ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଯୁବକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା କୁଚେଇକୁଦ ଗ୍ରାମର ବଡ଼ସାଖିଲା ମାଝିଙ୍କ…
ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ
ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ ପୋଲିସ…
ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ
ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକୁରଗଡ଼ ଗ୍ରାମର ହାଡିବନ୍ଧୁ ନାୟକ, ନୀଳକଣ୍ଠ ରାଉତ।…
Archives


