ଅପରାଧ

ଦମ୍ପତି ନିଖୋଜ, ହତ୍ୟା ସନ୍ଦେହ

କପ୍ତିପଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ ହେଲେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ସିଂ। ଏ ନେଇ…

ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧଦେବ ଗିରଫ: ବନ୍ଧୁକ, ଗୁଳି, ମୋବାଇଲ ଜବତ

ବରଗଡ଼ ଅଫିସ,୭।୧୦: ବରଗଡ଼ ଟାଉନ ଥାନା ପୋଲିସ ସୋମବାର ସହର ଉପକଣ୍ଠ ଘୁଲିପାଲି ନିକଟରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ଧୁଲୁଣ୍ଡାଗ୍ରାମର ଚିଆଁ ଓରଫ ବୁଦ୍ଧଦେବ ବିଶ୍ବାଳ(୩୬)। ତାଙ୍କ ନିକଟରୁ…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ, ୭ା୧୦- ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଗତ ୫ ତାରିଖ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିଛି ।…

ପୃଥକ୍‌ ୨ ଡକାୟତି ଉଦ୍ୟମ: ୯ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୭।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲାରେ ଗତ ରବିବାର ରାତିରେ ପୃଥକ୍‌ ଭାବେ ୨ଟି ସ୍ଥାନରେ ଡକାୟତି ଉଦ୍ୟମ ହୋଇଥିଲା। ବିଶେଷ ସୂତ୍ରରୁ ଖବରପାଇ ପୋଲିସ ବଡ଼ଧରଣର ସଶସ୍ତ୍ର ଡକାୟତି ଉଦ୍ୟମକୁ ପଣ୍ଡ କରିଛି । ପୋଲିସ ଉଭୟ ଗୋଷ୍ଠୀର ୯ଜଣଙ୍କୁ…

ସାଥୀ ଖେଳାଳିଙ୍କ ବ୍ୟାଟ୍‌ ଆକ୍ରମଣରେ ନାବାଳକଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଓସିଏମ୍‌ କଲୋନୀ ଏଚ୍‌ଲାଇନ ନିକଟରେ ଗତ ଶନିବାର କେତେକ ବାଳକ କ୍ରିକେଟ ଖେଳିବା ପାଇଁ ରୁଣ୍ଡ ହୋଇଥିଲେ। ଏହି ସମୟରେ କୌଣସି କାରଣରୁ ୨ ନାବାଳକଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ…

୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର

ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ…

ଦୁର୍ଗାପୂଜା ଭିଡ଼ରେ ମାତିଲେ ଲୁଟେରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଚଳିତ ବର୍ଷ ଦୁର୍ଗାପୂଜା ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ସିସିଟିଭି ସହ ବ୍ୟାପକ ପୋଲିସ ଫୋର୍ସ ଓ ଏସ୍‌ପିଓ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ଲୁଟେରାମାନେ ଉତ୍ପାତ କରୁଛନ୍ତି। ବିଭିନ୍ନ ସ୍ଥାନରୁ ୧୦ ସୁନାଚେନ ଓ ୧୫ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌ ଲୁଟି…

ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ରବିବାର କୋର୍ଟଚାଲାଣ କରାଯାଇଛି। ଶନିବାର ବିଳମ୍ବିତ ରାତିରେ ୧୬ ନଂ.…

ପିକ୍‌ଅପରେ ବେଆଇନ ଛେଳି ଚାଲାଣ, ୩ ଗିରଫ

ଆସିକା,୬ା୧୦(ଡି.ଏନ୍‌.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ ପିକଅପ ଭ୍ୟାନ ଜବତ କରିଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।…

ଜୁଆଆଡ୍ଡାରେ ଚଢ଼ାଉ, ୭ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୬।୧୦: ରାୟଗଡ଼ା ଜିଲା ଇନ୍ଦିରାନଗରର ୬ ଲେନ୍‌ରେ ଜୁଆଆଡ୍ଡା ଚାଲିଥିବା କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଶନିବାର ରାତିରେ ଚଢ଼ାଉ କରିଥିଲା। ଆଇଆଇସି ନିହାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ରିଗାନ କିଣ୍ଡୋ ଏବଂ ମାନଓ କୁମାର ସାହୁ…

ବିଦ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ,୬।୧୦: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦାଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁରେ ଥିବା ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଯୁବକଙ୍କ…

ଟିଟୋଙ୍କ ସହଯୋଗୀ ଡାଙ୍ଗ ଗିରଫ: କେନ୍ଦ୍ରାପଡ଼ାର ହୋଟେଲରୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଡାହାଣ ହାତ କୁହାଯାଉଥିବା ସେକ୍‌ ଜାବିଦ୍‌ ଓରଫ ଡାଙ୍ଗଙ୍କୁ ଏସ୍‌ଟିଏଫ୍‌ ଶନିବାର ସକାଳେ କେନ୍ଦ୍ରାପଡ଼ାର ଏକ ହୋଟେଲରୁ ଗିରଫ କରିଛି। ଡାଙ୍ଗଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଡାଙ୍ଗଙ୍କ ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri