ଅପରାଧ

ହୋଟେଲ ଉପରେ ଚଢାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ପୁରୁଷୋତ୍ତମପୁର, ୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋଦଳା ଥାନା ଅନ୍ତର୍ଗତ ବେଗୁନିଆପଡ଼ାର ଏକ ହୋଟେଲ ଉପରେ ଗୁରୁବାର ଅପରାହ୍ନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଦେଶୀ ମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ…

ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍‌ସିଲରଙ୍କ ସହ ୩ ଗିରଫ

ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା ନେଇ ଏସ୍‌ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ବିଜେଡିର ପୂର୍ବତନ…

ଅତିଥି ବେଶରେ ଗହଣା ବ୍ୟାଗ୍‌ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା

ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍‌ ଲୁଟ୍‌ର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ସେକ୍‌…

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ ଏକ…

ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ

ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍‌.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା ଓ ଖଣି ଅଧିକାରୀଙ୍କ ଆକ୍ରମଣ ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି।…

ରାଜେଶଙ୍କ ମୃତ୍ୟୁ ଘଟଣାରେ ସାଙ୍ଗମାନଙ୍କ ସମ୍ପୃକ୍ତି ଅଭିଯୋଗ

ଭୁବନେଶ୍ୱର,୨।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଭଡ଼ାଘରେ ରହୁଥିବା କଟକ ଜିଲା ବାଙ୍କୀ ଅଞ୍ଚଳର ରାଜେଶ ପ୍ରଧାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆମୋଡ଼ ଆସିଛି। ରାଜେଶଙ୍କ ମୃତ୍ୟୁ ଘଟଣାରେ କେତେଜଣ ସାଙ୍ଗଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ।…

ମାଲିକର ବଇରି ସାଜିଲେ କର୍ମଚାରୀ: ଭୁଜାଲି ଦେଖାଇ ୫ ଲକ୍ଷର ସାମଗ୍ରୀ ନେଇଗଲେ

ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ ଜଣକ କାମ କରୁଥିବା ମାଲିକ ବଇରି ସାଜି ଦୋକାନରୁ ୫ ଲକ୍ଷ ଟଙ୍କାର ଜିନିଷ…

ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା ଅଧିକାରୀ…

ଆନନ୍ଦପୁର ବ୍ୟାରେଜ ଗେଟ୍‌ ତଳେ ପଡ଼ି ରହିଛି ଯୁବକଙ୍କ ମୃତଦେହ, ହତ୍ୟା କରାଯାଇଥିବା ସନ୍ଦେହ

ଆନ୍ଦନପୁର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜର ୫ନଂ ଗେଟ୍‌ ତଳେ ରବିବାର ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏହା ଜଣେ ଯୁବକଙ୍କର ବୋଲି ଅନୁମାନ କରାଯାଉଥିବା ବେଳେ ମୃତଦେହଟି ଫୁଲି ଯାଇଥିବା ଦେଖାଯାଇଛି। ଏଣୁ ୪ରୁ ୫ ଦିନ ଧରି…

ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ ରହୁଥିବା ପ୍ରମୋଦ ମହାପାତ୍ରଙ୍କ ଘର ଆଜବେଷ୍ଟ ଭାଙ୍ଗି ଘରେ ପଶିଥିଲେ। ପରେ ସେମାନେ ଘରଲୋକଙ୍କୁ…

ବ୍ରାଉନସୁଗାର ବେପାରୀଙ୍କ ହାତରେ ଚୋରା ବନ୍ଧୁକ

ଭୁବନେଶ୍ୱର,୧।୩(ବ୍ୟୁରୋ): ବନ୍ଧୁକ ମୁନରେ ଚାଲିଛି ବ୍ରାଉନସୁଗାର ବେପାର। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କଟକ ଟାଙ୍ଗୀ ଅଞ୍ଚଳରୁ ଦୁଇଜଣ ବ୍ରାଉନସୁଗାର ବେପାରିଙ୍କୁ ଗିରଫ କରିବା ପରେ ଚୋରା ବନ୍ଧୁକ କାରବାରର ମଧ୍ୟ ସୁରାକ ପାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଭୁବନେଶ୍ୱର ନୟାପଲ୍ଲୀ ଥାନା…

ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗାଁ,୨୯ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ଼ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?