ଖୋର୍ଦ୍ଧା ଆର୍ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ
ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି ଡାଇଭିଂ…
ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଲୁଟ୍
କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା କୃଷକ ବଜାର ନିକଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ଲୁଟ୍ର ଶିକାର ବ୍ୟବସାୟୀ ହେଲେ ନିଲମ ସାହୁ। ପ୍ରକାଶ ଯେ, ମଙ୍ଗଳବାର ରାତିରେ ନିଲମ ଦୋକାନ ବନ୍ଦକରି…
ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ
ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା ପଡିଛନ୍ତି। ଭିଜିଲାନ୍ସ ଦୁର୍ଗା ପ୍ରସାଦଙ୍କ ନଁାରେ ନଂ. ୪୨/୧୯ରେ ମାମଲା ରୁଜୁ କରି…
କନ୍ତଳବାଇ ବାପ, ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଅଜୀବନ କାରାଦଣ୍ଡଦେଶ
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ କନ୍ତଳବାଇର ପଙ୍କଜ ମହାପାତ୍ରଙ୍କୁ ଆଜୀବନ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ
ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି । ତାଙ୍କୁ କୋର୍ଟ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହିତ…
ନର୍ସ ନୀହାରିକା ହତ୍ୟା ଘଟଣା : ହତ୍ୟାକାଣ୍ଡ ଘଟିଥିବା କୋଠରି ସିଲ୍
କଟକ ଅଫିସ,୩୦ା୯: ନର୍ସ ନୀହାରିକା ପାତ୍ର ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରେମିକ ରାଜା ଓରଫ କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ଗିରଫ କରିଛି। ହେଲେ ଏହି ହତ୍ୟା ଘଟଣା ଉପରୁ ସମ୍ପୂର୍ଣ୍ଣ ପରଦା ଉଠାଇ ପାରିନାହିଁ। ଅଧିକ ତଦନ୍ତ ପାଇଁ ରବିବାର…
୫ଜଣ ଆନ୍ତଃ ଜିଲା ଡକାୟତ ଗିରଫ ଟଙ୍କା, ୬ ମୋବାଇଲ, ୩ ମୋଟରସାଇକେଲ ଜବତ
ଖଡିଆଳ,୩୦।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ପୋଲିସ ୫ଜଣ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରିଛି । ଏଥିସହ ସେମାନଙ୍କଠାରୁ ୪୨୧୧ ଟଙ୍କା ସମେତ ୬ଟି ମୋବାଇଲ ଫୋନ ଓ ୩ଟି ମୋଟରସାଇକେଲକୁ ଜବତ କରିଛି। ଗିରଫ ଡକାୟତମାନେ ହେଲେ ଡକାୟତ ଗ୍ରୁପର ମୁଖ୍ୟ…
ଓ୍ବାର୍ଡସଭ୍ୟଙ୍କୁ ଭୁଜାଲିରେ ହାଣି ହତ୍ୟା
ଛେଣ୍ଡିପଦା/ବନ୍ତଳା, ୩୦।୯ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଗ୍ରାମରେ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ସାତକୋଶିଆ ଭାଜପା ମଣ୍ଡଳ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା ସଭାପତି ତଥା ଅନ୍ତୁଳିଆ ପଞ୍ଚାୟତ ୭ନଂ. ୱାର୍ଡର ୱାର୍ଡମେମ୍ବର ଜଗବନ୍ଧୁ ବେହେରା(୬୦)ଙ୍କୁ ସେହି…
ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ
ଜଟଣୀ,୨୯।୯(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ମୁକ୍ତି ରାଜଗୁରୁ । ସୂଚନାଯୋଗ୍ୟ, ମୁକ୍ତି ଗାଁ ଛକରେ ଛିଡା ହାଇଥିବା ବେଳେ…
ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କେନ୍ଦ୍ରାପଡା ଅଫିସ,୨୯।୯: କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ହଜାରୀବଗିଚାର ଏକ ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ସକାଳେ ମୃତଦେହ ନାଳରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଟାଉନ ଥାନାକୁ ଖବର ଦେଇଥିଲେ। ମାତ୍ର ପୋଲିସ ପହଞ୍ଚିବାରେ…
ଜୀବିତ ନାବାଳକଙ୍କୁ ମୃତ ଦର୍ଶାଇ ଗିରଫ କରିବା ଘଟଣା: ତତ୍କାଳୀନ ଡିଏସ୍ପି, ଇନ୍ସପେକ୍ଟରଙ୍କୁ ନୋଟିସ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ନାବାଳକ ଜୀବିତ ଥାଇ ତାଙ୍କୁ ମୃତ ଦର୍ଶାଇଥିଲା ବରଗଡ଼ ଜିଲା ପାଇକମାଳ ଥାନା ପୋଲିସ। ଏପରି କି ଏହି ମାମଲାର ତଦନ୍ତ ନ କରି ପୋଲିସ ଦୁଇଜଣ ଯୁବକଙ୍କୁ ଗିରଫ କରି ଅଡୁଆରେ ପଡ଼ିଥିଲା। ଏହି ମାମଲାରେ ଓଡ଼ିଶା…
Archives


