ଅପରାଧ

ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରେ କାଠମାଫିଆ ସକ୍ରିୟ: ଶାଳଗଣ୍ଡି ସହ ଟ୍ରାକ୍ଟର, କଟର ମେଶିନ ଜବତ କଲା ବନବିଭାଗ

ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର ଓ କଟର୍‌ ମେଶିନ ଶନିବାର ବନବିଭାଗ ଜବତ କରିଛି। ସୂଚନାନୁଯାୟୀ, ଛେଣ୍ଡିପଦା ବନାଞ୍ଚଳର କୋଶଳା…

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍‌ ଡିଭିଜନ୍‌ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର ପଣ୍ଡା। ଶୁକ୍ରବାର ପୂର୍ବାହ୍ନରେ ଏକକାଳୀନ ତାଙ୍କ ଘର, ଅଫିସ୍‌, ସମ୍ପର୍କୀୟଙ୍କ ଘର ମୋଟ ୭ଟି…

ଲଟେରି ଉଠିଥିବା କହି ଠକିନେଲେ ୨୯ ହଜାର

ଭଦ୍ରକ ଅଫିସ, ୧୮।୧୦ – ଫୋନ କଲ୍‌ ମାଧ୍ୟମରେ ଲଟେରି ଉଠିଥିବା କହି ଠକି ନେଲେ ୨୯ ହଜାର ଟଙ୍କା। ଏଭଳି ଘଟଣା ଘଟିଛି ଭଦ୍ରକ ପୁରୁଣାବଜାର ଥାନା ଅଧୀନ ଗରଦପୁର ଦୁର୍ଗାପୁର ଗଁାରେ। ଠକେଇର ଶିକାର ହୋଇଥିବା ମହମ୍ମଦ ହାମ୍‌ଜାଙ୍କ…

୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଟୁଇଟ କରି ସୂଚନା ଦେଲେ ଡିଜିପି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): କ୍ଷମତାର ଦୂରୁପୋଯୋଗ କରିବା ଅଭିଯୋଗରେ ଶୁକ୍ରବାର ୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅଧିକାରୀମାନେ ହେଲେ ଏସ୍‌ଆଇ ବନମାଳୀ ନାୟକ, ଏଏସ୍‌ଆଇ ବୀରବର ଲେଙ୍କା ଏବଂ କିଶୋର ବାଗ୍‌। ଓଡ଼ିଶା ସର୍ଭିସ କୋଡ୍‌, ରୁଲ-୭୧ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା…

ଚୋରା କୋଇଲା ବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ଭଦ୍ରକ ଅଫିସ/ପଦ୍ମପୁର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି ପୋଲିସ ଓ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମିଳିତ ଚଢ଼ାଉ କରି ଶୁକ୍ରବାର ଭୋର ସମୟରେ ଏକ ଚୋରା କୋଇଲା ଗାଡ଼ିି(ଓଆର୍‌-୩୪ଡି ୯୬୨୯)କୁ ଜବତ କରିଛନ୍ତି। ପୋଲିସକୁ ଦେଖି ଗାଡ଼ି ଚାଳକ…

ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବାଲିଘାଟର ଭାଗିରଥି ପ୍ରଧାନ ଓରଫ ଭାଗୁ ଗୁରୁତର ହୋଇଛନ୍ତି। ଗୁଳି ତାଙ୍କ…

ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କାର ସୁନା, ରୂପା ଗହଣା ଲୁଟ୍‌

ରୂପ୍‌ସା,୧୭।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଦୋକାନରୁ ଦୁର୍ବୃତ୍ତମାନେ ବୁଧବାର ରାତିରେ ଫିଲ୍ମ ଷ୍ଟାଇଲ୍‌ରେ ୧୦ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଗୁରୁବାର ବସ୍ତା ଥାନାରେ ଅଭିଯୋଗ…

ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର ଗିରଫ କରାଯାଇଥିଲା। ସେ ହେଲେ ଗଙ୍ଗାଧର ରାଉତ। ଗଙ୍ଗାଧର ନିମାପଡ଼ା ଥାନାରେ ସହକାରୀ ଡ୍ରାଇଭର…

ମହିଳାଙ୍କଠାରୁ ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୭।୧୦: ରାୟଗଡ଼ା ବ୍ୟାଙ୍କ କଲୋନୀର ୩ୟ ଲାଇନରେ ଗୁରୁବାର ଜି. ମାଙ୍ଗେୟାମା ନାମକ ଜଣେ ମହିଳା ବଜାରରୁ କ୍ଷୀର ନେଇ ଆସୁଥିବା ସମୟରେ ପଛପଟୁ ୨ ଦୁଇଜଣ ମୁହଁ ଘୋଡ଼ାଇ ବାଇକ୍‌ ଯୋଗେ ଆସି ତାଙ୍କଠାରୁ ସୁନା ଚେନ୍‌ ଝାମ୍ପି…

ସେକ୍ସ ର଼୍ୟାକେଟ୍‌ ଠାବ : ଦୁଇ ଯୁବକଙ୍କ ସହ ଜଣେ ଯୁବତୀ ଅଟକ

ବାସୁଦେବପୁର,୧୭।୧୦: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବେତଡ଼ା ବଜାରରେ ଗଜଲକ୍ଷ୍ମୀ ପୂଜା ଅବସରରେ ଭିଡ଼ ଲାଗିଥିବାବେଳେ ଭଡ଼ା ଘରୁ ପୋଲିସ ସେକ୍ସ ର଼୍ୟାକେଟ୍‌ ଠାବ କରିଛି। ପୋଲିସ ଏହି ଘର ଉପରେ ବୁଧବାର ବିଳମ୍ବିତ ରାତିରେ ଚଢ଼ାଉ କରି ୨ ଜଣ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼ ଅଫିସ , ୧୭।୧୦- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ନୟାଗଡ଼ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧିଙ୍କ ନୟାଗଡ଼ ସରକାରୀ ବାସଭବନ ସମେତ ନିଜ ଘର ବ୍ରହ୍ମପୁର ସମେତ ୮ ଟି ସ୍ଥାନରେ କଟକ ଭିଜିଲାନ୍ସ…

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ପୁରୀ ଅଫିସ,୧୬।୧୦: ବେଆଇନ ଗଞ୍ଜେଇ କାରବାର ନେଇ ପୁରୀ ଅବକାରୀ ବିଭାଗ ପକ୍ଷରୁ ପିପିଲି ଅଞ୍ଚଳରେ ଚଢ଼ାଉ କରାଯାଇ ବୁଧବାର ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପିପିଲି ମଠସାହିର ସନ୍ତୋଷ ମହାନ୍ତି। ସନ୍ତୋଷ ପିପିଲି ଅଞ୍ଚଳରେ ଚୋରା ଗଞ୍ଜେଇ କାରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri