ଅପରାଧ

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ ଜାରି ରହିଛି। ଶନିବାର ଘସିପୁରା ଥାନା ପୋଲିସ ଶାଳପଡ଼ା ହାଟପଡ଼ିଆଠାରେ ଚଢ଼ାଉ କରି…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା ପାଇଁ ଶ୍ରଦ୍ଧାଳୁ ଓ ଜନସାଧାରଣଙ୍କ ପ୍ରବଳ ଗହଳି ଲାଗିରହିଥିଲା। ତେବେ ଏହି ଭକ୍ତଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଅଭିଯୁକ୍ତ ଦୁଇଜଣ ହେଲେ ଜୟପୁର ସଦର ଥାନା ଅଧିନ ମାଳୀଗୁଡ଼ା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ମୋହିଗୁଡା ଗ୍ରାମର ଅମିର ଅନ୍ଧ ସୁଆଁସିଆ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ଦୁଇ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି।…

୭ ବର୍ଷର ଶିଶୁଙ୍କୁ ଅପହରଣ ପରେ କରିଥିଲେ ହତ୍ୟା, ଚୂଡ଼ାନ୍ତ ରାୟରେ ଅଭିଯୁକ୍ତ ଦେବାଶିଷଙ୍କୁ…

ବ୍ରହ୍ମପୁର,୨୯ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)-୧ ନରେଶ ମହାନ୍ତି ସୋମବାର ୨୦୧୯ ଜାନୁଆରୀ ମାସର ବହୁଚର୍ଚ୍ଚିତ ଜନୈକ ୭ବର୍ଷର ଡିଏଭି ଛାତ୍ର ଅପହରଣ ପରେ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ସେ ଅଭିଯୁକ୍ତ ଯାଜପୁରର…

ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କଲେ ପୁଅ, ଧରାଧରି କରିବାକୁ ଆସି ଯୁବକ…

ଝାରସୁଗୁଡ଼ା/ଲଖନପୁର,୨୯ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ): ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ କୁଡ଼ାବଗା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଲହୁଲୁହାଣ କରିଥିବା…

ନଦୀକୂଳରେ ପଡ଼ିଛି ଅଚିହ୍ନା ମହିଳାଙ୍କ ମୃତଦେହ, କେହି ଦୁର୍ବୃତ୍ତ ହତ୍ୟା କରି…

ତିହିଡ଼ି,୨୯ା୫(କାଳନ୍ଦୀ ବେହେରା/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୋଡ଼କ ପଞ୍ଚାୟତର ରେବ ନଈକୂଳରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମହିଳାଙ୍କ ମୁଣ୍ଡରେ ଆଘାତର ଚିହ୍ନ ଥିବାରୁ କେହି ଦୁର୍ବୁତ୍ତ ତାଙ୍କୁ ହତ୍ୟାକରି…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା ଜଣାପଡ଼ିଛି । ଏହି ମାମଲାରେ ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁମନ୍ତ ନାଏକ ବୁଧବାର…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)। ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି। ଆଜି ପୂର୍ବାହ୍ନରେ ଧାନକିଣା ବାବଦକୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡ଼ି…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ ମାଗିବା ବାହାନାରେ ଅତି ଚତୁରତାର ସହ ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?