ଅପରାଧ

କୁଶକିଳା ହତ୍ୟାକାଣ୍ଡ ଘଟଣା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ, ଗୁରୁବାର ପ୍ରକାଶ ପାଇବ ଚୂଡ଼ାନ୍ତ ରାୟ

ଅନୁଗୋଳ ଅଫିସ, ୨୫।୯: ଅନୁଗୋଳ ଜିଲା କୁଶକିଳାରେ ଘଟିଥିବା ବହୁଚର୍ଚ୍ଚିତ ଦୁଇଭାଇ ହତ୍ୟାକାଣ୍ଡ ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲା ଓ ଦୈରାଜଜ୍‌ ଅଶାନ୍ତ କୁମାର ଦାସ ଅଭିଯୁକ୍ତ ଝସକେତନ ରାଉତଙ୍କ ବିରୋଧରେ ତଥ୍ୟ ପ୍ରମାଣକୁ ଭିତ୍ତିକରି ଦୋଷୀ…

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଘଟଣା : ଶିକ୍ଷକ ଗିରଫ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଟ୍ୟୁସନ ଶିକ୍ଷକ ସପ୍ତମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଏଥିରେ ସଂପୃକ୍ତ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କୁ ପୋଲିସ ବୁଧବାର ଗିରଫ କରିଥିବା ବେଳେ ଫୁଲବାଣୀ…

୬ ଆନ୍ତଃ ରାଜ୍ୟ ଡକାୟତ ଗିରଫ: ବିପୁଳ ପରିମାଣର ମାରଣାସ୍ତ୍ର ଜବତ

ପାଟଣା,୨୫।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପୋଲିସ ମଙ୍ଗଳବାର ରାତିରେ ଏକ ଆନ୍ତଃ ରାଜ୍ୟ ଡକାୟତି ଗ୍ୟାଙ୍ଗର ୬ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ କୁହାଯାଉଥିବା ଘଟଗାଁ ଥାନା ଅଞ୍ଚଳର ଗୋବିନ୍ଦ…

ଲାଞ୍ଚନେଇ କ୍ୟାଶିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ଡିଭିଜନ କାର୍ଯ୍ୟାଳୟର କ୍ୟାଶିୟର ଅଜୟ କୁମାର ସେଜପଡା ଲାଞ୍ଚ ନେବା ବେଳେ ବୁଧବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଜଣେ ଠିକାଦାରଙ୍କଠାରୁ ଅଜୟ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିଲେ।…

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଥିବା ନେଇ…

ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ ହେବ ‘ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌’। କର୍ମଚାରୀ…

ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ ହୋଇଛି। ଏହି ପିକଅପ୍‌ ଭ୍ୟାନ୍‌ରେ ଚୋରାକାଠ ବୋଝେଇ ହୋଇ ଝରଣା ଘାଟିଆଡୁ ଆସୁଥିତ୍ବାର ବାଲେଶ୍ୱର…

ଭଣ୍ଡାରିମାଲରେ ଡବଲ ମର୍ଡର ଘଟଣା: ଗାଁରେ ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ, ୪ ଅଟକ

ସମ୍ବଲପୁର/ପଡ଼ିଆବାହାଲ,୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତିରେ ଡବଲ ମର୍ଡର ଘଟିଛି। କେତେଜଣ ବ୍ୟକ୍ତି ୨ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ବେଳେ ଅନ୍ୟ ୨…

୨ଜଣଙ୍କୁ ହାଣିଦେଲେ

ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏହି ଦୁଇ ମୃତକ ହେଲେ ଗାଁର ଜିତୁ କୁମୁରା ଓ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପାଟଣାଗଡ଼ର ସ୍ଥାୟୀ ବାସିନ୍ଦା କିଶୋରଙ୍କ ନିଜ ଘର, ଭାଇଙ୍କ ଘର…

ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଘର ମାଲିକ ବାରଣାସି ରାଜେସ (୪୮)…

ଅଢ଼େଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ବ୍ୟବସାୟୀ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୩।୯: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମଥର ପାଇଁ ବ୍ରାଉନସୁଗାର ଚୋରା କାରବାର ସମ୍ପର୍କରେ ଖୁଲାସା ହୋଇଛି। ଟାଉନ ଥାନା ଅଧୀନ ଆମବାଡ଼ିରୁ ୨୫ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ ହୋଇଛି। ଏଥିସହିତ  ଗ୍ରାମର ଚୋରା ବ୍ୟବସାୟୀ ଜାହିଦ ଖାଁଙ୍କୁ କେନ୍ଦ୍ରାଞ୍ଚଳ ଅବକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri