ଅପରାଧ

ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ

ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସେ ହେଲେ ହିମାଂଶୁ ବେହେରା। ତାଙ୍କୁ ସିଂଲା ଥାନା ପୋଲିସ…

ନକଲି ଡିଏଲ୍‌ ପ୍ରସ୍ତୁତକାରୀ ଦୋକାନ ଠାବ: ବିଭିନ୍ନ ସାମଗ୍ରୀ ଜବତ, ୨ ଗିରଫ

ବଡ଼ବିଲ,୧୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏମଭି ତନଖି କରୁଥିବାବେଳେ ନକଲି ଡ୍ରାଇଭିଂ ଲାଇସେନ୍ସ ଏବଂ ଏକ ବାଇକ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ପୋଲିସ ତନାଘନା ସମୟରେ ନକଲି ଡ୍ରାଇଭିଂ ଲାଇସେନ୍ସ ପ୍ରସ୍ତୁତ କରୁଥିବା ପାଟଣା ଥାନା…

ଜଳେଶ୍ୱରରୁ ୨୦ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୩ ଗିରଫ

ଜଳେଶ୍ୱର,୧୮।୨(ସ୍ବ.ପ୍ର)- ପୂର୍ବାଞ୍ଚଳ ରାଜ୍ୟ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପାନ୍ତରେ ଅବସ୍ଥିତ ଜଳେଶ୍ୱରକୁ ଦେଶର ବିଭିନ୍ନ ସ୍ଥାନରୁ ବ୍ରାଉନ୍‌ସୁଗାର ଅଣାଯାଇ ମହଜୁଦ କରିବା ପରେ ରାଜ୍ୟର ବିଭିନ୍ନ ସ୍ଥାନକୁ ଚାଲଣ କରାଯାଇ ଆସୁଛି। ଏପରି ଘଟଣାର ସୁରାକ ପାଇ ଜଳେଶ୍ୱର ପୋଲିସ୍‌ ଏଠାରୁ…

ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ

ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ) ପାଇଁ ଅଛାଣ୍ଡପାଲି ଗ୍ରାମର କ୍ଷୀରସିନ୍ଧୁ ଡାଙ୍ଗଙ୍କଠାରୁ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ…

କାଠଫାଳିଆରେ ପିଟି ଶାଶୁଙ୍କୁ ହତ୍ୟା

କଟକ ଅଫିସ,୧୭ା୨: କଟକ ସହରର ଓଏମ୍‌ପି ଛକ ନିକଟସ୍ଥ ଗୋର୍ଖା କଲୋନୀରେ ରବିବାର ସକାଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ଜ୍ୱାଇଁ ତାଙ୍କ ଶାଶୁଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ…

ଯୁବକଙ୍କୁ ଗୋଡ଼େଇ ହାଣିବା ଘଟଣାରେ ୮ ଅଟକ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଯୁବକ ପି.ଆକାଶ ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗୋଷ୍ଠୀ ବିବାଦରୁ ଏହି ଘଟଣା ଘଟିଥିବାବେଳେ ଏହା ଆଗକୁ ଭୟଙ୍କର ସଂଘର୍ଷର ରୂପ ନେଇପାରେ ବୋଲି…

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ

ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୋଲିସ ଏହି ଘଟଣାରେ ବହୁ ତଥ୍ୟ ପାଇଛି ।…

ଯୁବତୀଙ୍କୁ ଅସଦାଚରଣ, କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀରେ ଖାକିବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାରନାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅସଦାଚରଣ କରିବା…

ବନ୍ଧୁକ ଡିଲରଙ୍କ ଠିକଣା ପାଇଲା ଏସ୍‌ଟିଏଫ୍‌: ଦୁଇ ବେପାରୀଙ୍କୁ ଧରି ଓଡ଼ିଶା ସୀମାକୁ ଗଲା ଟିମ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଖଣ୍ଡଗିରି ଥାନା ଗଣ୍ଡମୁଣ୍ଡାରେ ବନ୍ଧୁକ ବିକ୍ରି କରୁଥିବାବେଳେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଧରାପଡ଼ିଥିଲେ ଛାଡ଼ଖଣ୍ଡର ବିବିଏ ଛାତ୍ର ସାନୁ ପାଦର ଓ ଖଣ୍ଡଗିରିର ସୁରେଶ ପାଣିଗ୍ରାହୀ। ଉଭୟଙ୍କୁ ଏସ୍‌ଟିଏଫ୍‌ ଶୁକ୍ରବାରଠାରୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ଦୁଇ…

୪୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଶାନ୍ତିପଲ୍ଲୀ ବସ୍ତି ଲେଭଲ କ୍ରସିଂ ନିକଟରେ ପୋଲିସ ରବିବାର ଚଢ଼ାଉ କରି ବ୍ରାଉନସୁଗାର ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୦.୫ ଗ୍ରାମର ବ୍ରାଉନସୁଗାର, ଗୋଟିଏ ପଲ୍‌ସର ବାଇକ, ୩ ମୋବାଇଲ ଫୋନ୍‌…

ରୋମାନ୍ସବେଳେ ଗୁଳି ଫୁଟି ଯୁବତୀ ଆହତ ଘଟଣା: ପୋଲିସକୁ ଭୁଆଁ ବୁଲାଇ ଗିରଫ ହେଲେ ରାଜେଶ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଇନ୍‌ଫୋସିଟି ଥାନା ବଜରଙ୍ଗବିହାରରେ ଗତ ୧୦ ତାରିଖରେ ରୋମାନ୍ସବେଳେ ଗୁଳି ଫୁଟି ଯୁବତୀଙ୍କ ଜଙ୍ଘରେ ପଶିଯିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଧରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବନ୍ଧୁକ ଜବତ କରିପାରିନାହିଁ। ଏପରି କି ବନ୍ଧୁକ ଲୁଚାଇ ରଖିଥିବା ରାଜେଶ ତରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?