ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ
କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା ଭାଇ…
ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’
କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା…
ପୁଅଙ୍କୁ ହତ୍ୟା କରିଦେବା ଧମକ ଦେଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ, ୧୮।୯: ମହିଳାଙ୍କୁ ଧମକ ଦେଇ ବଳତ୍କାର କରିଥିବା ଅଭିଯୋଗ ରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଶରତ ଦାସ। ମାମଲା ନଂ(୧୯୫/୧୯) ଅନୁସାରେ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ…
ଏସ୍ଟିଏଫ୍ ହାତରେ ଲେଡି ବ୍ରାଉନ୍ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା ଖାତୁନ। ଅନ୍ତର୍ଜାତୀୟ ଡ୍ରଗ ୍ସମାଫିଆ ଶେଖ ରାଜାଙ୍କ ସହ ତାଙ୍କର ସମ୍ପୃକ୍ତି ଥିବା…
ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଠାରୁ ୨ଲକ୍ଷ ଝାମ୍ପିନେଲେ ଦୁର୍ବୃତ୍ତ
ଦାରିଙ୍ଗବାଡ଼ି,୧୮।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବା ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ଷ୍ଟେଟ ବ୍ୟାଙ୍କ ନିକଟରୁ ବୁଧବାର ପୂର୍ବାହ୍ନରେ ୨ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ଲୁଟ୍ର ଶିକାର ହୋଇଛନ୍ତି ସିମନବାଡ଼ି ଓ ବୁଡ଼ାଗୁଡ଼ା ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ…
ମଦ ନେଲା ଜୀବନ: ନିଶାରେ ସ୍ତ୍ରୀଙ୍କୁ ପିଟି ମାରିଦେଲେ ସ୍ବାମୀ
ରେମୁଣା,୧୮।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ସେରଗଡ଼ ପଞ୍ଚାୟତ ୯ନଂ ଓ୍ବାର୍ଡରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ସ୍ବାମୀ ସ୍ତ୍ରୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ବାସନ୍ତି ସିଂ(୩୦)। ଖବର ପାଇ ପୋଲିସ…
କେନ୍ଦ୍ରାପଡ଼ାରେ ଗୁଳିକାଣ୍ଡ: ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ
କେନ୍ଦ୍ରାପଡ଼ା ଅଫିସ,୧୮।୯: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ମଣିକୁଣ୍ଡ ଛକରେ ଘଟିଥିବା ଗୁଳିକାଣ୍ଡରେ ବୁଧବାର ସକାଳେ ଜଣେ ଯୁବ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାଣିତ୍ରୀ ଗ୍ରାମର ଉମେଶ ଚନ୍ଦ୍ର ସାହୁଙ୍କ ପୁଅ ଗଗନ ବିହାରୀ (୨୮)। ସୂଚନାଯୋଗ୍ୟ,…
ଝିଅକୁ ଏକାଧିକଥର ବଳାତ୍କାର ମାମଲା: ବଳାତ୍କାରୀ ବାପାଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଝିଅକୁ ଏକାଧିକଥର ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ମଙ୍ଗଳବାର ସଜା ମିଳିଛି। ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍ସୋ କୋର୍ଟ ତାଙ୍କୁ ୨୦ହଜାର ଟଙ୍କା ଅର୍ଥ ଦଣ୍ଡ ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୧୩ଜଣ ସାକ୍ଷୀ ଓ ୨୪…
କାର୍ତ୍ତିକ ନାଏକ ହତ୍ୟା ମାମଲା: ଅଭିଯୁକ୍ତ ପୁତୁରାଙ୍କୁ ଆଜୀବନ ଜେଲ
କାମାକ୍ଷାନଗର, ୧୭।୯(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗରସ୍ଥିତ ଅତିରିକ୍ତ ଜିଲା ଦୌରାଜଜ୍ (ଏଡିଜେ)ଙ୍କ ଅଦାଲତରେ ମଙ୍ଗଳବାର ବହୁ ଚର୍ଚ୍ଚିତ କାର୍ତ୍ତିକ ନାଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ମାମଲାର ଅଭିଯୁକ୍ତ ପୁତୁରା ହାଡ଼ିବନ୍ଧୁ ନାଏକ ଓରଫ୍ ହାଡ଼ିଆଙ୍କୁ ଦୋଷୀ…
ବ୍ରାହ୍ମଣୀଗାଁରେ ଅବକାରୀ ଧରପଗଡ଼, ୧୨ଶହ ଲିଟର ପୋଚ ନଷ୍ଟ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୭।୯(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ମଙ୍ଗଳବାର ଅବକାରୀ ଧରପଗଡ କରାଯାଇଥିଲା। ମାତ୍ର ଆଗୁଆ ସୂଚନା ପାଇ ବ୍ୟବସାୟୀମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବାବେଳେ ପୋଲିସକୁ ସେଭଳି ସଫଳତା ମିଳିନାହିଁ । କେବଳ ୧୨ଶହ ଲିଟର ମହୁଲ ପୋଚ ଜବତ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ
ପାଟଣା,୧୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡା ପଞ୍ଚାୟତ ଦାନୁଆ ଟାଙ୍ଗରପଡା ଅଞ୍ଚଳର ଜଣେ ୨୮ ବର୍ଷୀୟ ଯୁବକଙ୍କୁ ମଙ୍ଗଳବାର ପାଟଣା ପୋଲିସ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବିନୋଦ ନାୟକ।…
ସ୍ପନ୍ଦନ କର୍ମଚାରୀଙ୍କଠାରୁ ୩୧ହଜାର ଲୁଟ୍
ରୂପ୍ସା,୧୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ଼ ବରୁଣଗଡ଼ିଆ ମଝି ୬୦ନମ୍ବର ଜାତୀୟ ରାଜପଥରୁ ମଙ୍ଗଳବାର ସ୍ପନ୍ଦନ ଫାଇନାନ୍ସ କର୍ମଚାରୀଙ୍କଠାରୁ ୩୧ହଜାର ଟଙ୍କା ଲୁଟ୍ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୨୪୬/୧୯) ରୁଜୁ କରି ତଦନ୍ତ…
Archives


