ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ
ପାଟଣା,୧୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡା ପଞ୍ଚାୟତ ଦାନୁଆ ଟାଙ୍ଗରପଡା ଅଞ୍ଚଳର ଜଣେ ୨୮ ବର୍ଷୀୟ ଯୁବକଙ୍କୁ ମଙ୍ଗଳବାର ପାଟଣା ପୋଲିସ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବିନୋଦ ନାୟକ।…
ସ୍ପନ୍ଦନ କର୍ମଚାରୀଙ୍କଠାରୁ ୩୧ହଜାର ଲୁଟ୍
ରୂପ୍ସା,୧୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ଼ ବରୁଣଗଡ଼ିଆ ମଝି ୬୦ନମ୍ବର ଜାତୀୟ ରାଜପଥରୁ ମଙ୍ଗଳବାର ସ୍ପନ୍ଦନ ଫାଇନାନ୍ସ କର୍ମଚାରୀଙ୍କଠାରୁ ୩୧ହଜାର ଟଙ୍କା ଲୁଟ୍ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୨୪୬/୧୯) ରୁଜୁ କରି ତଦନ୍ତ…
ବିଲୁଆଖାଇ ନଦୀପଠାରୁ ମିଳିଲା ନର୍ସଙ୍କ ଗଳିତ ମୃତଦେହ: ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ଆଣିଲେ ମା’
ବିରିଡ଼ି/ବାଲିଆ,୧୭ା୯(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ କୁଳକଇଜଙ୍ଗା ପଞ୍ଚାୟତ ନୂଆପାରୀ ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ମଙ୍ଗଳବାର ସକାଳେ ଏକ ଅଖାରୁ ଜଣେ ନର୍ସଙ୍କ ଗଳିତ ମୃତଦେହ ମିଳିଛି। ଖବରପାଇ ବିରିଡ଼ି ଥାନା ଅଧିକାରୀ ପାରୋ ଟୁଡୁ, ଏସଆଇ ଜୀବନ…
ଅଫିସ୍ରେ ପଶି ବଟି ମାଗିବା, ଭଙ୍ଗାରୁଜା ଘଟଣା: ୨ ଅଭିଯୁକ୍ତ କୋର୍ଟଚାଲାଣ
ଯୋଡ଼ା, ୧୭।୯ (ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ସହର ମେନ୍ ରୋଡ୍ ତଥା ଓାର୍ଡ ନଂ. ୪ରେ ଥିବା ବ୍ୟବସାୟୀ ରବି ନାରାୟଣ ଦାସଙ୍କ ଅଫିସରେ ସୋମବାର ୨ ଦୁର୍ବୃତ୍ତ ପଶି ବଟି ମାଗିବା ସହ ଭଙ୍ଗାରୁଜା କରିଥିଲେ। ଏ ନେଇ…
ଧରିତ୍ରୀର ପ୍ରଭାବ: ପୋଲିସ ଚଢ଼ାଉରେ ଚୋରା କୋଇଲା ଜବତ
ଯୋଡ଼ା, ୧୭।୯ (ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ବାଂଶପାଣିଠାରେ ଚୋରା କୋଇଲା କାରବାର ସମ୍ପର୍କରେ କିଛି ଦିନ ତଳେ ଧରିତ୍ରୀରେ ଶୀର୍ଷକ ‘ବାଂଶପାଣି ଅଞ୍ଚଳରେ କୋଇଲା ଚୋରା ଚାଲାଣ’ ପ୍ରକାଶିତ ହେବା ପରେ ପୋଲିସ ପ୍ରଶାସନ ତପତ୍ରତା…
ବାବନପୁରରେ ଗୋଷ୍ଠୀସଂଘର୍ଷ, ୧୦ରୁ ଊର୍ଦ୍ଧ୍ୱ ଆହତ
ପାତ୍ରପୁର,୧୬ା୯(ଡି.ଏନ୍.ଏ.)- ଜରଡ଼ା ଥାନା ଖମ୍ବାରୀଗଁା ପଞ୍ଚାୟତ ବାବନପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଖବର ପାଇ ଜରଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ଆହତମାନଙ୍କୁ…
ବନ୍ଧୁକ ଦେଖାଇ ଶ୍ରେଣୀଗୃହରୁ ଶିକ୍ଷୟିତ୍ରୀଙ୍କଠାରୁ ସୁନାହାର ଲୁଟିନେଲେ ଦୁର୍ବୃତ୍ତ
ତିର୍ତ୍ତୋଲ,୧୬।୯(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ଠାରୁ ସୋମବାର ବନ୍ଧୁକ ଦେଖାଇ ସୁନାହାର ନେଇ ଯାଇଛନ୍ତି ଦୁର୍ବୃତ୍ତ। ସେ ଆଜି ସକାଳେ ଶ୍ରେଣୀରେ ପଢ଼ାଉଥିବା ସମୟରେ ଦୁଇଜଣ ଯୁବକ…
ବାଲୁକୁରୀ ଛକରେ ବୋମାମାଡ଼ : ଜଣେ ଗୁରୁତର, ୨ ଆହତ
ଚାନ୍ଦବାଲି,୧୬।୯(ଡି.ଏନ୍.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଲୁକୁରୀ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…
ଚୋରି ଘଟଣା: ୪ ଗିରଫ
କଟକ ଅଫିସ,୧୬ା୯ : ଦୁଇଟି ଚୋରି ଘଟଣାରେ ମଙ୍ଗଳାବାଗ ପୋଲିସ ରବିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଯୋବ୍ରା ଅଞ୍ଚଳର ଦେବବ୍ରତ ସାମଲ ଓରଫ ପିଣ୍ଟୁ, ପୁରୁଣା ତିଗିରିଆର କାହ୍ନୁ ଚରଣ ନାୟକ, କଲେଜ…
କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲା : ୩ ଅଟକ
କେନ୍ଦୁଝର,୧୫।୯(ସ୍ବ.ପ୍ର.): କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ଓଡ଼ିଶା ଏଜୁକେଶନ ଆଣ୍ଡ ଟ୍ରେନିଂ (ଓଏଇଟି) ନାମକ ଏକ କମ୍ପ୍ୟୁଟର ସଂସ୍ଥାର ୩ ଜଣଙ୍କୁ ରବିବାର ଅଟକ ରଖି ପଚରା ଉଚରା କରୁଥିବା ଜଣାପଡ଼ିଛି। କମ୍ପ୍ୟୁଟର ତାଲିମ…
ବିଏସ୍ଏଫ୍ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ : ପାପରମେଟଲା ଥାନା ଘେରିଲେ ଆଦିବାସୀ
ଚିତ୍ରକୋଣ୍ଡା,୧୫।୯(ଡି.ଏନ୍.ଏ.) : ବିଏସ୍ଏଫ୍ କର୍ମଚାରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ନେଇ ଶତାଧିକ ଆଦିବାସୀ ପାପରମେଟଲା ଥାନା ତଥା ବିଏସ୍ଏଫ୍ କ୍ୟାମ୍ପ ଘେରାଉ କରିଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ…
ଗଞ୍ଜାମରେ ପୁଣି ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ପ୍ରମୋଦ ଗୁରୁତର; ଜୀବନ୍ତ ଗୁଳି, ମାଉଜର ଜବତ
ଗଞ୍ଜାମ,୧୫।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସକୁ ଆଉ ଏକ ସଫଳତା ମିଳିଛି। ଶନିବାର ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଓରଫ କୋକୋଙ୍କୁ ଏନ୍କାଉଣ୍ଟର ହୋଇଥିଲା। ଏହାର ୨୪ ଘଣ୍ଟା ନ ପୂରୁଣୁ ରବିବାର ଗଞ୍ଜାମ ବ୍ଲକ ପାଲୁର-କୃଷ୍ଣପ୍ରସାଦ ରାସ୍ତାରେ ଏନ୍କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ…
Archives


