ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ
ଖଲ୍ଲିକୋଟ,୭।୯(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ ହୋଇଛନ୍ତି। ନୀଳକଣ୍ଠ ସନ୍ଧ୍ୟା ପ୍ରାୟ ୭ଟାରେ ଗଁା ଦାଣ୍ଡରେ ଛିଡା ହୋଇଥିଲେ। ବାଇକରେ…
ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ
ରୂପ୍ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ରୂପ୍ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଶନିବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ…
ରୁପା ଅଳଙ୍କାର ଚୋରି ଘଟଣା: ୬ କେଜି ରୁପା ଉଦ୍ଧାର, ୩ ଗିରଫ
ବ୍ରହ୍ମପୁର ଅଫିସ, ୭।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ମାଲସେନାପେଟା ସାହିରେ ଥିବା ଶ୍ରୀସାଇ ରିଫାଇନେରୀ ଏବଂ ରୁପା ଅଳଙ୍କାର ଦୋକାନରୁ ହୋଇଥିବା ଚୋରି ଘଟଣାର ଶନିବାର ପର୍ଦ୍ଦାଫାସ ହୋଇଛି। ପୋଲିସ ଏହି ଘଟଣାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…
ଅଧ୍ୟାପକଙ୍କୁ ହତ୍ୟା ଅଭିଯୋଗ: ପୋଲିସର ତଦନ୍ତ ଆରମ୍ଭ
ସମ୍ବଲପୁର,୬।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ମୁରା କଲେଜ ଅଧ୍ୟାପକ ହୃଦାନନ୍ଦ ପ୍ରଧାନଙ୍କୁ ହତ୍ୟା କରାଯାଇଥିବା ଶୁକ୍ରବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। କଲେଜ ନିକଟରେ ଏକ ଭଡ଼ା ଘରୁ ହୃଦାନନ୍ଦଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଉଦ୍ଧାର କରିଛି।…
ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ଆନନ୍ଦପୁର,୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ ରାଜେଶ ଦାଶ ଗୁରୁବାର ଏସ୍ଟି କେସ୍ ନଂ. ୭୬/୧୩୨/୧୭/୧୫, ଘସିପୁରା ଥାନା କେସ୍ ୬୯/୧୩.୪.୨୦୧୫ର ବିଚାର କରି ଅଭିଯୁକ୍ତ ପବିତ୍ର ଓରଫ ବିଶୁ ନାଇକକୁ ଉପଯୁକ୍ତ ପ୍ରମାଣ ଅଭାବରୁ ଖଲାସ କରିଥିବା…
ତଣ୍ଡ ଗଣୁଛନ୍ତି ନିୟମ ଉଲ୍ଲଂଘନକାରୀ, ସରକାରୀ ଗାଡ଼ିରୁ ୧୫ହଜାର ଜରିମାନା ଆଦାୟ
ଭୁବନେଶ୍ୱର,୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଦେଶବ୍ୟାପୀ ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ୍ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ବୁଧବାର ଜଣେ ଅଟୋ…
କୋଟପୁର ଗ୍ରାମରେ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
ଦଶରଥପୁର,୫।୯(ଡି.ଏନ୍.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ନିଜାମପୁର ପଞ୍ଚାୟତ କୋଟପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଗ୍ରାମର ଜଣେ ବୃଦ୍ଧ ଦମ୍ପତି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଘନଶ୍ୟାମ ଖଟୁଆ(୭୦)…
ଚୋରି ମୋବାଇଲ ଜବତ, ୨ ଅଭିଯୁକ୍ତ ଗିରଫ
କେନ୍ଦୁଝର, ୪ା୯(ସ୍ବ.ପ୍ର.): କେନ୍ଦୁଝର ସହର ଆର୍ଟିଓ ଅଫିସ ସମ୍ମୁଖ ହେଲୋ ହୋମ ନାମକ ଏକ ମୋବାଇଲ ଦୋକାନରୁ ଅଗଷ୍ଟ ୨୬ରେ ମୋବାଇଲ ଫୋନ ଚୋରି ହୋଇଥିଲା। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଚୋରଙ୍କୁ ପୋଲିସ ଗିରଫ କରିବା ସହ…
ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ
ଯୋଡ଼ା,୪।୯(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ ବୁଧବାର ପୋଲିସ ମାରଣାସ୍ତ୍ର ଜବତ ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ, ଦିଗପହଣ୍ଡି ଥାନାରେ ଏତଲା
ଦିଗପହଣ୍ଡି,୪।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଛାତ୍ରୀଙ୍କ ବାପା ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଛାତ୍ରୀଜଣଙ୍କ ଗତ ଶନିବାର କଲେଜ…
ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ
ଜଳେଶ୍ୱର,୪।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା…
ବେଲପାହାଡ଼ ଆକ୍ସିସ୍ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ
ବେଲପାହାଡ଼,୪।୯(ଡ଼ି.ଏନ୍.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ କ୍ୟାଶ କାଉଣ୍ଟରରୁ ୧୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପରେ ଲୁଟେରାମାନେ ଏକ…
Archives


