କଫସିରପ ମାଷ୍ଟରମାଇଣ୍ଡ ସାନ ନେଗୀ, ଦୁଇ ସହଯୋଗୀ କୋର୍ଟ ଚାଲାଣ
ବଲାଙ୍ଗୀର ଅଫିସ, ୧୦।୧- କଫସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଏବଂ ଫାରୁକ ଖାନଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏହି ତିନି ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ବରଠାରୁ ଗିରଫ…
ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍ ବ୍ରାଉନସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର ବ୍ୟବସାୟୀ…
ଦୁଇ ସହଯୋଗୀଙ୍କ ସହ କଫ୍ସିରପ୍ ମାଷ୍ଟରମାଇଣ୍ଡ ସାନ ନେଗୀ ଗିରଫ
ବଲାଙ୍ଗୀର ଅଫିସ, ୯।୧- କଫ୍ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ ବଲାଙ୍ଗୀର ଅଣାଯାଇ ଏକ ଗୁପ୍ତ ସ୍ଥାନରେ ପଚରାଉଚୁରା କରାଯାଉଥିବା…
ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍: ଚଳନ୍ତା ବାଇକ୍ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର
ଦିଗପହଣ୍ଡି,୯।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା ଦୁର୍ବୃତ୍ତ ଚଳନ୍ତା ବାଇକ୍ରୁ ମହିଳାଙ୍କ ବ୍ୟାଗ୍ ଟାଣି ଦେବାରୁ ସେ ଗୁରୁତର ଆହତ ହୋଇଛନ୍ତି।…
୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଜଳେଶ୍ୱର,୯।୧(ଡି.ଏନ୍.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ…
ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ
ମାଲକାନଗିରି,୯।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଦାମୋଦର ଓରଫ ବାଲେମ ନାରାୟଣ ସ୍ବାମୀ ଓ ସ୍ତ୍ରୀ ଫୁଲବତୀ। ଦାମୋଦର…
ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ
ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।…
ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି କାଟି…
ବିଦ୍ୟୁତ୍ ବିଭାଗ ଯନ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଜେଲ୍ ଗଲେ ପୁଅ, ବାପା ଫେରାର
ରୂପ୍ସା, ୭।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ହଳଦୀପାଳ ବଜାରରେ ସୋମବାର ବିଦ୍ୟୁତ୍ ବିଭାଗ ଜେଇ ଗୌରୀଶଙ୍କର ବାଗଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ରାମକୃଷ୍ଣ ଦାସଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୩/୨୦) ରୁଜୁ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସମବାୟ ସମିତି ସମ୍ପାଦକ
କଟକ ଅଫିସ, ୭ା୧- ଅଢେଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ଅଧୀନ କାକରୁଦ୍ରପୁର ସେବା ସମବାୟ ସମିତି ସମ୍ପାଦକ ହେମନ୍ତ କୁମାର ନାୟକ। ଉକ୍ତ ଥାନା ଅଧୀନ ପଞ୍ଚାଳୋ ଗ୍ରାମର ନିରଞ୍ଜନ ଦାସ ୨୦୦୯ରେ…
୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ
ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ…
ବଡ଼ ର଼୍ୟାକେଟର ପର୍ଦ୍ଦାଫାଶ କଲା ଏସ୍ଟିଏଫ୍: ଗୋଟିଏ ରାତିରେ ୮ ବ୍ରାଉନସୁଗାର ବେପାରୀ ଗିରଫ
ଭୁବନେଶ୍ୱର,୬ା୧(ବ୍ୟୁରୋ): ନିଶା ମାଫିଆଙ୍କୁ ଟାର୍ଗେଟ କରିଥିବା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍କୁ ଆଉଏକ ସଫଳତା ମିଳିଛି। ରାଜ୍ୟରେ ସକ୍ରିୟ ଥିବା ବଡ଼ ବ୍ରାଉନସୁଗାର ର଼୍ୟାକେଟକୁ ଠାବ କରିଛି। ଗୋଟିଏ ରାତିରେ ୮ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୫ ଗ୍ରାମ୍ର ବ୍ରାଉନ…

