ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ ଅଧିକାରୀ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଶନିବାର ଜଣେ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ପରେ ବଳାତ୍କାର ଘଟଣାରେ ଅଭିଯୁକ୍ତ ଦଣ୍ଡପାତ୍ରଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍.ଆଇ...
ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ
ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା ପିଟିପିଟି ହତ୍ଯା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ପୋଲିସ...
ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…
ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ପ୍ରାୟ ତିନି ଚାରି ଦିନ ତଳର ହୋଇଥିବା...
ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍ଜିଏନ୍ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍ ସୃଷ୍ଟି କରିବା ନିମନ୍ତେ...
ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…
ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ ନେବାକୁ ଆସି ବିଫଳ ହେବା ପରେ ପ୍ରେମିକ ଜଣକ ଏପରି କାଣ୍ଡ କରିଛନ୍ତି।...
ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…
ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।...
ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି। ପ୍ରକାଶ ଯେ, ବାଲେଶ୍ୱର ଖଇରା ଥାନା ଅନ୍ତର୍ଗତ ବେରାଯୋଡ଼ି ଗ୍ରାମର ମୃତ୍ୟୁଞ୍ଜୟ...
ପିଇଓ ଆତ୍ମସାତ୍ କରିଥିଲେ ୬ ଲକ୍ଷ ୭୦ ହଜାର ଟଙ୍କା, ଆଜି ବନ୍ଧା ହେଲେ
ଭଞ୍ଜନଗର,୪ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପିଇଓ ବିରେନ୍ଦ୍ର କୁମାର ଶାସ୍ତ୍ରୀଙ୍କୁ ତାରସିଂ ପୋଲିସ ଗୁରୁବାର ଗିରଫ କରିଛି। ବିରେନ୍ଦ୍ର ପଞ୍ଚାୟତ ଆକାଉଣ୍ଟରେ ଥିବା ବାର୍ଦ୍ଧକ୍ୟ ଭତ୍ତା ଏବଂ ଅଖା ବିକ୍ରି ଟଙ୍କାଙ୍କୁ ଆତ୍ମସାତ କରିଥିବା ଅଭିଯୋଗ...
ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…
ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର ଅଞ୍ଚଳର ଅଶୋକ କୁମାର ମିଶ୍ର ଓ ସୁରେଖା ମିଶ୍ରଙ୍କ ନାତୁଣୀ ତଥା ମା-ବାପା...
ବସ୍ରେ ଦିବ୍ୟାଙ୍ଗ ନାବାଳିକାଙ୍କୁ କଣ୍ଡକ୍ଟରଙ୍କ ଦୁର୍ବ୍ୟବହାର, ବସ୍ ମାଲିକଙ୍କୁ ନୋଟିସ୍
କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଦିବ୍ୟାଙ୍ଗ ନାବାଳିକା ତାଙ୍କ ମା’ଙ୍କ ସହିତ ଚିକିତ୍ସା ପାଇଁ ଭୁବନେଶ୍ବରକୁ ଯାଉଥିବା ବେଳେ ସେମାନଙ୍କୁ ଏକ ବସ୍ର କଣ୍ଡକ୍ଟର ଦୁର୍ବ୍ୟବହାର କରିବା ସହ ଓ ସରକାରୀ ପାସ୍କୁ ବେଖାତିର କରିବା ଘଟଣାକୁ ନେଇ ପ୍ରୀତିପ୍ରଜ୍ଞାଙ୍କ...
ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ
ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ...
Archives


