ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ ୩ ଜଣ ଶିକାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବନ୍ଧୁକ ଓ…
ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍ ହେବ ତାଙ୍କ ଠିକଣା
ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର ଚାନ୍ଦିପୋସି ଗ୍ରାମର ବିଜୟ ଧୀବରକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ଦୁଇ ଜଣ ସହଯୋଗୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ହୋଇଥିବା…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ ପରିବାର ମଧ୍ୟରେ ଆକ୍ରମଣ-ପ୍ରତି ଆକ୍ରମଣରେ ଉଭୟ ପରିବାରର ୫ ଜଣ ଆହତ ହୋଇଛନ୍ତି।…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧) ଓ ଚିଳ୍ପୀ ମଣ୍ଡଳ (୨୫)। ସେମାନେ ନିଜର ପରିଚୟ ବଦଳାଇ ଭୁବନେଶ୍ୱରରୁ ଏସ୍ଏମ୍…
ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ ବେଳେ ପୋଲିସ ଓ ଅଭିଯୁକ୍ତ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖସିବା…
ଲଜ୍କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…
ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ କେସ୍ ନଂ ୧୮୨/୨୬ ରୁଜୁ କରି ମୁଣ୍ଡୁକାଟି ଗ୍ରାମର ଅଭିଯୁକ୍ତ…
ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ
ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ଏକ ବ୍ଲେଡରେ ବାପାର ତଣ୍ଟି କାଟିଦେଇଥିଲେ ପୁଅ…
ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର
ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା । ଅଭିଯୋଗ ଅନୁସାରେ, ଯୁବତୀଜଣକ ଘରେ ଏକୁଟିଆ ଥିବା ବେଳେ ତାଙ୍କୁ ବଳାତ୍କାର…
ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…
ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର ସହ ସମ୍ପୃକ୍ତ ଛଣମେରୀ ଗ୍ରାମର ଲିକୁ ବେହେରା ଏବଂ ଗୌରା ବେହେରା ନାମକ…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…
ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍ଡିଜେଏମ୍ ପାରଳାଖେମୁଣ୍ଡିଙ୍କ ଅଦାଲତରୁ ଜାରି ଜାମିନ ବିହୀନ ଗିରଫ ପରଓ୍ବାନା ବଳରେ ପୋଲିସ ଭୋର ସମୟରେ ତାଙ୍କ…
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ
ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ ଦୁଇଦିନିଆ ରିମାଣ୍ଡ ଅବଧି ବୁଧବାର ସରିଛି। ପୋଲିସ କ୍ଷୀତିଶଙ୍କୁ ପ୍ରଥମେ ଜିଲା ମୁଖ୍ୟ…

