ଦାରିଙ୍ଗବାଡ଼ି ବଜାରରେ ବୁଲୁଛନ୍ତି ରକ୍ତାକ୍ତ ବ୍ୟକ୍ତି, ମଦ ବୋତଲରେ ୨ ପୁତୁରା ଆକ୍ରମଣ କରି…
ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଚାରିଛକରେ ଜଣେ ରକ୍ତାକ୍ତ ବ୍ୟକ୍ତି ଘୂରି ବୁଲୁଥିବା ଜଣାପଡ଼ିଛି। ତାଙ୍କ ଘର ଉକ୍ତ ଥାନା ତେରବାଡ଼ି ଅଞ୍ଚଳର ହୋଇଥିବାବେଳେ ବ୍ୟକ୍ତି ଜଣକ ଧର୍ମେନ୍ଦ୍ର ନାୟକ ବୋଲି ଜଣାପଡ଼ିଛି। ମିଳିଥିବା ସୂତ୍ର ଅନୁସାରେ, ଉକ୍ତ ଥାନା…
ବାଇକ୍ରେ ବିକଟାଳ ଶବ୍ଦ କରି ଦେଖାଉଥିଲେ ହିରୋଗିରି, ୨ ଯୁବକଙ୍କୁ ଥାନାରେ ଅଟକ ରଖିଲା ପୋଲିସ
ଦାରିଙ୍ଗବାଡ଼ି,୩୧ା୭(ଅରୁଣ ସାହୁ): ଏକ ବାଇକ୍ରେ ୩ ଜଣ ଯୁବକ ଘୂରି ବୁଲିବା ବାଇକ୍ରେ ଷ୍ଟଣ୍ଟ୍ ଦେଖାଇବା ସହ ବିକଟାଳ ଶବ୍ଦ ପ୍ରଦୂଷଣ କରି ଉତ୍ପାତ ହେବା ମହଙ୍ଗା ପଡ଼ିଛି। ପୋଲିସ ସେମାନଙ୍କୁ ରାଜପଥରେ ଅଟକାଇ କାବୁ କରି ଥାନାକୁ ନେଇଛି। ତେବେ…
ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ, ୨ ଜଣଙ୍କୁ ଉଠାଇନେଲା ପୋଲିସ
ପାଟଣା,୩୧ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ନାଏକ ସାହିର ଜଣେ ୨୮ବର୍ଷ ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ଭକ୍ତ ବନ୍ଧୁ ନାଏକଙ୍କ ପୁଅ ଗଙ୍ଗାଧର ନାଏକ। ଗଙ୍ଗାଧରଙ୍କ ମା’…
ଲାଇଭ୍ ଭିଡିଓରେ ମହିଳା ଏମ୍ବିକେଙ୍କ ଆତ୍ମହତ୍ୟା ଉଦ୍ୟମ
କୋରାପୁଟ /ନାରାୟଣପାଟଣା, ୩୧ା୭, (ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ପଥରଦେଉଳ ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ଲକରେ କାର୍ଯ୍ୟରତ ମିଶନଶକ୍ତିର ମାଷ୍ଟର ବୁକ୍ କିପର (ଏମ୍ବିକେ) ଭବାନୀ ପ୍ରଧାନ ନ୍ୟାୟ ନ ପାଇ ବୁଧବାର…
ଘର ଆଗରେ ଧାରଣା ବସିଛନ୍ତି ପ୍ରେମିକା, ତାଲା ପକାଇ ପରିବାର ସହ ପ୍ରେମିକ ଫେରାର; ନ୍ୟାୟ ନ ମିଳିଲେ…
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ): ପ୍ରଥମେ କଲେଜରେ ଦେଖା ପରେ ପ୍ରେମ। ଧୀରେ ଧୀରେ ସମ୍ପର୍କ ଆଗକୁ ବଢି ଶାରୀରିକ ସମ୍ପର୍କରେ ପହଞ୍ଚିଥିଲା। ହେଲେ ଏବେ ଧୋକା ପାଇବା ପରେ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା। ଏଭଳି ଏକ ଘଟଣା ଦେଖିବାକୁ…
ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, କ୍ରାଇମବ୍ରାଞ୍ଚର ଏକ ମାମଲାରେ ସମ୍ପୃକ୍ତି ନେଇ ଚର୍ଚ୍ଚା
ରାୟଗଡ଼ା,୨୯।୭(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଶିକ୍ଷକ ବିଜୟ ମିଶ୍ରଙ୍କୁ ପୋଲିସ ଉଠାଇ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। କ୍ରାଇମବ୍ରାଞ୍ଚର ଏକ ମାମଲାରେ ତାଙ୍କୁ ପୋଲିସ ଉଠାଇ ନେଇଥିବା କୁହାଯାଉଛି। ଘଟଣାରୁ ପ୍ରକାଶ ଯେ,…
କାଲିଠୁ ନିଖୋଜ ଥିଲେ, ତାମ୍ପରା ନିକଟରୁ ଶୋଇଥିବା ଅବସ୍ଥାରେ ମିଳିଲା ମୃତଦେହ; ପୋଲିସ…
ଛତ୍ରପୁର,୨୯।୭(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧିନ ତାମ୍ପରା ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ବ୍ରହ୍ମପୁର ବାଲିପଡା ଅଞ୍ଚଳର କୈଳାଶ ପାତ୍ର । ମୃତକ ଜଣକ ସୋମବାରଠାରୁ ନିଖୋଜ ଥିଲେ। ସେ…
ବଡ଼ ପରଦାରେ ଚର୍ଚ୍ଚିତ ହନିମୁନ ହତ୍ୟାକାଣ୍ଡ, ସାମ୍ନାକୁ ଆସିଲା ପୋଷ୍ଟର, ଟାଇଟଲ ବି ଭୟଙ୍କର
ଶିଲଂ,୨୯।୭: ଇନ୍ଦୋରର ପ୍ରସିଦ୍ଧ ରାଜା ରଘୁବଂଶୀ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି, ଯେତେବେଳେ ଆଜି ରାଜାଙ୍କ ପରିବାର ରାଜା ରଘୁବଂଶୀଙ୍କ ପରିବାରର ମୃତ୍ୟୁ ପାଇଁ ଏକ ଅନନ୍ୟ ଅଭିଯାନ ଆରମ୍ଭ କରିଛନ୍ତି। ପରିବାର ଏବେ ଏକ ଫିଲ୍ମ…
ଗୋପାଳପୁର ଗଣବଳାତ୍କାର ମାମଲା: ଦାଖଲ ହେଲା ଚାର୍ଜଶିଟ୍
ଗୋପାଳପୁର,୨୮ା୭: ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍ ଦାଖଲ ହୋଇଛି। ଏସ୍ଡିଜେଏମ୍ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗୋପାଳପୁର ଗଣବଳାତ୍କାର ମାମଲାରେ ଏନ୍ଏଚ୍ଆର୍ସିରେ ମାମଲା ରୁଜୁ କରାଯାଇଥିଲା। ଗୋପାଳପୁର ବେଳାଭୂମିରେ ହୋଇଥିବା…
କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଶିକ୍ଷକ ନିଲମ୍ବିତ
ବାରିପଦା,୨୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ପ୍ରତିମାଦେଇପୁର ବିଦ୍ୟାଳୟର କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ନେଇ ଭଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି। ଏଭଳି ଘଟଣା…
ଜମିବାଡ଼ିକୁ କେନ୍ଦ୍ର କରି ବୁଲିଲା ଖଣ୍ଡା: ମହିଳାଙ୍କ ସମେତ ୪ ଗୁରୁତର
ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ଗୋଟିଏ ପରିବାର ଉପରେ ଅନ୍ୟ ଏକ ପରିବାର ଉପରେ ଆକ୍ରମଣ କରି ଖଣ୍ଡା ଏବଂ କଟୁରିରେ ହାଣି ପକାଇଛନ୍ତି। ଗୁରୁତରମାନେ ହେଲେ…
ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ଘଟଣାସ୍ଥଳରୁ ମିଳିଲା…
ବାସୁଦେବପୁର,୨୭ା୭(କାଳୀପଦ ରାୟ): ଭଦ୍ରକ ଜିଲା କଷିଆ ସାମୁଦ୍ରିକ ଥାନା ଅଧୀନ ବିଦେଇପୁର ପଞ୍ଚାୟତରେ ପାରାପୋଖରୀ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଟଙ୍କା ପାଇଁ ସ୍ତ୍ରୀ ଗୁରୁବାରୀ ଜେନା (୪୫ )ଙ୍କୁ ତାଙ୍କ ସ୍ବାମୀ ଗୋପୀନାଥ ଜେନା…
Archives


